ସମୁଦ୍ରରୁ ମାଛଧରି ଫେରିବା ବେଳେ ବୁଡ଼ିଗଲା ଡଙ୍ଗା: ୨ ମତ୍ସଜୀବୀଙ୍କ ମୃତ୍ୟୁ, ଜଣେ ଗୁରୁତର

ପାରାଦୀପ,୧୨।୬(ସ୍ବ:ପ୍ର:): ସମୁଦ୍ରରୁ ମାଛଧରି ଫେରିବା ବେଳେ ମହାନଦୀ ମୂହାଣରେ ଡଙ୍ଗା ବୁଡି ୨ ମତ୍ସଜୀବୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ପାରାଦୀପ ଆଦର୍ଶ ଥାନା ଅନ୍ତର୍ଗତ ବିଜୟଚାନ୍ଦପୁର ବାସିନ୍ଦା ବିଭୁଭୂଷଣ ମାଇତି(୪୯), ଓ ଗୁରୁଚାନ୍ଦ ରାୟ(୪୪)। ଆହତ ହେଲେ ଭୀମ ମଣ୍ଡଳ।
ସୂଚନାନୁଯାୟୀ, ଏହି ୩ ଜଣଙ୍କ ସମେତ ୧୫ ଜଣ ମତ୍ସଜୀବୀ ଗୋଟିଏ ଡଙ୍ଗାରେ ଶୁକ୍ରବାର ଭୋରୁ ସମୁଦ୍ରକୁ ମାଛ ଧରିବା ପାଇଁ ଯାଇଥିଲେ। ମଧ୍ୟାହ୍ନରେ ମାଛଧରି ଫେରୁଥିବା ବେଳେ ମୂହାଣରେ ଭାରସାମ୍ୟ ହରାଇ ଡଙ୍ଗା ବୁଡିଯାଇଥିବା କୁହାଯାଇଛି। ଘଟଣା ପରେ ସମସ୍ତ ୧୫ ଜଣ ମତ୍ସଜୀବୀ ପହଁରି କୂଳକୁ ଫେରିଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଥିଲା। ପରେ ମୃତାହତଙ୍କୁ ସ୍ଥାନୀୟ ପାରାଦୀପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫାଟକରେ ତାଲା ପକାଇ ଆନ୍ଦୋଳନରେ ବସିଲେ ଗ୍ରାମବାସୀ, କମ୍ପାନୀ କର୍ମଚାରୀଙ୍କୁ ଛାଡ଼ିଲେନି ଭିତରକୁ

ଯୋଡ଼ା,୪ା୭(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ଟାଟା ଷ୍ଟିଲ କମ୍ପାନୀର ଯୋଡ଼ା ଇଷ୍ଟ ଲୁହାପଥର ଖଣିର ଫାଟକରେ ତାଲା ପକାଇ ଯୋଡ଼ା ବସ୍ତିର ମୂଳ ଅଧିବାସୀମାନେ...

ଗୋଡ଼େଇ ଗୋଡ଼େଇ ହାଣିଲେ

ବଲାଙ୍ଗୀର ଅଫିସ୍‌, ୨୨।୧: ବଲାଙ୍ଗୀର ସହର ମାଲପଡ଼ାରେ ଶୁକ୍ରବାର ରାତିରେ ପିକୁନ ଦଣ୍ଡସନା ନାମକ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଛି। ସ୍ଥାନୀୟ ଲୋକେ ତାଙ୍କୁ...

ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ

ଚୌଦାର ,୧୬।୬(ଡ଼ି.ଏନ.ଏ):- ୧୬ନଂ ଜାତୀୟ ରାଜପଥ ମଙ୍ଗୁଳି ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ...

ଏନ୍‌ଏଚ୍‌ଏଆଇ ଅବହେଳାରୁ ଦୁର୍ଘଟଣା ବୃଦ୍ଧି

ଯାଜପୁର ଅଫିସ,୧୬।୫: ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ କେନ୍ଦ୍ର ସରକାର ବିପୁଳ ଅର୍ଥ ବ୍ୟୟବରାଦ କରି ଜାତୀୟ ରାଜପଥ (ଏନ୍‌ଏଚ୍‌) ନିର୍ମାଣ କରୁଛନ୍ତି। କିନ୍ତୁ...

ହଜ୍‌ ଯାତ୍ରୀଙ୍କୁ ତାଲିମ

ଭଦ୍ରକ ଅଫିସ,୧୬ା୬ : ଭଦ୍ରକ ଜିଲା ପୁରୁଣା ବଜାର ମଲିକ ମଇଦାନଠାରେ ହଜ୍‌ କରିବାକୁ ଯିବାକୁ ଥିବା ଲୋକଙ୍କୁ ତାଲିମ ପ୍ରଦାନ କରାଯାଉଛି l ଭଦ୍ରକ...

ପଡାଙ୍ଗ ଗାଁରେ ହାତୀପଲଙ୍କ ଉପଦ୍ରବ: ଘରଭାଙ୍ଗି ଖାଇଗଲେ ଧାନଚଉଳ

କେନ୍ଦୁଝର,୨ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧିନସ୍ଥ ପଡାଙ୍ଗ ଗାଁ ଗୁହାଳପାଳ ସାହିରେ ହାତୀପଲଙ୍କ ଉପଦ୍ରବ। ଉକ୍ତ ଗାଁରେ ଥିବା ସିକନ୍ଦର ହେମରମଙ୍କ ଘରକୁ ହାତୀପଲ...

ସରପଞ୍ଚ ଆସନ ପାଇଁ ସାନି ମତଦାନ ସୁପାରିଶ

କେନ୍ଦ୍ରାପଡା ଅଫିସ,୨୨।୨: କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ବଙ୍ଗାଳପୁର ପଞ୍ଚାୟତର ୧୫ନଂ ବୁଥ୍‌ର ସରପଞ୍ଚ ଆସନ ପାଇଁ ପୁନର୍ବାର ମତଦାନ ହେବ । ଏନେଇ ରାଜ୍ୟ...

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଗ୍ରହଣକଲେ ତରୁଣକାନ୍ତି, କାଳିଚରଣ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ମଙ୍ଗଳବାର ୨୦୧୯ ମସିହା ଲାଗି କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀ ମଣ୍ଡି ହାଉସ୍‌ସ୍ଥିତ କମାନୀ...

Advertisement
Archives

Model This Week