Posted inବରଗଡ଼

ସମଲପୁରୀ ଦିନ୍‌ ପାଳନ ଅବସରରେ ଶୋଭାଯାତ୍ରା

ବରଗଡ଼ ଅଫିସ,୧।୮: ବରଗଡ଼ ଜିଲା ଭେଡେନର ମନୋହର ସାଂସ୍କୃତିକ ସଂସଦ ଏବଂ ଶ୍ରୀଧର ସାହିତ୍ୟ ସଂସଦ ପକ୍ଷରୁ ଗୁରୁବାର ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ୍‌ରେ ସମଲପୁରୀ ଦିନ୍‌ ପାଳନ କରାଯାଇଛି। ଏଥିସହିତ କବି ସତ୍ୟନାରାୟଣ ବହିଦାର ଓ ଶ୍ରୀଧର ପ୍ରଧାନ ଜୟନ୍ତୀ ପାଳିତ ହୋଇଛି। ଏହି ଅବସରରେ ବରଗଡ଼ ସମଲେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବାଜା ବଜାଇ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରାଯାଇ ଶତାଧିକ ଲୋକ ଟାଉନ ହଲ୍‌କୁ ପହଞ୍ଚିଥିଲେ। ଏଥିରେ ବହୁ କବି, ସାହିତି୍ୟକ ଓ ବୁଦ୍ଧିଜୀବୀ ମଧ୍ୟ ସାମିଲ ହୋଇଥିଲେ। ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହ ଅତିଥିମାନେ ସମଲପୁରୀ ଦିନ ପାଳନର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇଦେଲେ

ବରଗଡ଼ ଅଫିସ୍‌,୯।୧୧: ବରଗଡ଼ ସଦର ଥାନା ଅଧୀନ ବିରମାଲ ଗ୍ରାମରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ଅଭାବନୀୟ ଘଟଣା ଘଟିଛି। ବଚସା ଏବଂ କଥା କଟାକଟିରୁ...

ଶ୍ରୀମନ୍ଦିର ହେରିଟେଜ କରିଡ଼ର: ଦିଅଁଙ୍କ ବାହାର ବିଜେ ପାଇଁ ସ୍ବତନ୍ତ୍ର ପରିକ୍ରମା ମାର୍ଗ

ପୁରୀ ଅଫିସ,୧୧ା୧: ଶ୍ରୀମନ୍ଦିର ପରମ୍ପରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ପୂର୍ବରୁ ଯେଉଁପରି ଭାବେ ସିଂହଦ୍ୱାର ସମ୍ମୁଖରେ ତିନିରଥ ରହୁଥିଲେ ଏବଂ ମହାପ୍ରଭୁ ରଥାରୂଢ଼ ହେବା...

ଦିବସଙ୍କୁ ଗୁଡ୍‌ ସାମାରିଟାନ ପୁରସ୍କାର

ବରଗଡ଼ ଅଫିସ୍‌,୧୭।୨: ବରଗଡ଼ ଜିଲା ବିଜେପୁର ବ୍ଲକ ଯୋଖିପାଲି ଗ୍ରାମର ଶିକ୍ଷକ ତଥା ସାମାଜିକ କର୍ମୀ ଦିବସ କୁମାର ସାହୁଙ୍କୁ ବୁଧବାର ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ...

ସିଡିପିଓଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ବରଗଡ଼ ଅଫିସ,୧୪।୧୧: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ସକାଳୁ ବରପାଲି ସମନ୍ବିତ ଶିଶୁ ବିକାଶ ଅଧିକାରୀ(ସିଡିପିଓ)ଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି। ସିଡିପିଓ...

ବିଜେପୁର ଉପନିର୍ବାଚନ : ପ୍ରଚାର ମୈଦାନରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ବରଗଡ଼ ଅଫିସ,୧୮।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ସନତ କୁମାର ଗଡ଼ତିଆଙ୍କ ପାଇଁ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି।...

ଧରିତ୍ରୀ ଖବର ଦେଖି ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ କଲେ ସାମାଜିକ କର୍ମୀ

ବରଗଡ ଅଫିସ,୬।୧୦- ବରଗଡ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ରାଇଶୋଭା ଗ୍ରାମର ମଙ୍ଗଳୁ ଭରାସାଗରଙ୍କ ସାଢେ ୪ମାସର ଶିଶୁପୁତ୍ର ସରୋଜଙ୍କ ଅଣ୍ଟାରେ ଜନ୍ମରୁ ଏକ ମାଂସ...

ବରଗଡ଼ରେ ଥମୁନି କରୋନା: ଆଜି ୯୯ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୪ରେ ପହଞ୍ଚିଲା

ବରଗଡ଼ ଅଫିସ,୧୨ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୋମବାର ଜିଲାରେ ପୁଣି ୯୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ...

ବରଗଡ଼ରେ ମା, ପୁଅଙ୍କ ସମେତ ୩ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ରେ ପହଞ୍ଚିଲା

ବରଗ ଅଫିସ,୧୪।୭: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ମ୍ୟୁନିସିପାଲିଟି ଅଧୀନ ୱାର୍ଡ ନଂ....

Advertisement
Archives

Model This Week