Posted inଜାତୀୟ

ସମାଜ ଉପରେ ଜୋର ଜବଦରଦସ୍ତ ନିଜ ଚିନ୍ତାଧାରା ଲଦି ଦେବା ନୁହେଁ ଯୁକ୍ତିଯୁକ୍ତ: ରାଷ୍ଟ୍ରପତି

ବିଶୁନପୁର,୨୯।୨: ସମାଜ ଉପରେ ଜୋର ଜବଦରଦସ୍ତ ନିଜର ବ୍ୟକ୍ତିଗତ ଚିନ୍ତାଧାରାକୁ ଲଦି ଦେବା ଯୁକ୍ତିଯୁକ୍ତ ନୁହେଁ। ଏହା ଏକ ପ୍ରକାର ବିକୃତ ମନୋଭାବ। ଅପରପକ୍ଷରେ ଦେଶକୁ ଏକତା ସୂତ୍ରରେ ବାନ୍ଧି ରଖିବା ପାଇଁ ଭାଇଚାରାର ଆବଶ୍ୟକତା ରହିଛି ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଝାଡ଼ଖଣ୍ଡ ଗୁମଲାର ବିଶୁନପୁର ଗାଁରେ ଏକ ସଭାରେ ଯୋଗଦେଇ ଏଭଳି କହିଛନ୍ତି। ପଦ୍ମଶ୍ରୀ ଆଶୋକ ଭଗତଙ୍କ ସଂସ୍ଥା ବିକାଶ ଭାରତୀର ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଉପସ୍ଥିତ ଜନସାଧାରଣଙ୍କ ଉଦ୍ଦେଶ୍ୟଙ୍କୁ ଏହା କହିଛନ୍ତି। ବେଳେବେଳେ କିଛି ବ୍ୟକ୍ତି ନିଜସ୍ବ ଚିନ୍ତାଧାରାକୁ ଜୋର୍‌ ଜବରଦସ୍ତ ସମାଜରେ ଳାଗୁ କରିବାକୁ ଚାହିଁଥାନ୍ତି। ମାତ୍ର ଏହା ସମ୍ପୂର୍ଣ୍ଣ ଭୁଲ। ଜାତିର ପିତା ମହାତ୍ମା ଗାନ୍ଧୀ କହୁଥିଲେ ଯେ, ମୋ କଥା ଭଲ ଲାଗିଲେ ଏହାକୁ ଗ୍ରହଣ କର ନଚେତ ପରିତ୍ୟାଗ କର। ସେହିପରି ଚିନ୍ତାଧାରା ରଖିଲେ ଦେଶର ଉନ୍ନତିର ପଥ ସହଜ ହେବ ବୋଲି କୋବିନ୍ଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri