ସମୁଦ୍ର ଓ ଆକାଶରେ ମିଳିତ ଭାବେ କାର୍ଯ୍ୟ କରିବେ ଭାରତ-ରୁଷିଆ: ମୋଦିଙ୍କ ଘୋଷଣା

ଭ୍ଲାଡିଭୋଷ୍ଟକ୍‌,୫।୯: ଭାରତ-ରୁଷିଆ ଏଣିକି ସମୁଦ୍ର ଏବଂ ଆକାଶରେ ମିଳିତ ଭାବେ କାର୍ଯ୍ୟ କରିବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଷ୍ଟର୍ଣ୍ଣ ଇକୋନୋମିକ୍‌ ଫୋରମରେ ଘୋଷଣା କରିଛନ୍ତି। ଭାରତ-ରୁଷିଆ ମଧ୍ୟରେ ୫୦ ଦ୍ୱିପାକ୍ଷିକ ଚୁକ୍ତି ହୋଇଥିବା ମୋଦି କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମୀର୍‌ ପୁଟିନ୍‌ ଲୋକ ସଭା ନିର୍ବାଚନ ପୂର୍ବରୁ ନିମନ୍ତ୍ରଣ କରିଥିବା ମୋଦି କହିଛନ୍ତି। ଏହି ଅବସରରେ ମୋଦି ରୁଷିଆର ପୂର୍ବାଞ୍ଚଳର ସମସ୍ତ ୧୧ ଗଭର୍ନରଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ ଦେଇଛନ୍ତି। ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲିଓ ଟଲଷ୍ଟୟଙ୍କ ନୀତି ପରସ୍ପରକୁ କିଭଳି ପ୍ରଭାବିତ କରିଥିଲା ସେ ନେଇ ମୋଦି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମକାକ୍ଷେତରେ ବିମାନ ଅବତରଣ

ମସ୍କୋ, ୧୭ା୮(ପି.ଟି.): ରୁଷିଆର ୟୁରାଲ ଏୟାରଲାଇନ୍ସ ଏ୩୨୧ ବିମାନ ୨୨୬ ଯାତ୍ରୀ ଓ ୭ କର୍ମଚାରୀଙ୍କୁ ନେଇ ଗୁରୁବାର ମସ୍କୋର ଝୁକୋଭସ୍କାୟା ବିମାନବନ୍ଦରରୁ କ୍ରିମିଆ ଅଭିମୁଖେ ଉଡ଼ାଣ...

ଗାଈ ଆଣ୍ଟିବଡ଼ିରୁ କରୋନା ଔଷଧ

ଓ୍ବାଶିଂଟନ, ୨୩।୬: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଥମିବାର ନାଁ ଧରୁନି। ଏପରିସ୍ଥଳେ ଆମେରିକାର ଏକ କମ୍ପାନୀ ଗାଈ ଆଣ୍ଟିବଡ଼ିରୁ କରୋନା ଔଷଧ ପ୍ରସ୍ତୁତ...

ପାକିସ୍ତାନରେ ଜଣେ ମୌଲାନାଙ୍କୁ ହତ୍ୟା, ବିନା ପ୍ରମାଣରେ ଭାରତ ଉପରେ ଦୋଷ ଲଦିଲେ ଇମ୍ରାନ ଖାନ୍‌

ଇସଲମାବାଦ,୧୧।୧୦: ପାକିସ୍ତାନର କରାଚିରେ ଜଣେ ପ୍ରଭାବଶାଳୀ ସୁନ୍ନି ମୌଲାନା ଆଦିଲ ଖାନଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଛନ୍ତି। ଏହି ହତ୍ୟାକୁ ସବୁଆଡେ ସମାଲୋଚନା କରାଯାଉଛି।...

ସୈନ୍ୟ ବାହିନୀ ବିମାନ ନିଖୋଜ: ୩୮ ଜଣଙ୍କ ପତ୍ତା ମିଳୁନି

ସାଣ୍ଟିଆଗୋ,୧୦।୧୨: ଚିଲିର ଏକ ସୈନ୍ୟ ବାହିନୀ ବିମାନ ନିଖୋଜ ହୋଇଛି। ବିମାନଟି ଚିଲିରୁ ଆଣ୍ଟାର୍କଟିକା ଉଡ଼ାଣ କରୁଥିଲା ବୋଲି କୁହାଯାଉଛି। ଏଥିରେ ୩୮ ଜଣ ଲୋକ...

ଆଇଏସ୍‌ ଆତଙ୍କବାଦୀ ସଙ୍ଗଠନକୁ ମୂଳୋତ୍ପାଟନ କରିବାକୁ ସଂକଳ୍ବ ନେଲେ ଘାନି

କାବୁଲ,୧୯।୮: ଆଫଗାନିସ୍ତାନ ରାଜଧାନୀ କାବୁଲରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ ପରେ ରାଷ୍ଟ୍ରପତି ଅଶରଫ ଘାନି ଆଇଏସ୍‌ ଆତଙ୍କବାଦୀଙ୍କ ସମସ୍ତ ସୁରକ୍ଷିତ ଶିବିରକୁ ଧ୍ୱଂସ କରିବାକୁ...

ଗାଜାରେ ଥମୁନି ସଂଘର୍ଷ

ଜେରୁଜେଲମ୍‌/ଗାଜା ସିଟି,୧୯ା୫: ବିବାଦୀୟ କ୍ଷେତ୍ର ଜେରୁଜେଲମ୍‌କୁ ନେଇ ଗତ ସପ୍ତାହରେ ଇସ୍ରାଏଲ୍‌ ଓ ପାଲେଷ୍ଟାଇନ୍‌ ମଧ୍ୟରେ ଆରମ୍ଭ ହୋଇଥିବା ରକ୍ତାକ୍ତ ସଂଘର୍ଷ ଥମିବାର ନାଁ ନେଉନାହିଁ।...

ପ୍ରତି ୧୦ ଜଣରେ ଜଣେ ହେବେ କରୋନା ପଜିଟିଭ!

ଜେନେଭା,୬ ।୧୦: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ)ସୋମବାର ଏକ ବୟାନରେ କହିଛି ବିଶ୍ୱରେ ପ୍ରତି ୧୦ ଜଣରେ ଜଣେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେବେ ।...

କୁକୁରକୁ ଡକ୍ଟରେଟ୍‌ ଡିଗ୍ରୀ

ରିଚ୍‌ମୋଣ୍ଡ୍‌,୧୯।୫: ମଣିଷକୁ ଡକ୍ଟରେଟ୍‌ ଡିଗ୍ରୀ ମିଳିଥାଏ। ତେବେ କୁକୁରକୁ ଏଭି ଡିଗ୍ରୀ ମିଳିବା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଭର୍ଜିନିଆର ଭେଟେରେନାରୀ ମେଡିସିନ୍‌ କଲେଜ...

Advertisement


Archives

Model This Week

Why Dharitri