Posted inଜାତୀୟ

ସମସ୍ତ ଅର୍ଦ୍ଧସୈନିକ ବଳଙ୍କ କାର୍ଯ୍ୟ ସମୀକ୍ଷା କରିବେ ସ୍ବରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୭: ଦେଶର ସମସ୍ତ ଅର୍ଦ୍ଧସୈନିକ ବଳଙ୍କ କାର୍ଯ୍ୟ ଏଣିକି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମୀକ୍ଷା କରିବେ। ଏହା ଅନ୍ତର୍ଗତ ଆଇଟିବିପି, ବିଏସ୍‌ଏଫ୍‌, ଏସ୍‌ଏସ୍‌ବି, ଏନ୍‌ଏସ୍‌ଜି ଏବଂ ସିଆରପିଏଫ୍‌ ଆଦିଙ୍କ କାର୍ଯ୍ୟ ତଦାରଖ କରାଯିବ। ଏହାର ଆରମ୍ଭ ଜୁଲାଇ ୨୯ରେ ସିଆରପିଏଫ୍‌ ମୁଖ୍ୟାଳୟରେ ହେବାକୁ ଥିବା ବୈଠକରେ ହେବ। ବୈଠକରେ ଶାହ ଉଚ୍ଚ ଅଧିକାରୀଙ୍କ ସହିତ ଜମ୍ମୁ-କଶ୍ମୀର ସ୍ଥିତି ସହିତ ଆଭ୍ୟନ୍ତରୀଣ ସୁରକ୍ଷା ସମ୍ପର୍କରେ ଆଲୋଚନା କରିବେ। ପରେ ଅନ୍ୟ ସୁରକ୍ଷାବଳଙ୍କ କାର୍ଯ୍ୟର ସମୀକ୍ଷା କରାଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୨୫ରେ ସିବିଆଇରେ ହାଜର ହେବାକୁ ତେଜସ୍ବୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୬।୩: ଜମି ବଦଳରେ ଚାକିରି ଦୁର୍ନୀତି ମାମଲାରେ ଆରଜେଡି ନେତା ତଥା ବିବାହର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମଧ୍ୟ କୌଣସି ଆଶ୍ୱସ୍ତି ମିଳିନାହିଁ।...

ଅପରାଧୀଙ୍କ କବଳରୁ ମହିଳାଙ୍କୁ ସୁରକ୍ଷା କରିବ ଏହି ସ୍ମାର୍ଟ ଛୁରି, ଜାଣନ୍ତୁ କେମିତି

ଲକ୍ଷ୍ନୌ,୫ା୧୧: ଦିନକୁ ଦିନ ମହିଳାମାନଙ୍କ ପ୍ରତି ଯେପରି ଭାବରେ ଲୁଟ୍‌, ରାହାଜାନି ଏବଂ ବଳାତ୍କାର ଘଟଣା ବଢ଼ି ଚାଲିଛି ଏହାକୁ ଦୃଷ୍ଟିରେ ରଖି ବାରାଣସୀର ଦୁଇ...

ସିଏଏ ବିରୋଧରେ ସୁପ୍ରିମକୋର୍ଟ ଯିବ ପଞ୍ଜାବ

ଚଣ୍ଡିଗଡ଼,୧୭ା୧(ପି.ଟି.)-ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ପଞ୍ଜାବ ବିଧାନସଭାରେ ଶୁକ୍ରବାର ସଂକଳ୍ପ ଗୃହୀତ ହୋଇଛି। ଏଭଳି ସଂକଳ୍ପ ଗୃହୀତ କରାଇବାରେ କେରଳ ପରେ ପଞ୍ଜାବ ଦ୍ୱିତୀୟ...

କାନପୁର ଏନ୍‌କାଉଣ୍ଟର: ବିକାଶଙ୍କ ଘର ଆବର୍ଜନାରୁ ମିଳିଲା ୩ ବୋମା

କାନପୁର,୭।୭: ଉତ୍ତରପ୍ରଦେଶ କାନପୁରର ବହୁ ଚର୍ଚ୍ଚିତ ଏନ୍‌କାଉଣ୍ଟରରେ ୮ ପୋଲିସ ଶହୀଦ ହେବା ଘଟଣା ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ଏହାପରେ କୁଖ୍ୟାତ ଅପରାଧୀ...

ଜଳ ଶକ୍ତି ମନ୍ତ୍ରଣାଳୟର ଟୁଇଟର ହ୍ୟାଣ୍ଡେଲ ହ୍ୟାକ…

ନୂଆଦିଲ୍ଲୀ,୧।୧୨ : ଦିଲ୍ଲୀ ଏମ୍ସର ସର୍ଭର ହ୍ୟାକ ପରେ ଏବେ କେନ୍ଦ୍ରୀୟ ଜଳ ଶକ୍ତି ମନ୍ତ୍ରଣାଳୟର ଟୁଇଟର ହ୍ୟାଣ୍ଡେଲକୁ ହ୍ୟାକରମାନେ ହ୍ୟାକ କରିଛନ୍ତି। ସୁରକ୍ଷା ଏଜେନ୍ସି...

ଶପଥ ନେଲେ ଚନ୍ନି…

ଚଣ୍ଡିଗଡ଼,୨୦।୯: ପଞ୍ଜାବର ନୂଆ ତଥା ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ ଭାବେ ଚରଣଜିତ୍‌ ସିଂ ଚନ୍ନି ଶପଥ ଗ୍ରହଣ କରିଛନ୍ତି। ଫଳରେ ଚନ୍ନି ଏବେ ପଞ୍ଜାବର ୧୬...

ଦିଲ୍ଲୀର ସରକାରୀ ସ୍କୁଲ ଗେଟରେ ଲାଗିଲା ‘ଆଇ ଲଭ ମନିଷ ସିସୋଡିଆ’ ବ୍ୟାନର

ନୂଆଦିଲ୍ଲୀ,୫ ।୩: ଦିଲ୍ଲୀର ଏକ ସରକାରୀ ସ୍କୁଲ ଗେଟରେ ‘ଆଇ ଲଭ ମନିଷ ସିସୋଡିଆ’ ଲେଖାଥିବା ବ୍ୟାନର ଲାଗିବା ଘଟଣାରେ ଦିଲ୍ଲୀ ପୋଲିସ ମାମଲା ଦାୟର...

ସରକାରଙ୍କ ଆର୍ଥିକ ଟିକା: ଆତ୍ମନିର୍ଭର ସ୍ବସ୍ଥ ଭାରତ ଯୋଜନା ପାଇଁ ୬୪ ହଜାର ୧୮୦ କୋଟି ଟଙ୍କାର ପ୍ରାବଧାନ

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ଦେଶବାସୀଙ୍କ ପାଇଁ ସରକାର ଆର୍ଥିକ ଟିକା ଆଣିଛନ୍ତି। ସ୍ବାସ୍ଥ୍ୟ ବଜେଟରେ ୧୩୭ ପ୍ରତିଶତ ବୃଦ୍ଧି କରାଯାଇଛି। ସ୍ବସ୍ଥ୍ୟା କ୍ଷେତ୍ରକୁ ୨.୨୩...

Advertisement
Archives

Model This Week