ସବ୍‌ସିଡିଯୁକ୍ତ ଏଲପ୍‌ଜି ୩ ଟଙ୍କା କମିଲା

ନୂଆଦିଲ୍ଲୀ,୨-୭: ସୋମବାର ସବ୍‌ସିଡିଯୁକ୍ତ ଏଲପିଜି ଦର ୩.୦୨ ଟଙ୍କା ହ୍ରାସ ଘଟିଛି। ଏହା ଫଳରେ ୧୪.୨ ଲିଟର ବିଶଷ୍ଟ ସିଲିଣ୍ଡର ଦାମ ୪୯୪.୩୫ ଟଙ୍କାକୁ ଖସିଛି। ଏହା ରବିବାର ମୁମ୍ବାଇରେ ସିଲିଣ୍ଡର ପିଛା ୪୯୫.୦୯ ଟଙ୍କା ଥିଲା ଯାହା ୪୯୨.୦୪ ଟଙ୍କାକୁ ଖସିଛି। ଗତ ମାର୍ଚ୍ଚଠାରୁ ଏଲପିଜି ଦର ଲଗାତର ଭାବେ ବୃଦ୍ଧି ଘଟୁଥିଲା। ୪ ମାସ ପରେ ପ୍ରଥମ ଥର ଲାଗି ଏଭଳି ଦର ହ୍ରାସ ହୋଇଛି। ମାର୍ଚ୍ଚ ପରଠାରୁ ଏଥିରେ ସିଲିଣ୍ଡର ପିଛା ୩.୮୪ ଟଙ୍କା ବୃଦ୍ଧି ଘଟିଥିଲା। ସେହିଭଳି ଅଣ ସବସିଡି ଏଲପିଜି ଦରରେ ମଧ୍ୟ ୧୦୦ ଟଙ୍କା ହ୍ରାସ ଘଟିଛି। ବିମାନ ଇନ୍ଧନ ବା ଏଟିଏମ୍‌ ମୂଲ୍ୟରେ ୫.୮% ହ୍ରାସ ନେଇ ତୈଳ କମ୍ପାନୀଗୁଡିକ ଘୋଷଣା କରିଛନ୍ତି। ଅନ୍ତର୍ଜାତୀୟ ବଜାର ସ୍ଥିତି ଉନ୍ନତ ହେବାର ଏଟିଏଫ୍‌ ମୂଲ୍ୟରେ ହ୍ରାସ ଘଟୁଥିବା ସୂଚନା ରହିଛି। ସୋମବାର ଏଟିଏଫ୍‌ କିଲୋଲିଟର ପିଛା ୩,୮୦୬.୪୪ ଟଙ୍କା ହ୍ରାସ ଘଟି ୬୧,୨୦୦.୩୬ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପ ପୋର୍ଟରେ ଅତ୍ୟାଧୁନିକ ଟର୍ମିନାଲ କାର୍ଯ୍ୟକ୍ଷମ

ନୂଆଦିଲ୍ଲୀ,୨୯-୧୧: ଜେଏସ୍‌ଡବ୍ଲ୍ୟୁ ଗ୍ରୁପର ଅଂଶବିଶେଷ ଜେଏସ୍‌ଡବ୍ଳ୍ୟୁ ଇନଫ୍ରାଷ୍ଟ୍ରକଚର ପକ୍ଷରୁ ପାରାଦୀପ ବନ୍ଦରରେ ଅତ୍ୟାଧୁନିକ ଲୁହାପଥର ଟର୍ମିନାଲ କାର୍ଯ୍ୟକ୍ଷମ ହୋଇଛି। ବାର୍ଷିକ ୧୮ ନିୟୁତ ଟନ୍‌ କ୍ଷମତା...

ସୁଶାନ୍ତ ପଣ୍ଡା ଓଆଇଏର ନୂତନ ସଭାପତି

କଟକ,୨୨।୨: ଓଡ଼ିଶା ଇଣ୍ଡଷ୍ଟ୍ରିଜ ଆସୋସିଏଶନ (ଓଆଇଏ)ର ନୂତନ ସଭାପତି ଭାବେ ଭାରତ ମସଲାର ପରିଚାଳନା ନିର୍ଦ୍ଦେଶକ ସୁଶାନ୍ତ କୁମାର ପଣ୍ଡା ନିଦର୍‌ବନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏପରିକି...

ମାଇଁ ମେଡିସିନ ପଲିକ୍ଲିନିକ ଉଦ୍‌ଘାଟିତ

ଭୁବନେଶ୍ୱର,୩ା୮: ସ୍ବଳ୍ପ ମୂଲ୍ୟରେ ଉନ୍ନତମାନର ଚିକିତ୍ସା ସହ ଅର୍ଥାଭାବରୁ ବଞ୍ଚିତ ହେଉଥିବା ଲୋକମାନଙ୍କ ପାଖରେ ଚିକିତ୍ସା ସୁବିଧା ଯୋଗାଇଦେବାର ଲକ୍ଷ୍ୟ ନେଇ ମାଇଁ ମେଡିସିନ ପଲିକ୍ଲିନିକର...

ବିଶ୍ୱର ଟପ ୫୦ କମ୍ପାନୀ ମଧ୍ୟରେ ରିଲାଏନ୍ସ

ଭୁବନେଶ୍ୱର,୨୩।୭: ଭାରତର ସୁପ୍ରତିଷ୍ଠିତ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ ସମସ୍ତ ରେକର୍ଡ ଭଙ୍ଗ କରି ବିଶ୍ୱର ଟପ ୫୦ କମ୍ପାନୀ ମଧ୍ୟରେ ସାମିଲ...

ଖାଲି ପଡିଛି ଆର୍‌ବିଆଇ ଡେପୁଟି ଗଭର୍ନର ପଦ;ଅର୍ଥ ମନ୍ତ୍ରଣାଳୟକୁ ମିଳିଛି ୧୦୦ ଆବେଦନ

ନୂଆଦିଲ୍ଲୀ,୨୦-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଡେପୁଟି ଗଭର୍ନର ପଦ ଦୀର୍ଘ ଦିନ ହେଲା ଖାଲିପଡିଛି। ନିଜର କାର୍ଯ୍ୟକାଳ ସମ୍ପୂର୍ଣ୍ଣ ହେବା ପୂର୍ବରୁ ବିରାଲ ଆଚାର୍ଯ୍ୟଙ୍କ ଅଚାନକ...

ଆମାଜନ.ଇନ୍‌ରେ ଗ୍ରାହକଙ୍କ ଚାହିଦା ବୃଦ୍ଧି

ନୂଆଦିଲ୍ଲୀ,୮।୧୦: ଦେଶର ପ୍ରମୁଖ ଇ-କର୍ମସ କମ୍ପାନୀ ଆମାଜନ.ଇନ୍‌ରେ ‘ଆମାଜନ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ (ଏଜିଆଇଏଫ୍‌)-୨୦୨୨’ ବର୍ତ୍ତମାନ ସକ୍ରିୟ ରହିଛି। ଏଥିରେ ବିଭିନ୍ନ ବର୍ଗରେ ବ୍ୟାପକ ଶ୍ରେଣୀୟ...

ଆସନ୍ତା ସପ୍ତାହରେ ଆମାଜନ ପ୍ରତିଷ୍ଠାତାଙ୍କ ଭାରତ ଗସ୍ତ

ନୂଆଦିଲ୍ଲୀ,୧୦-୧: ଆସନ୍ତା ସପ୍ତାହରେ ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ଭାରତ ଗସ୍ତ କରିବେ। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ପାରନ୍ତି। ଏହାବାଦ...

ବିଏସ୍‌ସିଏଲ୍‌ ନିର୍ଦ୍ଦେଶକଙ୍କୁ ଭେଟିଲେ ଜର୍ମାନୀ କନ୍‌ସୁଲେଟ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଜର୍ମାନୀ କନ୍‌ସୁଲେଟ୍‌ ଜେନେରାଲ୍‌ ମନଫ୍ରେଡ୍‌ ଆଷ୍ଟର ବୁଧବାର ବିଏସ୍‌ସିଏଲ୍‌ର ଚେୟାରମ୍ୟାନ୍‌ ତଥା ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ସିଂଙ୍କୁ ଭେଟିଛନ୍ତି। ଭୁବନେଶ୍ୱର ସ୍ମାର୍ଟ ସିଟି...

Advertisement
Archives

Model This Week