ସମସିଆ ଘେରରେ ଅତାବିରା ସରକାରୀ ବାଳିକା ହାଇସ୍କୁଲ:ଖରାରେ ସିଝୁଛନ୍‌, ବରଷାରେ ଭିଜୁଛନ୍‌ ଛାତ୍ରୀଛାତ୍ର

ଜାମଟିକ୍ରା, ୩୦।୬ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ସରକାରୀ ବାଳିକା ହାଇସ୍କୁଲ ଏହେଦେ ନାନା ସମସିଆ ଘେରରେ ରହିଛେ। ଇଠାନେ ୧ମରୁ ୧୦ମ ଶ୍ରେଣୀ ତକ୍‌ ଶିକ୍ଷାଦାନ୍‌ର ବେବସ୍‌ତା ରହିଥିଲାବେଲେ ୨୮୦ ଛାତ୍ରୀଛାତ୍ର ପାଠ୍‌ପଢ଼ୁଛନ୍‌। ସେନ୍‌ତା ଛାତ୍ରୀଛାତ୍ରକୁଁ ଶିକ୍ଷାଦାନ ଲାଗି ସ୍କୁଲରେ ୧୬ ଝନ୍‌ ଶିକ୍ଷୟିତ୍ରୀ, ଶିକ୍ଷକ ରହିଛନ୍‌। ୧୯୬୫ ସାଲେ ଥାପନା ହେଇଥିବାର ଇ ସ୍କୁଲରେ ସେ ସମିଆରେ ପଢ଼ାକୁଠିମାନ ଟିନ୍‌ ଚଦର ଛାଉନି କରାଯାଇଥିଲା। ବହୁତ୍‌ ବଛର ହେବାର ଲାଗି ଏହେଦେ ଟିନ୍‌ ଚଦରମାନ୍‌ ମୁରଚା ଖାଇ କଣା ହେଇଗଲାନ। ଇଆଡ଼େ ଖରାହେଲେ ଟିନ୍‌ ଚଦର ଛାଉନିରେ ଛାତ୍ରୀଛାତ୍ର ସିଝି ଯାଉଥିଲାବେଲେ ବରଷା ହେଲେ କୁଠିମାନକେ ଦରୋଦରୋ ପାଏନ୍‌ ଗଲୁଛେ। ଏନ୍‌ତାଥି ପାଠ୍‌ପଢ଼ାରେ ବହୁତ୍‌ ଖଏଁଚା ହେଉଛେ। ଇଆଡ଼େ ଘରମାନେ ବହୁତ ପୁରନା ହେବାର ଲାଗି ସବୁ ବିପଦ୍‌ ଅବସ୍‌ତାରେ ରହିଛେ। ସେନ୍‌ତା ସ୍କୁଲରେ ତିଆର ହେଉଥିବାର ଗୁଟେ ସଭାକୁଠି ଦରଖଁଡ଼ିଆ ଅବସ୍‌ତାରେ ପଡ଼ିଛେ। ଛାତ୍ରୀଛାତ୍ରକଁର ସଂଖ୍ୟାକେ ଦେଖ୍‌ଲେ ସେ ହିସାବେ ଶୌଚାଲୟର ବେବସ୍‌ତା ନଁାଇଁନ। ସ୍କୁଲରେ ଅନେକ ଦିନୁ ୩ ଝନ୍‌ ଶିକ୍ଷକ, ରାଏତ୍‌ ଜୁଗାଲି ଆର ଜନେ ପୁରୁଷ ପିଅନ୍‌ ପଦବୀ ଖାଲି ପଡ଼ିଛେ। ଇ ସମସିଆ ବାବ୍‌ଦେ ସ୍କୁଲ କମିଟି ଅଧ୍ୟକ୍ଷ ବୈକୁଣ୍ଠ ସେଠକଁର ସମେତ ଉନିଅଁା ମେମରମାନେ ଜିଲା ଶିକ୍ଷା ଅଧ୍‌କାରୀକୁଁ କହିଥିଲେ ବି କିଛି ଲାଭ ନାଇଁ ହେବାର। ଇ ବାବ୍‌ଦେ ସ୍କୁଲର ପ୍ରଧାନଶିକ୍ଷକ ସୁରେନ୍ଦ୍ର ବେହେରାକୁଁ ପଚରାଲାରୁ ଆମେ ଖରାରେ ସିଝି ଯାଉଛୁଁ ଆର ବରଷାରେ ଭିଜୁଛୁଁ। ସମସିଆ ବାବ୍‌ଦେ ଡିଇଓକୁଁ ବି ଜନେଇଛୁଁ ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁକନ୍ୟାଙ୍କୁ ବଳାତ୍କାର: ବାପା ଗିରଫ

କୁଚିଣ୍ଡା,୨୫ା୭(ବିରଞ୍ଚତ୍ ଦର୍କା): ମଦନିଶା କିଭଳି ମଣିଷକୁ ପିଶାଚ କରିଦିଏ ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ। ଜଣେ...

ଘାଟିରେ ଟ୍ରଲର-କଣ୍ଟେନର ହେଲେ ମୁହାଁମୁହିଁ : ଚାଲିଗଲା ଜୀବନ

ଜମନକିରା,୨୨।୭:(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅଧୀନ ବଡ଼ରମା ଘାଟିରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ମଙ୍ଗଳବାର ଭୋରରେ ଏକ...

ଭାଜପାରେ ଫାଟ: ଜୟନାରାୟଣ ମିଶ୍ରଙ୍କୁ ଜିଲା ସଭାପତିଙ୍କ ଚ୍ୟାଲେଞ୍ଜ

ସମ୍ବଲପୁର,୨୨ା୭(ଭବାନୀ ଶଙ୍କର ଭୋଇ ):ସମ୍ବଲପୁର ଭାଜପା ଜିଲା ସଭାପତି ଗିରୀଶ ପଟେଲଙ୍କ ଜନ୍ମଦିନ ଅବସରରେ ରବିବାର ନୟାପଡାରେ ଉଦ୍‌ଘାଟିତ ହୋଇଛି ଜିଲା ସଭାପତିଙ୍କ ଦଳୀୟ କାର୍ଯ୍ୟାଳୟ।...

ଓଡ଼ିଶାରେ ଚାଲିବ ବୁଲ୍‌ଡୋଜର

ସମ୍ବଲପୁର (ପ୍ରମୋଦ ବହିଦାର)/ ଭୁବନେଶ୍ୱର (ଅନିଲ ଦାସ) ୧୮ା୭: ରାଜ୍ୟରେ ସରକାରୀ ଜମି ଜବରଦଖଲକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଜବରଦଖଲକାରୀ ଯେତେ ପ୍ରଭାବଶାଳୀ ହୁଅନ୍ତୁ...

ସମ୍ବଲପୁରରୁ ହଟିଲା ଧାର୍ମିକ ଶୋଭାଯାତ୍ରା କଟକଣା

ସମ୍ବଲପୁର,୧୦ା୭: ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା ବର୍ଷକ ପରେ ଜିଲା ପ୍ରଶାସନ ପକ୍ଷରୁ ହଟାଇ ଦିଆଯାଇଛି। ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲ...

ଆଦିବାସୀ ଯୁବକଙ୍କୁ ପିଟିଲା ପୋଲିସ

ସମ୍ବଲପୁର, ୭ା୭ (ପ୍ରମୋଦ ବହିଦାର)ପୋଲିସ ବର୍ବରତାର ଆଉ ଏକ କାହାଣୀ ଲୋକଲୋଚନକୁ ଆସିଛି। ବ୍ୟାଟେରି ଚୋରି ସନ୍ଦେହରେ ଜଣେ ଆଦିବାସୀ ଯୁବକଙ୍କୁ ଗାଁ ଲୋକଙ୍କ ଉପସ୍ଥିତିରେ...

ସମ୍ବଲପୁର ଗସ୍ତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ସମ୍ବଲପୁର,୨୮।୬: ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଶୁକ୍ରବାର ସମ୍ବଲପୁର ଜିଲା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ମନ୍ତ୍ରୀ ମହାଲିଙ୍ଗ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କୁ...

ପୁଅର ଠେଙ୍ଗାମାଡ଼ରେ ଚାଲିଗଲା ବାପାଙ୍କ ଜୀବନ

ସମ୍ବଲପୁର/ପଡିଆବାହାଲ,୨୭ା୬(ପ୍ରମୋଦ ବହିଦାର/ରାଧାମୋହନର ଷଢ଼ଙ୍ଗୀ): ସମ୍ବଲପୁର ସଦର ଥାନା ଅଧୀନ ବୁଦେଲଛିଣ୍ଡା ଗ୍ରାମରେ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି। ପୁଅର ଠେଙ୍ଗାମାଡ଼ରେ ବାପା ରାମ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri