ସମସ୍ତ ଶିକ୍ଷକଙ୍କୁ ଦରମା ଦେବାକୁ ଚିଠି ଲେଖିଲେ ବିଧାୟକ

ଦାରିଙ୍ଗବାଡ଼ି,୩୦।୪(ଡି.ଏନ୍‌.ଏ.)- ଲକ୍‌ଡାଉନ ପରେ ଆବଶ୍ୟକ ଠାରୁ କମ୍‌ କର୍ମଚାରୀଙ୍କୁ ନେଇ ବିଭିନ୍ନ ସରକାରୀ ଏବଂ ବେସରକାରୀ କାର୍ଯ୍ୟ ହେଉଛି। କେତେଜଣ ଶିକ୍ଷକ ଲକ୍‌ଡାଉନ ଯୋଗୁ ବିଦ୍ୟାଳୟ ଛୁଟି ପରେ ଗ୍ରାମକୁ ଚାଲିଯାଇଛନ୍ତି। ଏଭଳି କ୍ଷେତ୍ରରେ ଦାରିଙ୍ଗବାଡ଼ି ବିଇଓ କାର୍ଯ୍ୟାଳୟ ପକ୍ଷରୁ ୮୭ ଜଣ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ତେବେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ତାଙ୍କ ନିର୍ବାଚନ ମଣ୍ଡଳୀର ସମସ୍ତ ଶିକ୍ଷକଙ୍କୁ ଦରମା ପ୍ରଦାନ ପାଇଁ ବିଇଓ ମାନଙ୍କୁ ଏକ ଚିଠି ଲେଖିଛନ୍ତି। ଦାରିଙ୍ଗବାଡ଼ି ବିଇଓଙ୍କୁ ମଧ୍ୟ ଏହି ଚିଠି ମିଳିଛି। କୋଭିଡ-୧୯ ପାଇଁ ଏପ୍ରିଲ ଠାରୁ ଜୁନ ପର୍ଯ୍ୟନ୍ତ ଅତ୍ୟନ୍ତ ଘଡିସନ୍ଧି ସମୟ। ମାନବିକତା ଦୃଷ୍ଟିରୁ ସମସ୍ତ ଶିକ୍ଷକଙ୍କୁ ଦରମା ପ୍ରଦାନ ଜରୁରୀ, ଏହା ନମିଳିଲେ ତାଙ୍କ ଜୀବନଜୀବିକା ପ୍ରଭାବିତ ହେବା ଆଶଙ୍କା ରହିଛି ବୋଲି ସେ ଚିଠିରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri