ସମଗ୍ର ଶିକ୍ଷା ସମୀକ୍ଷା : ୨୬ ସ୍କୁଲର ଉନ୍ନତି ପାଇଁ ପାରାମିଟର ପ୍ରସ୍ତୁତ

ଢେଙ୍କାନାଳ ଅଫିସ, ୨୩।୬ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ଶୁକ୍ରବର ସମଗ୍ର ଶିକ୍ଷା କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। କାର୍ଯ୍ୟକ୍ରମରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଯୋଗଦେଇ କହିଲେ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଜିଲାର ୨୬ ସ୍କୁଲର ଉନ୍ନତି ପାଇଁ ପାରାମିଟର ପ୍ରସ୍ତୁତ କରାଯାଇଛି। ସମ୍ପୃକ୍ତ ସ୍କୁଲଗୁଡ଼ିକରେ ପାନୀୟଜଳ, ବିଦ୍ୟୁତ୍‌ ଯୋଗାଣ, ସ୍ବତନ୍ତ୍ର ପାଇଖାନା ବ୍ୟବସ୍ଥା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ବାର୍ଷିକ ପରୀକ୍ଷା, ପୋଷାକ ବିତରଣ, ବିଦ୍ୟାଳୟ ମିଶ୍ରଣ ଉପରେ ଆଲୋଚନା କରାଯାଇଥିଲା। ଶିକ୍ଷାକ୍ଷେତ୍ରରେ ଜିଲାକୁ ରାଜ୍ୟରେ ଅଗ୍ରଣୀ କରିବାକୁ ଜିଲାପାଳ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।
ବୈଠକରେ ଦିଆଯାଇଥିବା ନିର୍ଦ୍ଦେଶ ଅନୁଯାୟୀ ଉପଯୁକ୍ତ ସମୟରେ କାର୍ଯ୍ୟ ସମ୍ପାଦନ କରିବାକୁ ଡିଇଓ ସୁଧାନନ୍ଦ ପରିଡ଼ା ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି। ପିଡି ଡିଆରଡିଏ ନରୋତ୍ତମ ବେହେରା, ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ନିର୍ବାହୀଯନ୍ତ୍ରୀ ବିଜୟାନନ୍ଦ ସାହୁ, ବିଭିନ୍ନ ବ୍ଲକର ଶିକ୍ଷାଧିକାରୀ, ସାଥ୍‌ କାର୍ଯ୍ୟକ୍ରମର ରାଜ୍ୟସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri