Posted inରାଜ୍ୟ

ସମଲ ବ୍ୟାରେଜରେ ବୁଡ଼ି ୨ ମୃତ

ପବିତ୍ରନଗର,୧୩।୬(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ବ୍ୟାରେଜରେ ବୁଡ଼ି ଗୁରୁବାର ୨ ଯୁବକ ପ୍ରାଣ ହରାଇଛନ୍ତି। ସେମାନେ ହେଲେ ସମଲ ବ୍ୟାରେଜ କଲୋନୀ ଅଞ୍ଚଳର ବିଶ୍ବରଞ୍ଜନ ନାୟକ ଓ କାହ୍ନୁ ଚରଣ ମହାରଣା। ପୂର୍ବାହ୍ନ ୧ଟାରେ ଉଭୟେ ସମଲ ବ୍ୟାରେଜ ଆନିକଟ ତଳ ଭାଗରେ ଗାଧୋଉ ଥିବାବେଳେ ଗଭୀର ଜଳରେ ବୁଡ଼ି ଯାଇଥିଲେ। ଖବରପାଇ ସ୍ଥାନୀୟ ଲୋକେ ପହଞ୍ଚି ଉଭୟଙ୍କ ମୃତଦେହ ଉଦ୍ଧାର କରିଥିଲେ। ଅଗ୍ନିଶମ ବିଭାଗ ଓ ସମଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri