Posted inଜାତୀୟ

ସବୁ ପ୍ରକାର ସହଯୋଗ ମିଳିବ ବୋଲି ଜଗନ ମୋହନଙ୍କୁ କଥା ଦେଲେ ମୋଦି

ତିରୁପତି,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମାଲଦ୍ୱୀପରୁ ଫେରି ଶ୍ରୀଲଙ୍କା ଗସ୍ତ କରିଥିଲେ। ଏହି ସମୟରେ ସେ ଗୁରୁଭୟୁର ମନ୍ଦିର ଦର୍ଶନ କରିବା ସହ ତିରୁପତି ପହଞ୍ଚିଥିଲେ। ସେଠରେ ଆନ୍ଧ୍ର ପ୍ରଦେଶର ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି ତାଙ୍କୁ ସ୍ବାଗତ କରିଥିଲେ। ତେବେ ଆନ୍ଧ୍ରର ବିକାଶ ପାଇଁ କେନ୍ଦ୍ର ସବୁ ପ୍ରକାର ସହଯୋଗ ଯୋଗାଇ ଦେବ ବୋଲି ମୋଦି ଜଗନ ମୋହନଙ୍କୁ କଥା ଦେଇଥିଲେ। ଭାଜପା ତରଫରୁ ତିରୁପତିରେ ଆୟୋଜିତ ଏକ ଜନସଭାରେ ଉଦ୍‌ବୋଧନ ଦେବା ଅବସରରେ ମୋଦି ଏହି କଥା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୮।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଦକ୍ଷିଣ କଶ୍ମୀରରେ ଦୁଇ...

ମାନବିକତା ହଜାଇ ଦେଲାଣି କରୋନା

ଜମ୍ମୁ,୪।୫ : କୋଭିଡ୍‌-୧୯ ଯୋଗୁ ଦେଶରେ ସୃଷ୍ଟି ହୋଇଛି ସାଙ୍ଘାତିକ ପରିସ୍ଥିତି। ମହାମାରୀ ଭୟରେ ଲୋକେ ଭୁଲିଗଲେଣି ମାନବିକତା। ଏହାର ଉଦାହରଣ ଦେଖିବାକୁ ମିଳିଛି ଜମ୍ମୁ-କଶ୍ମୀରର...

ଅବୈଧ ସମ୍ପର୍କର କୁପରିଣତି: ମଦ ପିଆଇ ମହିଳାଙ୍କୁ ନଦୀରେ ବୁଡ଼ାଇ ହତ୍ୟା କଲେ ପ୍ରେମିକ; ଭିଡ଼ିଓ ଭାଇରାଲ

ଭୋପାଳ,୨୨।୪: ମଧ୍ୟପ୍ରଦେଶ ଦେବାସରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଶିପ୍ରା ନଦୀରେ ଜଣେ ମହିଳାଙ୍କୁ ମଦ ପିଆଇ ବୁଡ଼ାଇ ହତ୍ୟା କରାଯାଇଛି। ଏହାର ଭିଡ଼ିଓ...

ହିମାଚଳ ପ୍ରଦେଶରେ ହେବ ୨୦୦ ପ୍ରଜାତିର ଔଷଧୀୟ ଜଡ଼ିବୁଟି ଚାଷ

ଶିମଲା, ୨୮।୯: ହିମାଚଳ ପ୍ରଦେଶରେ ୨୦୦ ପ୍ରଜାତିର ଔଷଧୀୟ ଜଡ଼ିବୁଟି ଚାଷ କରାଯିବ। ଏନେଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦେବେ।...

ନାଗାଲାଣ୍ଡରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ

କୋହିମା,୧୩।୪: ଦେଶର ଉତ୍ତର ପୂର୍ବ ରାଜ୍ୟ ନାଗାଲାଣ୍ଡରେ ପ୍ରଥମ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ଜଣାପଡିଛି। ତେବେ ରାଜ୍ୟରେ ଏହା ପ୍ରଥମ ଘଟଣା ବୋଲି ସୋମବାର...

୫ ବଡ଼ ଘୋଷଣା: ଶ୍ରୀଅନ୍ନ ପାଇଁ ୨୦ ଲକ୍ଷ କୋଟି ଋଣ-୮୧ଲକ୍ଷ ସ୍ଵୟଂ ସହାୟକ ଗୋଷ୍ଠୀକୁ ସହାୟତା…

ନୂଆଦିଲ୍ଲୀ,୧।୨ : ସଂସଦରେ ୨୦୨୩ ବଜେଟ ଉପସ୍ଥାପନ ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଚଳିତ ବଜେଟରେ ସରକାରଙ୍କ ପକ୍ଷରୁ ୫ ବଡ଼ ଘୋଷଣା କରାଯାଉଛି।...

ଲକ୍‌ଡାଉନ ସମାଧାନ ନୁହେଁ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୧।୪: ଦେଶରେ କରୋନା ମାମଲା ବଢିବାରେ ଲାଗିଛି। ଆଜି ୧ ଲକ୍ଷ ୫୨,୦୦୦ ରୁ ଅଧିକ ନୂଆ ସଂକ୍ରମଣ ସାମ୍ନାକୁ ଆସିଛି। ଏପର୍ଯ୍ୟନ୍ତ ଗୋଟିଏ ଦିନରେ...

ନିର୍ଭୟା ମାମଲା: ମାର୍ଚ୍ଚ ୨୦ରେ ହେବନାହିଁ ଫାଶୀ!

ନୂଆଦିଲ୍ଲୀ,୬।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଫାଶୀ ତାରିଖ ଯେତିକି ବିଳମ୍ବ ହେଉଛି ଏହାକୁ ନେଇ ସେତିକି ନୂଆ ଖବର ସାମ୍ନାକୁ ଆସୁଛି। ଏବେ...

Advertisement
Archives

Model This Week