ସମବାୟ ବ୍ୟାଙ୍କ ସମ୍ମୁଖରେ ବୀମାରୁ ବଞ୍ଚିତ ଚାଷୀଙ୍କ ଧାରଣା

ତିହିଡ଼ିି,୬।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦପା ଗ୍ରାମର ଶତାଧିକ ଚାଷୀ ଶୁକ୍ରବାର ପୂର୍ବାହ୍ନରେ ତିହିଡ଼ିସ୍ଥିତ ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତବର୍ଷ ବନ୍ୟାରେ ସେମାନଙ୍କ ଧାନଫସଲ କ୍ଷତି ହୋଇଥିଲା। ମାତ୍ର ଏ ନେଇ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ବୀମାରାଶି ମିଳିପାରି ନାହିଁ। ଏହାର ପ୍ରତିବାଦରେ ଭାଗୀରଥି ଦାସ, ନିରଞ୍ଜନ ଦାସ, ଗଣେଶ ଦାସ, ତ୍ରିଲୋଚନ ଦାସ, ଚକ୍ରଧର ଦାସ, କନକ ଦାସ, ଶାବ ଦାସ ପ୍ରମୁଖ ଚାଷୀ ଧାରଣା ଦେଇଛନ୍ତି। ତୁରନ୍ତ ବୀମାରାଶି ପ୍ରଦାନ କରିବାକୁ ସେମାନେ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର କିଛି ବିଗାଡ଼ି ପାରିବ ନାହିଁ ICC, ଭାରତ ବିପକ୍ଷରେ ନ ଖେଳିବାକୁ ନେଇ ଚମକାଇବା ଭଳି ବୟାନ ଦେଲେ ପୂର୍ବତନ ଅଧ୍ୟକ୍ଷ

ନୂଆଦିଲ୍ଲୀ,୩।୨: ପାକିସ୍ତାନ ଟିମ ଇଣ୍ଡିଆ ବିପକ୍ଷରେ ମ୍ୟାଚ ଖେଳିବାକୁ ମନା କରିଛି, ତଥାପି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏହାକୁ ଦଣ୍ଡିତ କରିପାରିବ ନାହିଁ। ଏହା ପୂର୍ବତନ…

୯୮ ଥର ରକ୍ତଦାନକରି ଚର୍ଚ୍ଚାରେ କିଶୋର: ଅନେକ ଲୋକଙ୍କ ଜୀବନ…

ନୂଆପଡ଼ା,୩ା୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ କୁଲିଆବନ୍ଧା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ କିଶୋର କୁମାର ପରିଡ଼ା ୯୮ ଥର ରକ୍ତଦାନକରି ଚର୍ଚ୍ଚାରେ ଅଛନ୍ତି। ସ୍ବେଚ୍ଛାକୃତ ରକ୍ତଦାନ…

୩ ରାଶି ଉପରେ ରହିବ ହନୁମାନଙ୍କ କୃପା, କ୍ୟାରିଅରରେ ଉନ୍ନତି ସହ ଟଙ୍କା….

ଫାଲଗୁଣ କୃଷ୍ଣ ପକ୍ଷର ଦ୍ୱିତୀୟ ଦିନ । ଆଜି ରାତି ୧୦ଟା୧୧ ପର୍ୟ୍ୟନ୍ତ ମାଘ ନକ୍ଷତ୍ର ପ୍ରଚଳିତ ହେବ। ଏହା ସହିତ, ଆଜି ରାତି ୯ଟା୫୧ ରେ…

୪ ପ୍ରସ୍ତାବରେ ସରକାର ରାଜି ହେଲେ ଆତ୍ମସମର୍ପଣ କରିବୁ: ସର୍ତ୍ତ ରଖିଲେ ମାଓବାଦୀ ନେତା ନିଖିଳ

ରାୟଗଡ଼ା,୩ା୨(ଆଶିଷ ରଞ୍ଜନ ପଣ୍ଡା):କେନ୍ଦ୍ର ସରକାରଙ୍କ ଗୃହ ବିଭାଗ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ମାର୍ଚ୍ଚ ୩୧ ଡେଡ୍‌ଲାଇନ ଦେବା ସହିତ ଭାରତୀୟ ଗଣତନ୍ତ୍ରରେ ସାମିଲ ହେବା ଲାଗି ଚେତାବନୀ…

ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହେଲେ, ସମୀର ନାୟକରୁ ଏବେ ସମୀରା ମାଡାମ

ଖଲ୍ଲିକୋଟ,୩।୨ (ପ୍ରଶାନ୍ତ କୁମାର ମିଶ୍ର): ପୁଅ ଥିଲେ ଝିଅ ହୋଇଗଲେ। ସମୀର ନାୟକରୁ ବନିଗଲେ ସମୀରା ମାଡାମ । ଓଡିଶାର ପ୍ରଥମ ଟ୍ରାନ୍ସ ଓମେନ ଆର୍ଟିଷ୍ଟ ହେଲେ…

ତେଲ ଟ୍ୟାଙ୍କର ନେଲା ମହିଳାଙ୍କ ଜୀବନ: ରାସ୍ତାରୋକ, ସ୍କର୍ପିଓ ଭଙ୍ଗାରୁଜା

ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ବରଡୋଲ ନିକଟରେ ସୋମବାର ସନ୍ଧ୍ୟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ତେଲ ବୋଝେଇ ଟ୍ୟାଙ୍କର ବିପରୀତ ଦିଗରୁ ଆସୁଥିବା…

ବାଇକ ଚୋରି କରି କମ୍‌ ଦାମ୍‌ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ

ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର…

ଗଣିତ ନୋଟ୍‌ ବୁକ୍‌ ନେଇ ନଥିଲେ ବୋଲି ୩ୟ ଶ୍ରେଣୀ ଛାତ୍ରଙ୍କୁ ଲହୁଲୁହାଣ କଲେ ଶିକ୍ଷୟିତ୍ରୀ, ଡାକ୍ତରଖାନାରେ ହେଲେ ଭର୍ତ୍ତି

ଦାରିଙ୍ଗବାଡି, ୨ ।୨ (ଅରୁଣ ସାହୁ ): ଦଣ୍ଡମୁକ୍ତ ଅଞ୍ଚଳରେ ପ୍ରଚଣ୍ଡ ଦଣ୍ଡ ବ୍ୟବସ୍ଥା। ସାଧାରଣ ଗଣିତ ନୋଟ୍‌ ବୁକ୍‌ ଭୁଲିଯିବା ଓ ବିନା ନୋଟ୍‌ ବୁକ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri