ସବୁ କରୋନା ଆକ୍ରାନ୍ତ ସୁସ୍ଥ ହେବେ: ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର, ୭।୪( ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ପାଇଁ ରାଜ୍ୟ ସରକାର ରାଜ୍ୟରେ ୭ଟି ସ୍ବତନ୍ତ୍ର କୋଭିଡ୍‌ ହସ୍ପିିଟାଲ ପ୍ରସ୍ତୁତ କରିଛନ୍ତି। ଏହି ହସ୍ପିଟାଲଗଡ଼ିକରେ କେବଳ କରୋନା ରୋଗୀଙ୍କୁ ଚିକିତ୍ସା କରାଯିବ। ସେମାନଙ୍କ ପାଇଁ ଚିକିତ୍ସା ଓ ଖାଦ୍ୟପେୟର ସମସ୍ତ ବନ୍ଦୋବ୍ୟସ୍ତ ମାଗଣା କରାଯାଇଛି। ସବୁ କରୋନା ଆକ୍ରାନ୍ତ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିବେ। ଏଥିସହିତ ରାଜ୍ୟର ସମସ୍ତ ଜିଲାରେ କୋଭିଡ ହସ୍ପିଟାଲ ନିର୍ମାଣ କରିବା ଲାଗି ନିସ୍ପତ୍ତି ନିଆଯାଇଛି। ମଙ୍ଗଳବାର ପୂବର୍ର୍ାହ୍ନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ନିକୁଞ୍ଜ ବିହାରୀ ଧଳ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ କମୁଛି, ଓଡ଼ିଶାରେ ମହିଳାଙ୍କ ବିରୋଧରେ ବଢ଼ୁଛି ଅପରାଧ

ନୂଆଦିଲ୍ଲୀ,୧୫।୯: ୨୦୧୯ ତୁଳନାରେ ସାରା ଦେଶରେ ମହିଳା ବିରୋଧୀ ଅପରାଧ ହ୍ରାସ ପାଇଥିବା ବେଳେ ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ବୃଦ୍ଧି ପାଇଛି। ମହିଳାଙ୍କ ପ୍ରତି ହିଂସା...

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ଗୁରୁବାର ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱରର ବାତ୍ୟା ପ୍ରଭାବିତ ଅଞ୍ଚଳରେ...

କରୋନା ସଚେତନ କଲା ପ୍ରଶାସନ

ଦିଗପହଣ୍ଡି,୬ା୪(ଡି.ଏନ୍‌.ଏ.): ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳଗୁଡିକରେ ଶଟଡାଉନ ସମୟରେ ବିନା କାରଣରେ କେହି ବ୍ୟକ୍ତି ଘରୁ ବାହାରିଲେ ଫୌଜଦାରୀ ମକଦ୍ଦମା ରୁଜୁ କରାଯିବ ବୋଲି ପକ୍ଷରୁ...

ସୁକନ୍ୟା ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ

ଧର୍ମଶାଳା,୬ା୬(ଡି.ଏନ୍‌.ଏ.): ନେହେରୁ ଯୁବକେନ୍ଦ୍ର ଯାଜପୁର ପକ୍ଷରୁ ଧର୍ମଶାଳା ବ୍ଲକ ପଣ୍ଡୁଆସ୍ଥିତ ସୁକନ୍ୟା ସ୍ବେଚ୍ଛାସେବୀ ଅନୁଷ୍ଠାନ ଆନୁକୂଲ୍ୟରେ ବୁଧବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି...

ଏମ୍‌କେସିଜି କରୋନା ୱାର୍ଡରେ ୫ ସନ୍ଦିଗ୍ଧ ଚିକିତ୍ସାଧୀନ

ବ୍ରହ୍ମପୁର ଅଫିସ,୫।୫: ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି(ଏମ୍‌କେସିଜି ) ମେଡିକାଲର କରୋନା ୱାର୍ଡରେ ଏବେ ୫ କରୋନା ସନ୍ଦିଗ୍ଧ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ସ୍ବାବ ନମୁନା...

୨ ହଜାର ମୁହାଁ ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୧,୮୮୭ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୨୬।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ଓଏଫ୍‌ଏସ୍‌ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର, ଡିଏଫ୍‌ଓ ଥିବା ବେଳେ ପଡ଼ିଥିଲେ ଭିଜିଲାନ୍ସ ଜାଲରେ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ପୁଣି ଜଣେ ଦୁର୍ନୀତିଗ୍ରସ୍ତ ଅଫିସରଙ୍କୁ ଗୁରୁବାର ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେ ହେଲେ ଓଏଫ୍‌ଏସ୍‌ ଅଫିସର ତଥା ପୂର୍ବତନ ଡିଏଫ୍‌ଓ ସୁଧାଂଶୁ ଶେଖର ମିଶ୍ର।...

ରାଜ୍ୟରେ ହଜାରେ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ କରୋନା ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୮୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ...

Advertisement
Archives

Model This Week