Posted inଜାତୀୟ

ସମୁଦ୍ରରେ ବୁଡିଯାଉଥିବା ସୁରକ୍ଷାକର୍ମୀଙ୍କୁ ଉଦ୍ଧାର କଲେ ଚୋରା ଚାଲାଣକାରୀ ଦଳ

ମାଡ୍ରିଡ,୭।୧୦: ସ୍ପେନର ଦକ୍ଷିଣ ସମୁଦ୍ରରେ ଶୁକ୍ରବାର ଏକ ଫିଲ୍ମର ଦୃଶ୍ୟ ଭଳି ଘଟଣା ନଜର ଆସିଥିଲା। ସମୁଦ୍ର ମଧ୍ୟରେ ଗୋଟିଏ ବୋଟ୍‌ରେ ଏକ ଚୋରାଚାଲାଣକାରୀ ଦଳଙ୍କୁ ପିଛା କରୁଥିବା ସୁରକ୍ଷାକର୍ମୀଙ୍କ ବୋଟ୍‌ଟି ବୁଡିଯିବା ଦେଖିବାକୁ ମିଳିଥିଲା। ତେବେ ଉଭୟଙ୍କ ଭିତରେ କିଛି ସମୟର ଲୁଚକାଳି ଖେଳ ପରେ ଉଭୟ ବୋଟ୍‌ ମଧ୍ୟରେ ଧକ୍କା ହୋଇଥିଲା। ଆଉ ସୁରକ୍ଷାକର୍ମୀଙ୍କ ବୋଟ୍‌ଟି ବୁଡିଯିବା ସହ ଏଥିରେ ଥିବା ୩ ସୁରକ୍ଷାକର୍ମୀ ବୁଡିଯାଥିଲେ। ସୁରକ୍ଷାକର୍ମୀଙ୍କ ଉପରେ ନଜର ରଖିଥିବା କୋଷ୍ଟ ଗାର୍ଡର ଏକ ହେଲିକପ୍ଟର ଏହା ଦେଖିବା ପରେ ଚୋରାଚାଲାଣକାରୀଙ୍କୁ ସାହାଯ୍ୟ ମାଗିଥିଲା। ଆଉ ବୁଡିଯାଇଥିବା ବୋଟ୍‌ ଠାରୁ କିଛି ଦୂରକୁ ଚାଲିଯାଇଥିବା ଚୋରାଚାଲାଣକାରୀମାନେ ମାନବିକତା ଦୃଷ୍ଟିରୁ ଫେରିଆସି ବୁଡି ଯାଉଥିବା ସୁରକ୍ଷାକର୍ମୀଙ୍କୁ ଉଦ୍ଧାର କରିଥିଲେ। ଏହାପରେ ସୁରକ୍ଷାକର୍ମୀ ସେମାନଙ୍କୁ ଧନ୍ୟବାଦ ଦେଇଥିଲେ ସତ କିନ୍ତୁ ପରେ ପରେ ସେମାନେ ଚୋରା ଚାଲାଣକାରୀଙ୍କୁ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୨ ନିର୍ବାଚନ ପାଇଁ ବିଗୁଲ ବଜାଇଲେ ଅମିତ ଶାହା

ଲକ୍ଷ୍ନୌ,୧।୮: ଉତ୍ତରପ୍ରଦେଶରେ ହେବାକୁ ଥିବା ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହା ରବିବାର ନିର୍ବାଚନୀ ବିଗୁଲ ବଜାଇଛନ୍ତି। ଦୁଇ ଦିନିଆ ଗସ୍ତର ପ୍ରଥମ...

ସ୍କୁଲ ଛାତ ଭୁଷୁଡି ୨୭ ଛାତ୍ରୀଛାତ୍ର ଆହତ

ଗନ୍ନୌର,୨୩ ।୯: ହରିୟାଣାର ସୋନିପତର ଗନ୍ନୌରରେ ଗୁରୁବାର ଏକ ସ୍କୁଲ ଛାତ ଭୁଷୁଡି ଅତିକମରେ ୨୭ ଛାତ୍ରୀଛାତ୍ର ଓ ୩ ଜଣ ଶ୍ରମିକ ଆହତ ହୋଇଥିବା...

କୋଭାକ୍ସିନ-କୋଭିଶିଲ୍ଡର ହେବ ମିଶ୍ରଣ ବ୍ୟବହାର ପରୀକ୍ଷା

ନୂଆଦିଲ୍ଲୀ,୩୧ା୫: ଦେଶରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଟିକାକୁ ନେଇ ବିଭିନ୍ନ ପ୍ରକାର ପରୀକ୍ଷା ନିରୀକ୍ଷା କରାଯାଉଛି। ଭାରତ ନିକଟରେ ବର୍ତ୍ତମାନ କୋଭିଶିଲ୍ଡ ଏବଂ କୋଭାକ୍ସିନ...

ଛାତ୍ରୀଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ଅସଦାଚରଣ ମାମଲା: ଜିଲାପାଳ, ଏସ୍‌ପିଙ୍କୁ ରିପୋର୍ଟ ତଲବ

ଲକ୍ଷ୍ନୌ, ୨୯ା୮(ପି.ଟି.): ଉତ୍ତରପ୍ରଦେଶ(ୟୁପି)ର ଶାହଜାହାନ୍‌ପୁର ଜିଲାରେ ଜଣେ ଆଇନ ଛାତ୍ରୀଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦ ଅସଦାଚରଣ କରିବା ନେଇ ଭିଡିଓ କ୍ଲିପ ସାମ୍ନାକୁ ଆସିବା...

ଏସ୍‌ପି-ବିଏସ୍‌ପି ମେଣ୍ଟ ଭାଙ୍ଗିଲା

ଲକ୍ଷ୍ନୌ,୪ା୬: ଭାଜପାକୁ କ୍ଷମତାଠାରୁ ଦୂରେଇ ରଖିବା ପାଇଁ ୫ ମାସ ତଳେ ଉତ୍ତରପ୍ରଦେଶରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ଏସ୍‌ପି-ମାୟାବତୀଙ୍କ ବିଏସ୍‌ପିକୁ ନେଇ ଗଠନ ହୋଇଥିବା ମେଣ୍ଟ...

୯ରେ ଜାମିନରେ ଆସିିବେ ଲାଲୁ

ପାଟନା, ୨୪ା୧୦: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଫସିଥିବା ଆର୍‌ଜେଡି ସୁପ୍ରିମୋ ଲାଲୁପ୍ରସାଦ ଯାଦବ ନଭେମ୍ବର ୯ରେ ଜାମିନ ପାଇ ଜେଲରୁ ମୁକୁଳିବେ। ଏନେଇ ପୁଅ ତଥା...

୩.୫ ଘଣ୍ଟାରେ ନାଗପୁରରୁ ମୁମ୍ବାଇ

ନାଗପୁର,୧୩।୨: ନାଗପୁରରୁ ମୁମ୍ବାଇ ମଧ୍ୟରେ ବୁଲେଟ ଟ୍ରେନ୍‌ ଚଳାଚଳ ପାଇଁ ଭାରତୀୟ ରେଲଓ୍ବେ ପ୍ରସ୍ତାବ ରଖିଛି। ସମୃଦ୍ଧି ଏକ୍ସପ୍ରେସ୍‌ ପ୍ରସ୍ତୁତ ହୋଇଗଲେ ଏହି ଦୁଇ ସହର...

ବଚ୍ଚନ ଦମ୍ପତି ଆଶ୍ୱସ୍ତ

ମୁମ୍ବାଇ,୨୪ ।୨: ବଲିଉଡ ଅଭିନେତା ଅମିତାଭ ବଚ୍ଚନ ଓ ଜୟା ବଚ୍ଚନଙ୍କୁ ତାଙ୍କ ଘର ‘ପ୍ରତିକ୍ଷା’ ମାମଲାରେ ବମ୍ବେ ହାଇକୋର୍ଟ ପକ୍ଷରୁ ଆଶ୍ୱସ୍ତି ମିଳିଛି ।...

Advertisement
Archives

Model This Week