ସମଲ ଥାନା ଅଞ୍ଚଳରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ତାଳଚେର,୨୦।୮(ନି.ପ୍ର.): ଅନୁଗୋଳ ଜିଲା ସମଲ ଥାନା ଅନ୍ତର୍ଗତ ଏକଘରିଆ ଗ୍ରାମ ଇଟାଭାଟି ପାଖରେ ଥିବା ଏକ ଗଛ ମୂଳରୁ ମଙ୍ଗଳବାର ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଶିଶୁଟି ଜନ୍ମହେବା ପରେ କେହି ତାକୁ ସେଠାରେ ଛାଡ଼ି ଚାଲିଯାଇଥିବା ଜଣାପଡ଼ିଛି। ଶିଶୁର କାନ୍ଦ ଶୁଣି ସ୍ଥାନୀୟ ଲୋକେ ପହଞ୍ଚି ୧୦୮ ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ଖବରପାଇ ୧୦୮ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଇଟାଭାଟିରେ କାମ କରୁଥିବା ୨ଜଣ ମହିଳାଙ୍କ ସହଯୋଗରେ ଶିଶୁକୁ ଉଦ୍ଧାରକରି ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ତେବେ ଶିଶୁଟି ସୁସ୍ଥ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) 2026ଟି-20 ବିଶ୍ୱକପ ସମ୍ପର୍କରେ ଏକ ଅଜବ ନିଷ୍ପତ୍ତି ନେଇଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଭାରତ ସହିତ ଖେଳିବ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Budgetରେ ଜନଗଣନା ପାଇଁ କ’ଣ ରହିଛି ଜାଣନ୍ତୁ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ୨୦୨୭ ଜନଗଣନା ପାଇଁ କେନ୍ଦ୍ର ବଜେଟରେ ୬,୦୦୦…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri