ସମୁଦ୍ରରେ ଛଡ଼ାଯିବ ଜାପାନର ଫୁକୁଶିମା ରେଡିଓଆକ୍ଟିଭ୍‌ ବର୍ଜ୍ୟଜଳ: ମତ୍ସ୍ୟଜୀବୀଙ୍କ ସମେତ ଚାଇନା,ଦକ୍ଷିଣ କୋରିଆ କଲେ ବିରୋଧ…

ଟୋକିଓ,୮।୭ : ଜାପାନର ଫୁକୁଶିମା ରେଡିଓଆକ୍ଟିଭ୍‌ ବର୍ଜ୍ୟଜଳ ସମୁଦ୍ରରେ ଛଡ଼ାଯିବ। ଏନେଇ ଜାତିସଂଘର ଇଣ୍ଟରନ୍ୟାଶନାଲ ଆଟମିକ୍‌ ଏନର୍ଜି ଏଜେନ୍ସି(ଆଇଏଇଏ)ର ଅନୁମୋଦନ ଜାପାନକୁ ମିଳିଛି। ନିୟୁତ ଟନରୁ ଅଧିକ ରେଡିଓଆକ୍ଟିଭ୍‌ ବର୍ଜ୍ୟଜଳ ଭାଙ୍ଗିଯାଇଥିବା ଫୁକୁଶିମା ଦାଇଚି ନ୍ୟୁକ୍ଲିୟର ପାଓ୍ବାର ପ୍ଲାଣ୍ଟରୁ ଛଡ଼ାଯିବ। ତେବେ ଜାତିସଂଘର ଏହି ନିଷ୍ପତ୍ତିକୁ ଜାପାନର ମତ୍ସ୍ୟଜୀବୀଙ୍କ ସମେତ ଚାଇନା,ଦକ୍ଷିଣ କୋରିଆ ଆଦି ଦେଶ ବିରୋଧ କରୁଛନ୍ତି। ଏହା ପ୍ରଦୂଷଣ ମାତ୍ରା ବୃଦ୍ଧି କରିବା ସହିତ ସାମୁଦ୍ରିକ ଜୈବ ବିବିଧତା ଉପରେ ନକାରାତ୍ମକ ପ୍ରଭାବ ପକାଇବ ବୋଲି କୁହାଯାଉଛି।

ତେବେ ଆଇଏଇଏ କହିଛି ଏହା ଦ୍ୱାରା କମ୍‌ ସମସ୍ୟା ସୃଷ୍ଟି ହେବ। ଏହା ଯୋଗୁ ଅତି କମ୍‌ ତଥା ନଗଣ୍ୟ ରେଡିଓଆକ୍ଟିଭ୍‌ ସମସ୍ୟା ପରିବେଶ ଏବଂ ଲୋକଙ୍କ ମଧ୍ୟରେ ସୃଷ୍ଟି ହେବାର ଆଶଙ୍କା ରହିଛି। ସମୁଦ୍ରରେ ଛଡ଼ାଯିବାକୁଥିବା ଟ୍ରାଇଟିୟମ ଅପକ୍ଷାକୃତ ଭାବେ କ୍ଷତି କାରକ। କିନ୍ତୁ୍‌ ସମୁଦ୍ରଜାତ ଖାଦ୍ୟ ମାଧ୍ୟମରେ ମାନବ ଶରୀରରେ ପ୍ରବେଶ କରିଥାଏ। ଫଳରେ କ୍ୟାନସର ହେବାର ଆଶଙ୍କା ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକୁ ଡେଇଁଲା ଚାଇନା, ଇରାନୀ ଜାହାଜ ଜବତ ଉପରେ ଖୋଲାଖୋଲି ଭାବେ କଲା ମୁକାବିଲା

ଓ୍ବାଶିଂଟନ୍‌,୨୦।୪: ଇରାନ-ଆମେରିକା ବିବାଦର ସମାଧାନ ପାଇଁ ଇସଲାମାବାଦରେ ଆଲୋଚନା ଚାଲିଥିବାବେଳେ, ଇରାନ ନିଶ୍ଚିତ କରିଛି ଯେ ଆମେରିକା ଏହାର ଏକ ବାଣିଜ୍ୟ ଜାହାଜ, ଟୋସ୍କାକୁ ଜବତ କରିଛି।…

ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା…

ଗଛରେ ପିଟି ହୋଇ ବିମାନ ଦୁର୍ଘଟଣାଗ୍ରସ୍ତ

ରାୟପୁର,୨୦।୪: ଛତିଶଗଡ଼ର ଜଶପୁର ଜିଲାର ନାରାୟଣପୁରର ରତନପହଲି ଜଙ୍ଗଲରେ ଏକ ଗଛରେ ପିଟି ହୋଇ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଦ୍ଧାର କାର୍ଯ୍ୟ ସମୟରେ ଖୁରାସଗଡ଼ା ଗାଁ…

ପୁଣି ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣରେ ବିରୁଷ୍କା: ୫ ମାସ ମଧ୍ୟରେ ତୃତୀୟଥର ପାଇଁ…

ନୂଆଦିଲ୍ଲୀ,୨୦।୩: IPL 2026ରେ ଚମତ୍କାର ପ୍ରଦର୍ଶନ କରୁଥିବା RCBର କିମ୍ବଦନ୍ତୀ ବ୍ୟାଟସମ୍ୟାନ ବିରାଟ କୋହଲି IPL ମଝିରୁ ସମୟ ବାହାର କରି କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହିତ…

ଇରାନ ବୈଦେଶିକ ମନ୍ତ୍ରଣାଳୟର ବଡ଼ ବୟାନ; ବ୍ଲେମ୍ ଗେମ୍ ଖେଳୁଛି ଆମେରିକା, ଆଉ ଆଲୋଚନା ପାଇଁ…

ତେହରାନ,୨୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଥମିବାର କୌଣସି ସଙ୍କେତ ଦେଖାଯାଉ ନାହିଁ । ଏହାରି ଭିତରେ ଇରାନ ସ୍ପଷ୍ଟ ଭାବରେ କହିଛି ଯେ ବର୍ତ୍ତମାନ ଆମେରିକା…

ମୋତେ ଭାରତ ପକ୍ଷରୁ ଖେଳିବାକୁ ମିଳିଥିଲା ଅଫର୍‌: ସାଂଘାତିକ ଖୁଲାସା କଲେ ରଶିଦ ଖାନ

ନୂଆଦିଲ୍ଲୀ,୨୦।୪: ଆଫଗାନିସ୍ତାନର ଅଲରାଉଣ୍ଡର ରଶିଦ ଖାନ କ୍ରିକେଟ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ତାଙ୍କୁ ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ସ୍ପିନରମାନଙ୍କ ମଧ୍ୟରୁ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri