ସମୁଦ୍ରରେ ଡଙ୍ଗା ବୁଡ଼ି ମତ୍ସ୍ୟଜୀବୀ ମୃତ, ଜଣେ ନିଖୋଜ

ବାହାନଗା,୪ା୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ଇଞ୍ଚୁଡି ଗ୍ରାମର ୭ ଜଣ ମତ୍ସ୍ୟଜୀବୀ ଶୁକ୍ରବାର ସମୁଦ୍ରକୁ ମାଛ ଧରିବା ପାଇଁ ଯାଇଥିବା ବେଳେ ଝଡ଼ ତୋଫାନ ଯୋଗୁ ଡଙ୍ଗା ବୁଡ଼ି ଯାଇଥିଲା। ସେଦିନ ୫ଜଣଙ୍କୁ ଅନ୍ୟ ମତ୍ସ୍ୟଜୀବୀମାନେ ପାଣିରୁ ଉଦ୍ଧାର କରିଥିବା ବେଳେ ୨ ଜଣଙ୍କ ପତ୍ତା ମିଳି ନ ଥିଲା। ସୋମବାର ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ଗୌରାଙ୍ଗ ଦଳେଇ(୫୫)। ନିଖୋଜ ମତ୍ସ୍ୟଜୀବୀ ହେଲେ ସନ୍ତୋଷ ମଳିକ।


Enter your email to get our daily news in your inbox.

All Right Reserved By Dharitri.Com

ଭଣ୍ଡାରିପୋଖରୀ ସରକାରୀ ଶିଳ୍ପ ତାଲିମ କେନ୍ଦ୍ରକୁ ଫେରିଛନ୍ତି ୨୭୨ ପ୍ରବାସୀ

ଭଣ୍ଡାରିପୋଖରୀ, ୮।୫ (ଡି.ଏନ୍‌.ଏ.): ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସୁଦ୍ଧା ଭଣ୍ଡାରିପୋଖରୀ ସ୍ଥିତ ସରକାରୀ ଶିଳ୍ପ ତାଲିମ କେନ୍ଦ୍ରରେ ୨୭୨ ଜଣ ପ୍ରବାସୀ ପହଞ୍ଚିଛନ୍ତି।...

ମୁଖ୍ୟମନ୍ତ୍ରୀଙ୍କ ନଁ।ରେ ଏତଲା ଦେଲା କୃଷକ ସଙ୍ଗଠନ

ଛତ୍ରପୁର,୧୭ା୧୨(ଡି.ଏନ.ଏ)-କାଳିଆ ଯୋଜନାରେ ରାଜ୍ୟ ସରକାର ଲୋକଙ୍କୁ ଠକିଥିବା ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନଁ। ରେ ଠକେଇ, ବିଶ୍ୱାସଭଙ୍ଗ ଓ...

କାଳବୈଶାଖୀ, ବର୍ଷାପବନରେ ଘର ଭାଙ୍ଗିଲା

ଦାରିଙ୍ଗବାଡ଼ି,୨୨।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପୁଣି କାଳବୈଶାଖୀର ପ୍ରଭାବରେ ବୁଧବାର ବ୍ୟାପକ କ୍ଷୟକ୍ଷତି ହୋଇଛି ା ବ୍ଲକର ଗ୍ରୀନବାଡ଼ି ଏବଂ ପ୍ଲିହେରି ପଞ୍ଚାୟତରେ ସର୍ବାଧିକ ବର୍ଷା...

ମାପଚୁପକୁ ବିରୋଧ, ଉତ୍ତେଜନା

ପୁରୀ ଅଫିସ, ୭।୧୧: ପୁରୀର ବହୁ ପ୍ରତୀକ୍ଷିତ ସିଦ୍ଧମହାବୀର ରେଳ ଓଭରବ୍ରିଜ୍‌ (ଆର୍‌ଓବି) ପାଇଁ ଜମି ଅଧିଗ୍ରହଣ ନିମନ୍ତେ ମାପଚୁପ ଓ ସର୍ଭେ କାମ ଚାଲିଛି।...

୫ ବଖରା ଜଳିଗଲା

ଭୁବନ/ମାଧପୁର, ୨୫ା୩(ଡି.ଏନ.ଏ.)- ଅଗ୍ନିକାଣ୍ଡ ଘଟି ଢେଙ୍କାନାଳ ଜିଲା ଭୁବନ ବ୍ଲକ ବର୍ଣ୍ଣାଳି ଗ୍ରାମର ଈଶ୍ୱର ମାହୁନ୍ତଙ୍କ ୨ ବଖରା ଘର ମଙ୍ଗଳବାର ରାତିରେ ଜଳିଯାଇଛି ।...

ହାତୀ ପାଇଁ ଚାଷଜମି ନଷ୍ଟ,ଚିନ୍ତାରେ ଚାଷୀ

କପ୍ତିପଦା,୧୬ା୧୧(ଡି.ଏନ୍‌.ଏ.)- କପ୍ତିପଦା ବ୍ଲକ୍‌ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତ ମାହାରାସାହି କଟୁରିଆ ଗ୍ରାମରେ ଶିମିଳିପାଳରୁ ଆସିଥିବା ହାତୀ ପଶି ବ୍ୟାପକ ଚାଷଜମି ନଷ୍ଟ କରିଛନ୍ତି। ଏଥିନେଇ ଚାଷୀମାନେ...

ରଞ୍ଜିତାଙ୍କୁ ଦୁଇଟି ପଦକ

ବ୍ରହ୍ମପୁର ଅଫିସ୍‌,୨୨ା୪- ପୁନେର ଚାକନ୍‌ଠାରେ ବିଲିଭ୍‌ ଫିଟନେସ୍‌ ତରଫରୁ ଆୟୋଜିତ ରାଜ୍ୟସ୍ତରୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ବ୍ରହ୍ମପୁରର ରଞ୍ଜିତା ମିଶ୍ର ଦୁଇଟି ପଦକ ଜିତିଛନ୍ତି। ସେ...

ସିଡିଏ ସେକ୍ଟର-୯ରେ ଜଣେ କରୋନା ପଜିଟିଭ ଚିହ୍ନଟ: ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

କଟକ ଅଫିସ,୨୯।୬: କଟକ ସହରର ସିଡିଏ ସେକ୍ଟର-୯ରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି।...

BGU
Play 250+ Trending Games
Archives

Model This Week

Why Dharitri