Posted inଖେଳ

ସବୁଠୁ ଦାମୀ ବିଦେଶୀ ଖେଳାଳି କୁମିନ୍ସ

କୋଲକାତା,୧୯।୧୨- ଆଇପିଏଲର ୧୩ତମ ସଂସ୍କରଣ ପାଇଁ ଏଠାରେ ଗୁରୁବାର ଅନୁଷ୍ଠିତ ନିଲାମ ପ୍ରକ୍ରିୟାରେ ଅଷ୍ଟ୍ରେଲିଆର ପାଟ କୁମିନ୍ସ ସବୁଠୁ ଦାମୀ ବିଦେଶୀ ଖେଳାଳି ସାବ୍ୟସ୍ତ ହୋଇଛନ୍ତି। ତାଙ୍କୁ ସର୍ବାଧିକ ୧୫.୫୦ କୋଟି ଟଙ୍କାରେ କୋଲକାତା ନାଇଟ ରାଇଡର୍ସ (କେକେଆର) କିଣିଛି। ସେ ଆଇପିଏଲ ଇତିହାସରେ ସବୁଠୁ ଦାମୀ ବିଦେଶୀ ଖେଳାଳି ହେବାର ରେକର୍ଡ କରିଛନ୍ତି। ନିଲାମ ପ୍ରକ୍ରିୟାରେ କୁମିନ୍ସ କିଣିବା ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଦାମୀ ବିଦେଶୀ ଖେଳାଳିଙ୍କ ତାଲିକାରେ କୁମିନ୍ସଙ୍କ ପଛକୁ ରହିଛନ୍ତି ଅଷ୍ଟ୍ରେଲିଆର ଗ୍ଲେନ ମ୍ୟାକ୍ସଓ୍ବେଲ। ଡାହାଣହାତୀ ବିସ୍ଫୋରକ ବ୍ୟାଟ୍ସମ୍ୟାନଙ୍କୁ କିଙ୍ଗ୍ସ ଏକାଦଶ ପଞ୍ଜାବ ୧୦.୭୫ କୋଟି ଓ ଦକ୍ଷିଣ ଆଫ୍ରିକାର କ୍ରିସ ମୋରିସଙ୍କୁ ୧୦ କୋଟି ଟଙ୍କାରେ ଆରସିବି ଦଳରେ ସାମିଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri