ସମୁଦ୍ର ଜୁଆର ମାଡରେ ୩୦ ପରିବାରର ବାସଗୃହ ଧ୍ୱସ୍ତବିଧ୍ୱଂସ୍ତ

ଚିକିଟି,୨୮ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ କତୁରୁ ପଞ୍ଚାୟତ ସମୁଦ୍ରତଟବର୍ତ୍ତୀ ଗ୍ରାମ ରାମେୟାପାଟଣା ବୁଧବାର ସକାଳେ ପୁଣି ସମୁଦ୍ର ଜୁଆର ମାଡରେ କ୍ଷତିଗ୍ରସ୍ତ ହୋଇଛି। ଜୁଆର ମାଡରେ ୩୦ ପରିବାର ବାସଗୃହ ଧ୍ୱସ୍ତବିଧ୍ୱଂସ୍ତ ହୋଇଯାଇଛି। କେତେକ କ୍ଷତିଗ୍ରସ୍ତ ପରିବାରର ଲୋକମାନେ ସମ୍ପର୍କୀୟଙ୍କ ଘରେ ଆଶ୍ରୟ ନେଇଥିବାବେଳେ ଅନ୍ୟ କେତେକ ପରିବାର ଖୋଲା ଆକାଶ ତଳେ ପଡି ରହିଛନ୍ତିି। ଏହିଭଳି ବାରମ୍ବାର ସମୁଦ୍ର ଜୁଆର ମାଡିଆସି ରାମେୟାପାଟଣାବାସୀ କ୍ଷତିଗ୍ରସ୍ତ ହେଉଥିଲେ ସୁଦ୍ଧା ପ୍ରଶାସନ ଦୃଷ୍ଟି ଦେଉ ନ ଥିବାରୁ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ବୁଧବାର ମଧ୍ୟାହ୍ନରେ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଚିକିଟି ଅତିରିକ୍ତ ତହସିଲ୍‌ଦାର ଡ. ଶକ୍ତିପ୍ରସାଦ ଶ୍ରୀଚନ୍ଦନ, ରାଜସ୍ବ ନୀରିକ୍ଷିକ ଗିରିଜା ପ୍ରସାଦ ମଲ୍ଲିକ୍‌ ରାମେୟାପାଟଣାରେ ପହଞ୍ଚତ୍ ତଦନ୍ତ କରି ଫେରିଛନ୍ତି। ଏନେଇ ସବିଶେଷ ରିପୋର୍ଟ ଜିଲା ପ୍ରଶାସନକୁ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟକ୍ତିତ୍ୱକୁ ବିକାଶ କରେ ସଙ୍ଗୀତ

ସିମୁଳିଆ, ୧୧।୧୨-କଳା ମାଧ୍ୟମରେ ସମାଜ ଜୀବନକୁ ସରସ, ସୁନ୍ଦର କରି ଗଢ଼ିହେବ। ଏଭଳି ବିଶ୍ୱାସ ରଖି ଯନ୍ତ୍ର ସଙ୍ଗୀତ ଶିକ୍ଷାଲାଭ କରି ସାଧନା ଜାରି ରଖିବା...

ବସ ଚଳାଚଳ ଦାବିରେ ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୨୦।୮: ଗଞ୍ଜାମ ଜିଲା ଜଗଦଳପୁର, ନିମଖଣ୍ଡି ଲୋଚାପଡା ଅଞ୍ଚଳକୁ ଟାଉନ୍‌ ବସ୍‌ ଚଳାଚଳ ନେଇ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ ଗ୍ରାମବାସୀ ବ୍ରହ୍ମପୁର...

କରୋନା ମୁକାବିଲା ଚିନ୍ତା: ତାଲିମ ନେବେ ୧୬୨୦ ଆୟୁଷ ଡାକ୍ତର

ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ଏମ୍‌ବିବିଏସ୍‌ ଛାତ୍ରୀଛାତ୍ରଙ୍କୁ ତାଲିମ ଦେଇ ନିୟୋଜିତ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ହୋମିଓପାଥିକ, ଆୟୁର୍ବେଦିକ, ଏଏନ୍‌ଏମ୍‌ଙ୍କୁ...

କନ୍ଧମାଳରେ ବଳରାମ ଯୋଜନା ଦିଗହରା

ଫୁଲବାଣୀ ଅଫିସ, ୫ା୯:ରାଜ୍ୟ ସରକାର ଚାଷ, ଚାଷୀଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେଥିମଧ୍ୟରୁ ‘ବଳରାମ’ ଯୋଜନା ଅନ୍ୟତମ ା ୨୦୨୧ ଆର୍ଥିକ...

ଉଚ୍ଚ ବିଦ୍ୟାଳୟରେ ଚାରାରୋପଣ

ବୋଲଗଡ଼,୧୬ା୭(ଡି.ଏନ୍‌.ଏ.)-ବୋଲଗଡ଼ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ଓ ଅନ୍ୟାନ୍ୟ ସ୍ଥାନରେ ମଙ୍ଗଳବାର ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗେଡିଆପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ...

୧୫୬୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଆଜି

ଜଗତ୍‌ସିଂହପୁର ଅଫିସ, ୨୪ା୨: ଜଗତ୍‌ସିଂହପୁର ଜିଲାର ନାଉଗାଁ ଓ ଏରସମା ବ୍ଲକ ଅଞ୍ଚଳରେ ଗୁରୁବାର ୫ମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ହେବ। ଏ ନେଇ...

କୋଭିଡ୍‌ କଟକଣାରେ ଚାଲିବ ବଜେଟ ଅଧିବେଶନ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ହ୍ରାସ ପାଇଛି। ତେବେ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଥିବା ବିଧାନସଭାର ବଜେଟ ଅଧିବେଶନ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣାରେ...

ପୂର୍ବ ଶତ୍ରୁତା: ଡଙ୍ଗା, ଜାଲରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଗଞ୍ଜାମ, ୧୪।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟାସ୍ଥିତ ସମୁଦ୍ର କୂଳରେ ଥିବା ଡଙ୍ଗା ଓ ଜାଲରେ କେହି ଦୁର୍ବୃତ୍ତ ରବିବାର ରାତିରେ ନିଆଁ ଲଗାଇ ଦେଇଛନ୍ତି। ଏଥିରେ...

Advertisement
Archives

Model This Week