ସମୀର ହୋଇପାରନ୍ତି ପରବର୍ତ୍ତୀ ଭାଜପା ସଭାପତି, ଆନୁଷ୍ଠାନିକ ଘୋଷଣା ବାକି

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟ ଭାଜପା ସଭାପତି କିଏ ହେବ ସେ ନେଇ କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ବରିଷ୍ଠ ନେତା ସମୀର ମହାନ୍ତି ମଙ୍ଗ ଧରିବା ଏକପ୍ରକାର ସ୍ପଷ୍ଟ ହୋଇଛି। ଗୁରୁବାର ସଭାପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ଦିବସ ଥିଲା। ଏକମାତ୍ର ପ୍ରାର୍ଥୀ ଭାବେ ସହମତିି ଭିତ୍ତିରେ ସମୀର ନାମାଙ୍କନପତ୍ର ଦାଖଲ କରିଥିବାରୁ ସେ ସଭାପତି ହେବା ସ୍ପଷ୍ଟ ହୋଇଛି ବୋଲି ଆଲୋଚନା ହେଉଛି। ଯଦି ଏପରି ହୁଏ ତେବେ ସଭାପତି ହେବାକୁ ଆଶା ରଖିଥିବା ପୃଥ୍ବୀରାଜ ହରିଚନ୍ଦନଙ୍କ ସମେତ ଅନ୍ୟ ଆଶାୟୀମାନଙ୍କୁ ନିରାଶ ହେବାକୁ ପଡ଼ିପାରେ। ତେବେ ଶୁକ୍ରବାର ଏ ନେଇ ଆନୁଷ୍ଠାନିକ ଘୋଷଣା କରାଯିବ।

ପ୍ରକାଶ ଯେ, ୨୦୧୯ ଜାନୁୟାରୀରେ ସଭାପତି ବସନ୍ତ ପଣ୍ଡାଙ୍କ ତିନି ବର୍ଷୀୟା କାର୍ଯ୍ୟକାଳ ଶେଷ ହୋଇଥିଲା। ମାତ୍ର ନିର୍ବାଚନକୁ ଦୃଷ୍ଟିରେ ରଖି ବସନ୍ତ ଉକ୍ତ ଦାୟିତ୍ୱରେ ରହିଥିଲେ। ଅପରପକ୍ଷେ ଏମ୍‌ପି ଭାବେ ସେ କଳାହାଣ୍ଡିରୁ ନିର୍ବାଚିତ ହୋଇଛନ୍ତି। ଏହାପରେ ରାଜ୍ୟ ଭାଜପାର ମଙ୍ଗ କିଏ ଧରିବ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍

ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍‌ର ଦାମ୍‌କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍‌ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ…

ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…

ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି…

ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ

ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?