Posted inଜାତୀୟ

ସମାଜକୁ ନଷ୍ଟ କରୁଛନ୍ତି ପାଠ ପଢ଼ିଥିବା ଲୋକେ: ରାଜନେତା ପାଠ ନ ପଢ଼ିଲେ ଭଲ

ଲକ୍ଷ୍ନୌ,୨୯।୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଜେଲ୍‌ ମନ୍ତ୍ରୀ ଜୟକୁମାର ଜୈକିଙ୍କ ଏକ ମନ୍ତବ୍ୟ ନେଇ ଏବେ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି। ଜୟ କୁମାର କହିଛନ୍ତି ଯେ, ସମାଜକୁ ପାଠ ପଢ଼ିଥିବା ଲୋକେ ନଷ୍ଟ କରୁଛନ୍ତି। ତେଣୁ ରାଜନେତା ପାଠ ନ ପଢ଼ିଲେ ଭଲ। ଏକ ସଭାରେ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ସମ୍ବୋଧିତ କରି ସେ ଏଭଳି କହିଛନ୍ତି। ରାଜନେତାଙ୍କ ପାଖରେ ସଚିବମାନେ ରହିଥାନ୍ତି। ସେମାନଙ୍କର ପାଠ ପଢ଼ିବା ଅବା ନ ପଢ଼ିବା ଦ୍ୱାରା କୌଣସି ଫରକ୍‌ ପଡ଼ି ନ ଥାଏ। ଡିଗ୍ରୀ ଏବଂ ପାଠପଢ଼ା ସମ୍ପର୍କିତ ଜ୍ଞାନ ନେତାଙ୍କ କାର୍ଯ୍ୟରେ ପ୍ରଭାବ ପକାଇ ପାରି ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri