ସବୁଦିନ ଏହି ଶିବମନ୍ଦିର ପ୍ରଦକ୍ଷିଣ କରିଥାନ୍ତି ପକ୍ଷୀଦଳ…

ଶିବମନ୍ଦିରରେ ଶ୍ରଦ୍ଧାଳୁ ୧୦୮ ଥର ପ୍ରଦକ୍ଷିଣ କରିଥାନ୍ତି । ଏହାଦ୍ୱାରା ଶୁଭଫଳ ମିଳିଥାଏ ବୋଲି କେତେକେ କୁହନ୍ତି। ତେବେ ମହେନ୍ଦ୍ରଗିରି ପର୍ବତରେ ଥିବା ଭୀମାଶଙ୍କର ଶିବମନ୍ଦିରରେ ପ୍ରତିଦିନ ପକ୍ଷୀଦଳ ମିଳିତ ଭାବେ ଉଡ଼ି ମନ୍ଦିର ପ୍ରଦକ୍ଷଣ କରିଥାନ୍ତିି। ମନ୍ଦିରରେ ଶଙ୍ଖନାଦ ସହ ପକ୍ଷୀମାନେ ଏଭଳି ପ୍ରଦକ୍ଷଣ କରିଥାନ୍ତି। ପକ୍ଷୀଙ୍କ ଏଭଳି କାର୍ଯ୍ୟ ସ୍ଥାନୀୟ ଲୋକ ତଥା ପର୍ଯ୍ୟଟକଙ୍କୁ ଆଶ୍ଚର୍ଯ୍ୟାନ୍ବିତ କରିଥାଏ। ମହେନ୍ଦ୍ରତନୟା ନଦୀକୂଳରେ ଥିବା ଏହି ମନ୍ଦିରରେ ଶ୍ରୀଲିଙ୍ଗ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ ମଧ୍ୟରେ ସ୍ଥାନ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁରକୁ ଓ୍ବାକ୍‌ରେ ନେଇ ମାଲିକ କଲେ ଏମିତି କାମ: ଲୋକେ କହିଲେ ଏପରି…

ପଶୁମାନଙ୍କ ସହ ଅନେକ ସମୟରେ ଲୋକେ ଅମାନବିକତା ଦେଖାଇଥାନ୍ତି। ଏହାର ଅନେକ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଆମେ ଦେଖିଥାଉ। ସେମିତି...

ବିହାର ବନ୍ୟା: ନୀତିଶଙ୍କୁ ଘେରିଲା ଭାଜପା

ପାଟନା,୨।୧୦: ବିହାରରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ନେଇ ଭାଜପା ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଘେରିଛି। ଏନେଇ ଭାଜପା ପକ୍ଷରୁ ସଞ୍ଜୟ ଜାୟସଓ୍ବାଲ୍‌ କହିଛନ୍ତି ଯେ,ରାଜ୍ୟରେ ପ୍ରଶାସନିକ...

ଆନ୍ଦୋଳନକାରୀ କୃଷକଙ୍କ ପାଇଁ ଖାଦ୍ୟ-ପାନୀୟ, ରହିବା ବ୍ୟବସ୍ଥା କରନ୍ତୁ ହରିଆଣାବାସୀ: ଭୂପେନ୍ଦ୍ର ସିଂହ

ଚଣ୍ଡିଗଡ଼,୨୭।୧୧: କୃଷି ଆଇନ ବିରୋଧରେ ପଞ୍ଜାବରୁ ବାହାରିଥିବା କୃଷକ ମୋର୍ଚ୍ଚା ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛି। କୃଷକଙ୍କ ଆନ୍ଦୋଳନ ନାଁରେ ଏବେ ରାଜନୀତି ସରଗରମ ହୋଇଛି। ଇତିମଧ୍ୟରେ...

ମୋଦିଙ୍କୁ ଭେଟିଲେ ଉଦ୍ଧବ ଠାକରେ ସାଙ୍ଗରେ ଥିଲେ ଆଦିତ୍ୟ

ନୂଆଦିଲ୍ଲୀ,୨୧।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଓ ତାଙ୍କ ପୁଅ ଆଦିତ୍ୟ ଠାକରେ ଶୁକ୍ରବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରିଛନ୍ତି। ଉଦ୍ଧବଙ୍କ ଏହି...

୨୦୨୩ ସୁଦ୍ଧା ନୂଆ ୭୫ ବନ୍ଦେ ଭାରତ ଏକ୍ସପ୍ରେସ୍‌

ନୂଆଦିଲ୍ଲୀ,୧୫ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶର ୭୫ ତମ ସ୍ୱାଧିନତା ଦିବସ ଅବସରରେ ଲାଲକିଲାରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ...

ମୁକୁଲ ରାୟଙ୍କ ବିରୋଧରେ ଗିରଫ ପରଓ୍ବାନା

କୋଲକାତା,୩୦ା୭(ପି.ଟି.)-ବୁରାବଜାର ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କଠାରୁ ଜବତ ୧୯ ଲକ୍ଷ ଟଙ୍କା ସହ ଭାଜପା ନେତା ମୁକୁଲ ରୟ ସମ୍ପୃକ୍ତ ଥିବା ଅଭିଯୋଗରେ କୋଲକାତାର ଏକ ଅଦାଲତ...

କାର୍ଡିଓଲୋଜି ହସ୍ପିଟାଲରେ ଅଗ୍ନିକାଣ୍ଡ

କାନପୁର,୨୮।୩: ଉତ୍ତରପ୍ରଦେଶର କାନପୁରସ୍ଥିତ କାର୍ଡିଓଲୋଜି ହସ୍ପିଟାଲରେ ରବିବାର ସକାଳ ୭ଟା ୪୦ରେ ଅଗ୍ନିକାଣ୍ଡ ଘଟିଛି। ଏନେଇ ହସ୍ପିଟାଲରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଥିଲା। ଖବର ପାଇ...

‘ବିକିନି ହେଉ କି ହିଜାବ, ମହିଳାମାନେ ନିଜ ଇଚ୍ଛା ଅନୁସାରେ କପଡ଼ା ପିନ୍ଧିବାର ରହିଛି ଅଧିକାର’

ନୂଆଦିଲ୍ଲୀ,୯।୨: କର୍ନାଟକରେ ଆରମ୍ଭ ହୋଇଥିବା ହିଜାବ ବିବାଦକୁ ଚର୍ଚ୍ଚା ଜୋର ଧରିଛି। ହିଜାବ ପିନ୍ଧିଥିବାରୁ ମୁସଲମାନ ଝିଅମାନଙ୍କୁ କଲେଜ କ୍ୟାମ୍ପସ କିମ୍ବା କ୍ଲାସରେ ବସିବାକୁ ଅନୁମତି...

Advertisement
Archives

Model This Week