ସମସ୍ୟା ଉପରେ ଧ୍ୟାନ ଦେବାକୁ ଅର୍ଥ ମନ୍ତ୍ରୀଙ୍କ ପ୍ରତିଶ୍ରୁତି: ଜେଟ୍‌ ସିଇଓ

ଜେଟ୍‌ ଏୟାରଓ୍ବେଜ ସାମ୍ନା କରୁଥିବା ସମସ୍ୟା ଉପରେ ଧ୍ୟାନ ରଖାଯିବ ବୋଲି ଅର୍ଥ ମନ୍ତ୍ରୀ ଅରୁଣ ଜେଟଲୀ ପ୍ରତିଶ୍ରୁତି ଦେଇଥିବା କମ୍ପାନୀର ସିଇଓ ବିନୟ ଦୁବେ ଶନିବାର କହିଛନ୍ତି। ମହାରାଷ୍ଟ୍ର ଅର୍ଥମନ୍ତ୍ରୀ ସୁଧୀର ମୁନଗାଣ୍ଟିଓ୍ବାର, ବେସାମରିକ ବିମାନ ଚଳାଚଳ ସଚିବ ପ୍ରଦୀପ ସିଂ ଖରୋଲା , କମ୍ପାନୀର ସିଏଫ୍‌ଓ ଅମିତ ଅଗ୍ରଓ୍ବାଲ , ସିଇଓ ଦୁବେଙ୍କ ସମେତ ଜେଟର ଅନ୍ୟ କର୍ମଚାରୀମାନେ ଜେଟଲୀଙ୍କୁ ଭେଟିଥିଲେ। କର୍ମଚାରୀଙ୍କୁ ବିମାନ କମ୍ପାନୀ ସହ ଜଡିତ କରି ରଖିବା ଲାଗି ଅନ୍ତତଃ ପକ୍ଷେ ଗୋଟିଏ ମାସର ବେତନ ପ୍ରଦାନ କରିବା ଉପରେ ଦୁବେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଆନ ଦେଶକୁ ବୁଝାଇବାରେ ସଫଳ ଭାରତ; ଏଫ୍‌ଟିଏ ସମୀକ୍ଷା ପାଇଁ ରାଜି

ନୂଆଦିଲ୍ଲୀ,୧୨-୯: ଆର୍ଥିକ ମାନ୍ଦାବସ୍ଥା ଏବଂ ରପ୍ତାନି ହ୍ରାସକୁ ନେଇ ଚିନ୍ତିତ ଭାରତ ପାଇଁ ଖୁସି ଖବର ଆସିଛି। ମୋଦି ସରକାରଙ୍କ ସଫଳ ଉଦ୍ୟମ କାରଣରୁ ୧୦...

ଉପୁଜିପାରେ ମାନ୍ଦାବସ୍ଥା ସ୍ଥିତି

ନୂଆଦିଲ୍ଲୀ,୨୫।୫: କରୋନା ଭୂତାଣୁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାର ଗତିକୁ ରୋକି ଦେଇଛି। ଭୂତାଣୁ ନିୟନ୍ତ୍ରଣ କରିବା ଲାଗି ହୋଇଥିବା ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ...

୯ ବର୍ଷରେ ସରକାର ଡିବିଟିରୁ ସଞ୍ଚୟ କରିଛନ୍ତି ୨.୭୩ ଲକ୍ଷ କୋଟି: ଅର୍ଥମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୮ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଧାର୍ଯ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବା ପାଇଁ ସିଧାସଳଖ ଲାଭ ଟ୍ରାନ୍ସଫର (ଡିବିଟି) ଯୋଜନା ଗ୍ରହଣ...

ଫୋର୍ବସ ପ୍ରଭାବଶାଳୀ ମହିଳା ତାଲିକାରେ ସୀତାରାମନ, କିରନ ମଜୁମଦାର ସ

ନୂଆଦିଲ୍ଲୀ : ଫୋର୍ବସ ପକ୍ଷରୁ ପ୍ରକାଶିତ ବିଶ୍ୱର ୧୦୦ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ, ବାୟୋକନର ପ୍ରତିଷ୍ଠାତା କିରନ ମଜୁମଦାର ସ ଏବଂ...

ଜାନୁୟାରୀ ୨ରୁ ନୂଆ ଧାରାବାହିକ ‘ତୁ ଖରା ମୁଁ ଛାଇ’

ଭୁବନେଶ୍ୱର,୩୧ା୧୨: ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭିତ୍ତିକ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକ ପକ୍ଷରୁ ନୂତନ ବର୍ଷର ପରିପ୍ରେକ୍ଷୀରେ ମେଗା ଓଡ଼ିଆ ନୂଆ ଧାରାବାହିକ ପ୍ରସାରଣ କରିବାକୁ ଯାଉଛି।...

ଚାଇନାକୁ ଡରିଲା ଟୁଇଟର

ନୂଆଦିଲ୍ଲୀ,୭।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ବେଖାତିର କରି ତାଙ୍କ ପୋଷ୍ଟକୁ ହଟାଇ ଦେଉଥିବା ଟୁଇଟର ଚାଇନାକୁ ଡରିଯାଇଛି। ଏହି ସୋସିଆଲ ନେଟଓ୍ବାର୍କିଂ ସାଇଟ ବେଜିଂକୁ...

ମୁକେଶ ଅମ୍ବାନୀ ଏସିଆର ଶ୍ରେଷ୍ଠ ଧନୀ

ନୂଆଦିଲ୍ଲୀ,୩।୧: ଦେଶର ଅଗ୍ରଣୀ ବ୍ୟବସାୟିକ ସଂସ୍ଥା ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ଆର୍‌ଏଲ୍‌)ର ମାଲିକ ମୁକେଶ ଅମ୍ବାନୀ ଦ୍ୱିତୀୟ ଥର ପାଇଁ ଏସିଆ ମହାଦେଶର ଶ୍ରେଷ୍ଠ ଧନୀ...

ନିର୍ବାଚନ ଫଳାଫଳ ଉପରେ ଆମେରିକା କମ୍ପାନୀଙ୍କ ନଜର;ଚାଇନା ଛାଡି ଭାରତରେ କରିବେ ନିବେଶ

ନୂଆଦିଲ୍ଲୀ,୨୨-୫: ଦେଶର ସାଧାରଣ ନିର୍ବାଚନ ଫଳାଫଳକୁ ନେଇ ଲୋକଙ୍କ ମନରେ ଉତ୍କଣ୍ଠା ବଢି ଚାଲିଥିବା ବେଳେ ଏହା ଉପରେ ଆମେରିକା କମ୍ପାନୀଙ୍କ ନଜରରେ ରହିଛି। କେନ୍ଦ୍ରରେ...

Advertisement
Archives

Model This Week