ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ଭୂମୀ

ମୁମ୍ବାଇ: ବଲିଉଡ୍‌ରେ ଖୁବ୍‌କମ୍‌ ସମୟ ପାଇଁ ନଜର ଆସିଥିବା ନାୟିକା ଭୂମୀ ପେଡନେକର ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବୁସାନ ଫିଲ୍ମ ଫେଷ୍ଟିଭାଲରେ ଯୋଗ ଦେବା ପୂର୍ବରୁ ଭୂମୀ ଏକ ଫଟୋ ଶୁଟ୍‌ କରିଥିଲେ। ଏବେ ଏହି ଫଟୋଶୁଟ୍‌ର କିଛି ଫଟୋ ୟଙ୍ଗଷ୍ଟରଙ୍କୁ ବେଶ୍‌ ପସନ୍ଦ ଆସିଛି। ପ୍ରଥମେ ସେ ବଲିଉଡ୍‌ରେ ‘ଦମ୍‌୍‌ ଲଗାକର୍‌ ହୈସା’ରେ ଡେବ୍ୟୁ କରିଥିବା ବେଳେ ତାଙ୍କ ଫିଗର ଏତେ ଆକର୍ଷଣୀୟ ନ ଥିଲା। ଏବେ କିନ୍ତୁ ଯେଉଁ ଫଟୋଶୁଟ୍‌ କରିଛନ୍ତି ସେଥିରେ ଭୂମୀ ଖୁବ୍‌ ହଟ୍‌ ଲୁକ୍‌ରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ବୋଲି ଆଲୋଚନା ହେଉଛି। ଆଗ ଅପେକ୍ଷା ସେ କୁଆଡେ ଖୁବ୍‌ ପତଳା ହୋଇଯାଇଛନ୍ତି ବୋଲି ଶୁଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହୁବଳୀ ପରେ ରାମାୟଣକୁ ନେଇ ଫିଲ୍ମ କରିବେ ରାଜାମୌଳି !

ମୁମ୍ବାଇ: ରାମାୟଣକୁ ନେଇ ଲୋକଙ୍କ ଭିତରେ କେତେ କ୍ରେଜ୍‌ ରହିଛି ଏବେ ତାହା ସ୍ପଷ୍ଟ ବାରି ହୋଇ ପଡିଛି। ଦେଶରେ ଚାଲିଥିବା ଲକ୍‌ଡାଉନ ସମୟରେ ଦୂରଦର୍ଶନରେ...

ଏହି ବ୍ୟକ୍ତିଙ୍କ ଆଦେଶ ପରେ କଙ୍ଗନାଙ୍କ ଅଫିସ ଭାଙ୍ଗିଥିଲା ବିଏମ୍‌ସି: ହାଓ୍ବାର୍ଡରୁ ପଢ଼ାସାରି ହୋଇଛନ୍ତି ଆଇଏଏସ୍‌

ବମ୍ବେ: ମୁମ୍ବାଇରେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ଅଫିସ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା ବିଏମ୍‌ସି। ଏହାକୁ ନେଇ ସୋସିଆଲ ମିଡିଆଠାରୁ ଆରମ୍ଭ କରି ସମସ୍ତ ଜାତୀୟ...

ୟୁଟ୍ୟୁବ୍‌ ମ୍ୟୁଜିକ୍‌କୁ ଖୋଲା କାନ୍‌ଭାସ୍‌ ଦେଇଛି

ସ୍ମିତା ରାଓ ବେଲୁର। ଜଣେ ହିନ୍ଦୁସ୍ଥାନୀ କ୍ଲାସିକାଲ ତଥା ସୁଫି ଗାୟିକା ଭାବେ ସେ ଦେଶ ବିଦେଶରେ ପରିଚିତ। ତାଙ୍କ ସୁମଧୁର କଣ୍ଠ ଶ୍ରୋତାଙ୍କ ହୃଦୟରେ...

ଦୀପିକାଙ୍କୁ ଜେରା ସମୟରେ ଏସବୁ ପ୍ରଶ୍ନ ପଚାରିଥିଲା ଏନ୍‌ସିବି, ଜାଣନ୍ତୁ କ’ଣ ଦେଇଥିଲେ ଉତ୍ତର

ମୁମ୍ବାଇ,୨୬ା୯: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବଲିଉଡ୍‌ରେ ଡ୍ରଗ୍ସ କାରବାର ଲିଙ୍କ୍‌ ଥିବା ଜଣାପଡ଼ିବା ପରେ ଏନ୍‌ସିବି ବଲିଉଡ୍‌ର ଅଭିନେତ୍ରୀ ଅଭିନେତାମାନଙ୍କୁ ମାରାଥନ ଜେରା...

ଦେଖିବାକୁ ମିଳିପାରେ ଖିଲାଡି ବୟଙ୍କ ଆଉ ଏକ ଟ୍ୟାଲେଣ୍ଟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟଙ୍କର ରହିଛି ଭିନ୍ନ ଭିନ୍ନ ଟ୍ୟାଲେଣ୍ଟ। ସିରିୟସ, କମେଡି ସିନ୍‌ ସହ ଷ୍ଟଣ୍ଟ କରି ମଧ୍ୟ ଦର୍ଶକଙ୍କ ହୃଦୟ ଜିତି ପାରିଥିବା...

ଡାଏଟିଂ କଷ୍ଟକର ଥିଲା

ଶିବାନୀ ସଙ୍ଗୀତା। ଓଡ଼ିଆ ସିନେ ଜଗତର ଜଣେ କ୍ୟୁଟ୍‌ ଓ ବବ୍‌ଲି ଅଭିନେତ୍ରୀ। ଶିଶୁ କଳାକାର ଭାବେ ସେ ‘ମିତରେ ମିତ’ ଚଳଚ୍ଚିତ୍ର ଜରିଆରେ ଓଡ଼ିଆ...

ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲା:  କରନ, ସଲମାନଙ୍କ ସମେତ ୮ଜଣ ସେଲିବ୍ରିଟିଙ୍କ ନାଁରେ ମାମଲା ରୁଜୁ

ମୁମ୍ବାଇ,୧୭।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା ଚାଲିଛି। ତାଙ୍କ ଭଳି ଭର୍ସାଟାଇଲ ଅଭିନେତା ଏଭଳି ପଦକ୍ଷେପ କାହିଁକି...

ଉଚ୍ଚ ଶିକ୍ଷିତା ପରିଣିତି

ମୁମ୍ବାଇ: ବଲିଉଡ୍‌ର ଚୁଲ୍‌ବୁଲି ନାୟିକା ପରିଣିତି ଚୋପ୍ରା ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ଏବେକାର ପ୍ରାୟ ସବୁ ନାୟିକାଙ୍କ ମଧ୍ୟରେ ପରିଣିତିଙ୍କ ଶିକ୍ଷାଗତ ଯୋଗ୍ୟତା ସବୁଠାରୁ...

Play 250+ Trending Games
Archives

Model This Week

Why Dharitri