ସମୁଦ୍ରରେ ଭାସିଗଲେ ୫ ଛାତ୍ର: ୪ ଉଦ୍ଧାର, ଜଣେ ନିଖୋଜ

ବାଲିଆପାଳ,୧୮।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ଡଗରା ବେଳାଭୂମିରେ ଜାମୁସୁଳି କଲେଜର ୫ ଛାତ୍ର ଗାଧୋଉଥିବା ସମୟରେ ସୋମବାର ସମୁଦ୍ରରେ ଭାସି ଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିବା ବେଳେ ସିଂଲା ଥାନା ଅଧୀନ ସାନ ଅସ୍ତି ଗ୍ରାମର ଅଭୟ ମହାନ୍ତିଙ୍କ ପୁଅ ଅନୁଭବ ନିଖୋଜ ଅଛନ୍ତି। ଖବରପାଇ ବାଲିଆପାଳ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି। ବାଲିଆପାଳ ଆଇଆଇସି ବିମଲ କୁମର୍‌ ନାୟକ ମଧ୍ୟ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ଅଫିସ ଘେରିଲେ ଆଦିବାସୀ

ଛତ୍ରପୁର,୨୮ା୧(ଡି.ଏନ.ଏ)-ଗଞ୍ଜାମ ଜିଲାର ବିଭିନ୍ନ ଆଦିବାସୀ ସଙ୍ଗଠନ ୭ ଦଫା ଦାବି ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଆଦିବାସୀ ଓ ପାରମ୍ପରିକ ବନବାସୀଙ୍କୁ ଜମି...

ସଙ୍କଟରେ ରୋଗୀସେବା, ଡିଏମ୍‌ ପାଠ୍ୟକ୍ରମ

କଟକ ଅଫିସ,୧୮ା୭: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଭାଗ ହେଉଛି ହେପାଟୋଲୋଜି ଏବଂ ଏଣ୍ଡୋକ୍ରାଇନୋଲୋଜି। କିନ୍ତୁ ଉଭୟ ବିଭାଗ ଏବେ ଡାକ୍ତର...

ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ

ବଡ଼ବିଲ,୧୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ସାନ୍ତବାହାଳ ଗ୍ରାମର ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ହାୟାରପୁର ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଜବତ ହୋଇ ଶନିବାର ବ୍ୟବଚ୍ଛେଦ...

ଗଞ୍ଜାମରେ ସମସ୍ତ ଧର୍ମାନୁଷ୍ଠାନ ୯ରୁ ବନ୍ଦ

ଛତ୍ରପୁର,୮।୧(ଡି.ଏନ୍‌.ଏ.): ରାଜ୍ୟରେ କରୋନା ଏବଂ ଓମିକ୍ରନ୍‌ ଭାରିଆଣ୍ଟ ବୃଦ୍ଧିକୁ ନେଇ ଚିନ୍ତା ବଢ଼ୁଥିବା ବେଳେ ପ୍ରଶାସନିକ ରଖି କଟକଣା କଡ଼ାକଡ଼ି କରାଯାଇଛି। ଏ ନେଇ ଗଞ୍ଜାମ...

କ୍ଲାସରୁମ୍‌ରେ ପିଲାଙ୍କ ସହ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୧୨।୧୨(ଡି.ଏନ୍‌.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲା ଗସ୍ତ କରିଛନ୍ତି। ଏହି ଅବସରରେ ହିଞ୍ଜିଳିକାଟୁସ୍ଥିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ପହଞ୍ଚିଥିଲେ ।...

ପୋଲିସ ଅଧିକାରୀ, ତାଙ୍କ ସ୍ତ୍ରୀ କରୋନା ପିଜିଟିଭ୍‌ ଚିହ୍ନଟ ଘଟଣା: ସିଡିଏ ସେକ୍ଟର-୯ରେ ଚାଲିଛି ସ୍ବାସ୍ଥ୍ୟ ପରୀକ୍ଷା, ସ୍ବାବ ସଂଗ୍ରହ

କଟକ ଅଫିସ,୧।୭: କଟକ ସହରର ସିଡିଏ ସେକ୍ଟର-୯କୁ କଟକ ମହାନଗର ନିଗମ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଜଣେ ପୋଲିସ ଅଧିକାରୀ ଏବଂ ତାଙ୍କ...

ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ପଡ଼ିଲା ମହଙ୍ଗା: ଜେଟିପି ନିଲମ୍ବିତ

ପୁରୀ ଅଫିସ, ୨୯।୬: ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ଜଣେ ଜଗନ୍ନାଥ ମନ୍ଦିର ଟେମ୍ପୁଲ ପୋଲିସ(ଜେଟିପି)ଙ୍କ ପାଇଁ ମହଙ୍ଗା ପଡିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ...

ଦ୍ବିତୀୟ ଦିନରେ ପଥରଖୋଲରୁ ବାହୁରୁନି ଡିଜେଲ; ଟାଙ୍କିକୁ ବଦନାମ କରିବାକୁ ଉଦ୍ୟମ: ମାଲିକ

ଦାରିଙ୍ଗବାଡ଼ି,୯।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଲଦପାଙ୍ଗା ଅଞ୍ଚଳରେ ଏକ ପଥରଖୋଲ ଭିତରୁ ଶନିବାର ଡିଜେଲ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଥିଲା। ମାତ୍ର ଏହି ଘଟଣାର...

Advertisement
Archives

Model This Week