Posted inଜାତୀୟ

ସମସ୍ତ ଅର୍ଦ୍ଧସୈନିକ ବଳଙ୍କ କାର୍ଯ୍ୟ ସମୀକ୍ଷା କରିବେ ସ୍ବରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୭: ଦେଶର ସମସ୍ତ ଅର୍ଦ୍ଧସୈନିକ ବଳଙ୍କ କାର୍ଯ୍ୟ ଏଣିକି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମୀକ୍ଷା କରିବେ। ଏହା ଅନ୍ତର୍ଗତ ଆଇଟିବିପି, ବିଏସ୍‌ଏଫ୍‌, ଏସ୍‌ଏସ୍‌ବି, ଏନ୍‌ଏସ୍‌ଜି ଏବଂ ସିଆରପିଏଫ୍‌ ଆଦିଙ୍କ କାର୍ଯ୍ୟ ତଦାରଖ କରାଯିବ। ଏହାର ଆରମ୍ଭ ଜୁଲାଇ ୨୯ରେ ସିଆରପିଏଫ୍‌ ମୁଖ୍ୟାଳୟରେ ହେବାକୁ ଥିବା ବୈଠକରେ ହେବ। ବୈଠକରେ ଶାହ ଉଚ୍ଚ ଅଧିକାରୀଙ୍କ ସହିତ ଜମ୍ମୁ-କଶ୍ମୀର ସ୍ଥିତି ସହିତ ଆଭ୍ୟନ୍ତରୀଣ ସୁରକ୍ଷା ସମ୍ପର୍କରେ ଆଲୋଚନା କରିବେ। ପରେ ଅନ୍ୟ ସୁରକ୍ଷାବଳଙ୍କ କାର୍ଯ୍ୟର ସମୀକ୍ଷା କରାଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri