ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ଧୀବରଙ୍କ ଜାଲରେ ପଡ଼ିଲା କୁମ୍ଭୀର

ବାହାନଗା,୨।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ରୂପଖଣ୍ଡ ସମୁଦ୍ର ମଧ୍ୟରେ ରବିବାର ଧୀବରମାନଙ୍କ ଜାଲରେ ଏକ ବଉଳା କୁମ୍ଭୀର ପଡ଼ିଛି।
ଭୋର ସମୟରେ ସମୁଦ୍ର ମଧ୍ୟକୁ ମାଛ ମାରିବାକୁ ଯାଇଥିବା ଧୀବରମାନଙ୍କ ଜାଲରେ ପଡ଼ିଥିବା ଉକ୍ତ କୁମ୍ଭୀରକୁ ସକାଳେ କୂଳକୁ ଅଣାଯାଇଥିଲା। କୁମ୍ଭୀରର ଲମ୍ବ ଆନୁମାନିକ ୪ ଫୁଟ ହେବ ବୋଲି ଜଣାପଡିଛି। ତେବେ ଖବର ପାଇ ବନ ବିଭାଗ ସେଠାରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟାପାଲିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯ରେ ପହଞ୍ଚିଲା

ବରଗଡ଼ ଅଫିସ, ୨୭।୬: ବରଗଡ଼ ଜିଲାରେ ଶନିବାର ପୁଣି ଜଣେ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ବରଗଡ଼ ବ୍ଲକ...

ବିପୁଳ କ୍ଷତି ସହିଲେଣି ପରିବା ଚାଷୀ, ବ୍ୟବସାୟୀ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଲକ୍‌ଡାଉନ୍‌ରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇ କୃଷି କାର୍ଯ୍ୟ ଓ କୃଷିଜାତ ଦ୍ରବ୍ୟ ବିକ୍ରିବଟାକୁ ଅନୁମତି ଦିଆଯାଇଛି। ଏଭଳି ସଙ୍କଟ ସମୟରେ ଚାଷୀମାନେ ପରିବା...

ଡେପୁଟି ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ, ୧୧।୨: ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଡେପୁଟି ରେଞ୍ଜର କେଶବ ନାୟକଙ୍କ ବଲାଙ୍ଗୀର ସାଗରପଡା ବାସଭବନରେ ଗୁରୁବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ...

ଅନୁଗୋଳରେ ପୁଣି ୨ କରୋନା ରୋଗୀ ଚିହ୍ନଟ: ୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଅନୁଗୋଳ ଅଫିସ,୧୯।୫: ଅନୁଗୋଳ ଜିଲାରେ ମଙ୍ଗଳବାର ପୁଣି ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୧୭ରେ...

ମୃତ କୋଭିଡ ଯୋଦ୍ଧାଙ୍କ ସହ ପୁରା ଗଞ୍ଜାମ ପୋଲିସ ରହିଛି: ୩ ମୃତକଙ୍କ ପରିବାରଙ୍କୁ ପ୍ରାପ୍ୟ ପ୍ରଦାନ

ଛତ୍ରପୁର,୯।୯(ଡି.ଏନ୍‌.ଏ .): କରୋନା ପରିଚାଳନା କାର୍ଯ୍ୟ କରୁଥିବା ବେଳେ ଗଞ୍ଜାମ ଜିଲା ପୋଲିସର ୩ କରୋନା ଯୋଦ୍ଧାଙ୍କ ମୃତ୍ୟୁ ଘଟିଥିଲା। ସେମାନେ ହେଲେ ଆସିକା ଥାନା...

ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ମହାମାରୀ କରୋନା ଭିତରେ ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ରେମ୍‌ଡେସିଭିର୍‌। ଏ ନେଇ ସ୍ବାସ୍ଥ୍ୟ...

ଦିନକୁ ଘଣ୍ଟାଏ ଖୋଲିବ କୋର୍ଟ

କଟକ ଅଫିସ୍‌,୧୭ା୪: ଆସନ୍ତା ୨୦ ତାରିଖରୁ ସକାଳୁଆ କୋର୍ଟ ଚାଲିବ। କରୋନା ଭୂତାଣୁକୁ ଦୃଷ୍ଟିରେ ରଖି ହାଇକୋର୍ଟଙ୍କ ତରଫରୁ ନିମ୍ନ ଅଦାଲତଗୁଡ଼ିକୁ ନିର୍ଦ୍ଦେଶନାମା ଜାରି କରାଯାଇଛି।...

ଜରାଜୀର୍ଣ୍ଣ ଅବସ୍ଥାରେ ଶତାୟୁ ବିଦ୍ୟାଳୟ

ପାଲଲହଡ଼ା, ୨୫ା୮(ଡି.ଏନ.ଏ.) – ଜରାଜୀର୍ଣ୍ଣ ଅବସ୍ଥାରେ ଶ୍ରେଣୀ ଗୃହ। କେଉଁଠି କାନ୍ଥ ଫାଟି ଆଁ କରିଛି ତ କେଉଁଠି ବର୍ଷା ହେଲେ କୋଠରିରେ ପାଣି ଜମୁଛି।...

Advertisement
Archives

Model This Week