Posted inଜାତୀୟ

‘ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ’: ୨୦୧୯ର ଗୋଲ୍ଡେନ୍‌ ଟୁଇଟ୍‌

ନୂଆଦିଲ୍ଲୀ,୧୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକସଭା ନିର୍ବାଚନ ସମୟରେ ଟୁଇଟରରେ ଦେଇଥିବା ସ୍ଲୋଗାନ୍‌ ‘ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ’କୁ ଟୁଇଟର ପକ୍ଷରୁ ୨୦୧୯ ବର୍ଷର ଗୋଲ୍ଡେନ୍‌ ଟୁଇଟ୍‌ ଭାବେ ଘୋଷଣା କରାଯାଇଛି। ଏହାକୁ ମେ ୨୩ ଅପରାହ୍ନ ୨ଟା ୪୨ରେ ମୋଦି ଶେୟାର କରିଥିଲେ। ଇତିମଧ୍ୟରେ ଏହାକୁ ୪ ଲକ୍ଷ ୨୦ ହଜାରରୁ ଅଧିକ ଲାଇକ୍‌ ମିଳିଥିବା ବେଳେ ଏକ ଲକ୍ଷ ୧୭ ହଜାର ଶହେ ଥର ରିଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ୬୨ ହଜାରରୁ ଅଧିକ ନୂଆ ଆକ୍ରାନ୍ତ, ୮୮୬ ମୃତ

ନୂଆଦିଲ୍ଲୀ,୭।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର...

ମଧ୍ୟ ପ୍ରଦେଶର ୨୮ ଆସନରେ ଭାଜପା ଆଗରେ ୨୮ହଜାରରେ ସିନ୍ଧିଆ ପଛରେ

ଭୋପାଳ,୨୩।୫: ମଧ୍ୟପ୍ରଦେଶର ପ୍ରାୟ ୨୮ ଆସନରେ ଭାଜପା ଆଗରେ ଥିବା ବେଳେ ଏଠାକାର କଂଗ୍ରେସର ହେଭିଓ୍ବେଟ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ୨୮ ହଜାର ଭୋଟରେ ପଛରେ...

ଲାଲୁ ଯାଦବଙ୍କୁ ‘ପାରିବାରିକ ବନ୍ଧୁ’ କହିଲେ ଶତ୍ରୁଘ୍ନ ସିହ୍ନା

ପାଟନା,୩।୧୧: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୧୭ ଜିଲାରେ ୯୪ ଆସନ ପାଇଁ ଭୋଟ ଗ୍ରହଣ ପ୍ରକ୍ରିୟା ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ୯୪ଟି ଆସନ...

ଦେଶର ଅଧା ଜନସଂଖ୍ୟା ନୀରବ ହତ୍ୟାକାରୀ କୋଳରେ: ମହିଳାଙ୍କ କ୍ଷେତ୍ରରେ ଅଧିକ

ନୂଆଦିଲ୍ଲୀ,୧୮।୫: ଦେଶର ଅଧାରୁ ଅଧିକ ଜନସଂଖ୍ୟା ନୀରବ ହତ୍ୟାକାରୀ ସାଜିଥିବା ଡାଇବେଟିସ୍‌ ସମସ୍ୟାଗ୍ରସ୍ତ। ୧୯ରୁ ୪୯ ବର୍ଷ ବୟସ୍କଙ୍କଠାରେ ଏପରି ସମସ୍ୟା ଅଧିକ ଦେଖିବାକୁ ମିଳୁଛି।...

ବନ୍ୟା ବିଭୀଷିକାର ଭୟଙ୍କର ରୂପ: ଭାସିଯାଇଥିବା ଏକ ଶିଶୁର କରୁଣ ଚିତ୍ର

ନୂଆଦିଲ୍ଲୀ,୧୮ା୭: ପ୍ରବଳ ବର୍ଷା ଯୋଗୁ ଭାରତର ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିଭୀଷିକା ଭୟଙ୍କର ରୂପ ଧାରଣ କରିଛି। କେବଳ ବିହାରରେ ୪୪ଜଣ ମୃତ୍ୟୁବରଣ କରିଥିବାବେଳେ ୭୦...

ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ କରୋନା

ଜୟପୁର, ୯ା୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଓ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରେ ଆଉ ଦୁଇଜଣ କେନ୍ଦ୍ରମନ୍ତ୍ରୀ କରୋନା...

ଗରିବ-ଦିନମଜୁରିଆ-ଚାଷୀମୁଲିଆଙ୍କୁ ମିଳୁ ୭୫୦୦ଟଙ୍କା କରୋନା ସହାୟତା: ସୋନିଆ

ନୂଆଦିଲ୍ଲୀ,୨୩।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ଗରିବ, ଦିନ ମଜୁରିଆ ଏବଂ ଚାଷୀ ମୁଲିଆଙ୍କ...

ଦେଶ ଚାଲିବ‘ଜନ୍‌ କି ବାତ୍‌’ରେ ନୁହେଁ ‘ମନ୍‌ କି ବାତ୍‌’ରେ : ଉଦ୍ଧବ

ମୁମ୍ବାଇ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଉପରେ ସାରା ଦେଶର ନଜର ଥିବା ବେଳେ ପୁଣିଥରେ ବିଜୟ ଦ୍ୱାରରେ ଠିଆ ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା...


Coronavirus Update

Archives

Model This Week

Why Dharitri