Posted inଜାତୀୟ

ସବୁ ଘରକୁ ଏଲ୍‌ପିଜି ସଂଯୋଗରେ ପ୍ରଥମ ରାଜ୍ୟ ହିମାଚଳ ପ୍ରଦେଶ

ଶିମ୍‌ଲା,୨୭।୧୨: ହିମାଚଳ ପ୍ରଦେଶର ପ୍ରତି ଘରକୁ ମିଳିଲା ଏଲ୍‌ପିଜି କନେକଶନ। ଶୁକବ୍ରାର ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଏହି ଘୋଷଣା କରିବା ସହ ହିମାଚଳ ପ୍ରଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ପ୍ରତି ଘରେ ଏଲ୍‌ପିଜି ସଂଯୋଗ ହେବାରେ ହିମାଚଳ ପ୍ରଦେଶ ପ୍ରଥମ ରାଜ୍ୟର ମାନ୍ୟତା ପାଇଛି। ଶୁକ୍ରବାର ରିଜ ମଇଦାନରେ ଏକ ରାଲିକୁ ସମ୍ବୋଧନ କରିବା ଅବସରରେ ସେ ଏହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନକୁ ପୁଣି ସହାୟତାର ହାତ ବଢାଇଲା ଭାରତ

ନୂଆଦିଲ୍ଲୀ,୨ ।୧: ସାରା ବିଶ୍ୱରେ କରୋନା ଓ ଓମିକ୍ରନ୍ ଭାରିଏଣ୍ଟ ତାଣ୍ଡବ ରଚୁଥିବା ବେଳେ ଏବେ ଆଫଗାନିସ୍ତାନକୁ ସହାୟତାର ହାତ ବଢାଇଛି ଭାରତ । ଭାରତ...

ଶାହାଙ୍କୁ ଭେଟିଲେ କଂଗ୍ରେସରୁ ବହିଷ୍କୃତ ବିଧାୟକ

ଚଣ୍ଡିଗଡ଼,୧୦।୭: ହରିୟାଣା କଂଗ୍ରେସରୁ ବହିଷ୍କୃତ ନେତା ତଥା ଆଦମପୁର ବିଧାୟକ କୁଲଦୀପ ବିଷ୍ଣୋଇ ରବିବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଭାରତୀୟ ଜନତା...

ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ, ୫ କୋଟି ୟୁଜର ପ୍ରଭାବିିତ

ନୂଆଦିଲ୍ଲୀ,୨୭।୧: କୃଷି ଆଇନକୁ ବିରୋଧ କରି ଦିଲ୍ଲୀରେ ଅନ୍ନଦାତା ଏବଂ ପୋଲିସ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜଧାନୀ ଦିଲ୍ଲୀର କେତେକ ଅଞ୍ଚଳରେ ମଙ୍ଗଳବାର...

ଭାକ୍ସିନ୍‌ ପାଇଁ ପଞ୍ଜିକରଣ ଅନାବଶ୍ୟକ, ଟିକାକରଣ କେନ୍ଦ୍ରରେ ପହଞ୍ଚି ନେଇହେବ ଡୋଜ୍‌ …

ନୂଆଦିଲ୍ଲୀ,୨୭।୬: ଏଣିକି ଭାକ୍ସିନ୍‌ ନେବା ପୂର୍ବରୁ କୋଓ୍ବିନ୍‌ ଆପ୍‌ରେ ପଞ୍ଜିକରଣର ଅନାବଶ୍ୟକ। ଲୋକ ସିଧାସଳଖ ଟିକାକରଣ କେନ୍ଦ୍ରରେ ପହଞ୍ଚି ପଞ୍ଜିକରଣ କରିବା ସହିତ ଡୋଜ୍‌ ନେଇପାରିବେ।...

ଟିକା ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ

ନୂଆଦିଲ୍ଲୀ,୮।୬: କୋଭିଡ୍‌ ଟିକାକରଣ ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ, ତା’ର ମୂଲ୍ୟ ମଙ୍ଗଳବାର ନିର୍ଦ୍ଧାରିତ କରିଛନ୍ତି କେନ୍ଦ୍ର ସରକାର। ଏହା ଅନୁଯାୟୀ, କୋଭିଶିଲ୍ଡ...

ଭାରତକୁ କରୋନା ମୁକ୍ତ କରିବା ପାଇଁ ୩୬ ଲକ୍ଷ କୋଟିର ନିବେଶ ପ୍ରତିଶ୍ରୁତି

ନୂଆଦିଲ୍ଲୀ, ୨୬ା୫: ଖୁବ୍‌ କମ୍‌ ଜଣାଶୁଣା ଆମେରିକାର ଏକ କମ୍ପାନୀ ଲାଣ୍ଡୋମସ୍‌ ରିୟଲ୍‌ଟି ଭେଞ୍ଚର୍ସ ଭାରତରେ ୫ ଶହ ବିଲିୟନ ଡଲାର (୩୬ ଲକ୍ଷ କୋଟିରୁ...

ଫେକ୍‌ ନ୍ୟୁଜ୍‌ ଉପରେ କଡ଼ା ନଜର

ନୂଆଦିଲ୍ଲୀ,୧୫।୧୦: ନଭେମ୍ବର ୧୨ରେ ହେବାକୁ ଥିବା ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ବେଳେ ଫେକ୍‌ ନ୍ୟୁଜ୍‌ ରୋକିବା ପାଇଁ ନିର୍ବାଚନ କମିଶନ (ଇସି)ଙ୍କ ଟିମ୍‌ ସୋସିଆଲ...

ମହିଳା ମନ୍ତ୍ରୀଙ୍କ ଅପମାନ ସହି ପାରିଲେନି ଶିବରାଜ

ଭୋପାଳ,୧୯ ।୧୦: ମଧ୍ୟପ୍ରଦେଶରେ ୨୫ରୁ ଊର୍ଦ୍ଧ୍ୱ ଆସନରେ ଉପନିର୍ବାଚନ ହେବାକୁ ଯାଉଛି । ଏହାପରେ ଜଣାପଡିବ ଶାସନ ଭାର କାହା ହାତରେ ରହିବ । ଏହି...

Advertisement
Archives

Model This Week