ସମୁଦ୍ର ଅଶାନ୍ତ: ବେଳାଭୂମିରେ ଲାଗିଲା ନାଲି ପତାକା

ପୁରୀ ଅଫିସ, ୨୪ା୧୦: ଲଘୁଚାପ ଯୋଗୁ ପୁରୀ ସମୁଦ୍ର ଅଶାନ୍ତ ରହିଛି। ସାଧାରଣ ଦିନ ଅପେକ୍ଷା ଉଚ୍ଚ ଜୁଆର ଆସୁଛି। ଏହାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବିଭାଗ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ବେଳାଭୂମିର ୧ ନଂରୁ ୧୨ ନଂ. ଜୋନ ପର୍ଯ୍ୟନ୍ତ ରେଡ୍‌ ଫ୍ଲାଗ ଲଗାଯାଇଥିବା ବେଳେ ଡାକବାଜି ଯନ୍ତ୍ର ଯୋଗେ ପର୍ଯ୍ୟଟକଙ୍କୁ ସତର୍କ କରାଯାଇଛି। ସେହିପରି ଲାଇଫ୍‌ଗାର୍ଡମାନେ ବେଳାଭୂମିରେ ତୀକ୍ଷ୍ଣ ନଜର ରଖିଥିବାବେଳେ ସମୁଦ୍ରରେ ସ୍ନାନ ନ କରିବାକୁ ପର୍ଯ୍ୟଟକମାନଙ୍କୁ ପରାମର୍ଶ ଦେଇଥିଲେ। ଫଳରେ ସେମିତି କୌଣସି ଅଘଟଣ ହୋଇ ନ ଥିବା ଲାଇଫ୍‌ଗାର୍ଡ ଅଧିକାରୀ ଧନଞ୍ଜୟ ମଲ୍ଲିକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱାରଶୁଣି ଘାଟିରୁ ଖସିଲା ଟ୍ରକଜଣେ ମୃତ,୧ ଗୁରୁତର

ବାଙ୍ଗିରିପୋଷି,୧୩ା୮(ଡି.ଏନ୍‌.ଏ.)- ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ରବିବାର ବିଳମ୍ବିତ ରାତିରେ କଲିକତା ଅଭିମୁଖେ ଯାଉଥିବା ଏକ ଟ୍ରକ ୫୦ ଫୁଟ ତଳକୁ ଖସି ପଡିଛି। ଏହି ଦୁର୍ଘଟଣାରେ...

ପୁରୁଣା କାମକୁ ଦେଖାଇ ଅନୁଦାନ ଆତ୍ମସାତ୍‌

ନୂଆଗାଁ,୮।୨(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ସୁଧାର ଆସୁନାହିଁ । ଫଳରେ ଏହି...

ପାରାଦୀପରେ କଣ୍ଟେନର ଆମଦାନୀ-ରପ୍ତାନି ଆରମ୍ଭ

ପାରାଦୀପ,୧୧ା୭(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ଶନିବାର ପ୍ରଥମ କରି କଣ୍ଟେନର ଆମଦାନୀ-ରପ୍ତାନି ଆରମ୍ଭ ହୋଇଛି। ସାରେ ବନ୍ଦରର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ)ବର୍ଥରେ କଣ୍ଟେନର ବୋଝେଇ...

ଏସ୍‌ପିଙ୍କ ନିର୍ଦ୍ଦେଶ ପରେ ଜବରଦଖଲ ହଟିଲା

ଆସିକା,୧୮ା୧୦ (ଡି.ଏନ୍‌.ଏ.)- ଆସିକା ସରକାରୀ ଡାକ୍ତରଖାନା ସଂଲଗ୍ନ ବାଣୀବିହାର କଲ୍ୟାଣ ମଣ୍ଡପ ଠାରୁ ଡାକ୍ତରଖାନା ପାଚେରୀ ଯାଏ ଜବରଦଖଲକୁ ଗୁରୁବାର ପ୍ରଶାସନ ପକ୍ଷରୁ ହଟାଇ ଦିଆଯାଇଛି।...

ବରୀ ବ୍ଲକର ୪ କରୋନା ଆକ୍ରାନ୍ତ ସୁସ୍ଥ

ରତ୍ନଗିରି,୧୪।୫(ଡି.ଏନ୍‌.ଏ.)-ଯାଜପୁର ଜିଲାର ୧୫ କରୋନା ଆକ୍ରାନ୍ତ ଗୁରୁବାର ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ବରୀ ବ୍ଲକର ରହିଛନ୍ତି। ସେମାନେ ତଲକାଇପଡା, ଉଦୟନାଥପୁର ଓ...

ଦେଢ଼ଶୁରଙ୍କୁ ଆଜୀବନ କାରାଦଣ୍ଡ

ନିମାପଡ଼ା,୨।୧୨(ଡି.ଏନ୍‌.ଏ.): ନିମାପଡ଼ା ଅତିରିକ୍ତ ଜିଲା ଦୌରାଜଜ(ଏଡିଜେ)ଙ୍କ କୋର୍ଟରେ ଗୁୁରୁବାର ଏକ ହତ୍ୟାକାଣ୍ଡ ଘଟଣାର ରାୟ ପ୍ରକାଶ ପାଇଛି। ଦୌରାଜଜ ହତ୍ୟାକାଣ୍ଡରେ ସମ୍ପୃକ୍ତ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ...

ଜାତୀୟ ସ୍ବାର୍ଥକୁ ଦେଖି ନିଷ୍ପତ୍ତି ହେଉ

ପୁରୀ ଅଫିସ,୨୫ା୪: କରୋନା ଟାଣିଛି ଲକ୍ଷ୍ମଣରେଖା। ସିଂହଦ୍ୱାର ଡେଇଁ ପାରୁନାହାନ୍ତି ଭକ୍ତ। ମାସେରୁ ଊର୍ଦ୍ଧ୍ୱ ହେଲାଣି ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ଏବେ ମହାପ୍ରଭୁଙ୍କ...

ଆଜି ବଡ଼ଓଷା: ବିନା ଭକ୍ତରେ ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ଧବଳେଶ୍ୱର

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଆଜି ହେଉଛି ବଡ଼ଓଷା। ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ଆଠଗଡର ବାବା ଧବଳେଶ୍ୱର। ଭୋରରୁ ସମସ୍ତ ନୀତିକାନ୍ତି ସହ ୧୦୮ ଗରା ଜଳରେ ସ୍ନାନ...

Advertisement
Archives

Model This Week