ସବୁ ସ୍କୁଲ ପାଠାଗାରକୁ ପୁସ୍ତକ ଯୋଗାଇଦେବାକୁ ଚଳିତବର୍ଷ ଖର୍ଚ୍ଚ ହେବ ୪୫.୬୨ କୋଟି

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ସବୁ ସ୍କୁଲ ପାଠାଗାରକୁ ପୁସ୍ତକ ଯୋଗାଇ ଦିଆଯିବ। ସେଥିପାଇଁ ରାଜ୍ୟ ସରକାର ୪୫ କୋଟି ୬୨ ଲକ୍ଷ ୯୫ ହଜାର ଟଙ୍କାର ବ୍ୟୟବରାଦ କରିଛନ୍ତି। ପ୍ରୋଜେକ୍ଟ ଆପ୍ରୁଭାଲ ବୋର୍ଡ(ପିଏବି) ଅନୁମୋଦନ ପରେ ପୁସ୍ତକ କ୍ରୟ ପାଇଁ ପଦକ୍ଷେପ ନିଆଯିବ। ୨୦୧୯-୨୦ ଆର୍ଥିକ ବର୍ଷରେ ୩୦ଟି ଜିଲା ପାଇଁ ପ୍ରାଥମିକ ବିଦ୍ୟାଳୟଗୁଡିକୁ ୪୯ ହଜାର ୪୨୫ ଖଣ୍ଡ ବହି ଯୋଗାଇ ଦେବା ନିମନ୍ତେ ୭୭୫.୩୯୮୫ ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ହାଇସ୍କୁଲଗୁଡିକ ପାଇଁ ୫୫୮୮ ପୁସ୍ତକ ବାବଦରେ ୩୭୮୭.୫୫ ଲକ୍ଷ ଟଙ୍କା ଯୋଗାଇଦେବାକୁ ବ୍ୟୟବରାଦ କରାଯାଇଛି। ତେବେ ପ୍ରାଥମିକ ହାଇସ୍କୁଲ ପାଇଁ ରାଜ୍ୟ ସରକାର ୫୫୦୧୩ ଖଣ୍ଡ ପୁସ୍ତକ ଯୋଗାଇବା ବାବଦରେ ୪୫୬୨.୯୫ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ବଦଳରେ ବିଧାନସଭା ପ୍ରଶ୍ନକାଳ ବେଳେ ଏଭଳି ଉତ୍ତର ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri