ସମୁଦ୍ର ଭିତରେ ବୋଇଂ ବିମାନ ବ୍ୟବହାର କରି ଥିମ୍‌ ପାର୍କ କରିବ ବାହାରିନ

ମନାମା,୧୪।୬: ପର୍ଯ୍ୟଟନ କ୍ଷେତ୍ରରେ ଏକ ସ୍ବତନ୍ତ୍ର ପରିଚୟ ପାଇଁ ବାହାରିନ ସରକାର ଏବେ ଏକ ନୂଆ ଉପାୟ ଆପଣେଇବାକୁ ଯାଉଛନ୍ତି। ଏଠାକାର ସରକାର ଆସନ୍ତା ଅଗଷ୍ଟରେ ସମୁଦ୍ର ମଧ୍ୟରେ ବୋଇଂ ବିମାନ ବ୍ୟବହାର କରି ଥିମ୍‌ ପାର୍କ ଖୋଲିବାକୁ ଯୋଜନା ରଖିଛନ୍ତି। ଏଥିପାଇଁ ଏକ ଲକ୍ଷ ବର୍ଗ କିଲୋମିଟର କ୍ଷେତ୍ରରେ ଏହି ଥିମ୍‌ ପାର୍କ ୭୦ ମିଟର ଲମ୍ବା ବୋଇଂ ୭୪୭ ବିମାନକୁ ସ୍ଥାପନ କରାଯିବ। ତେବେ ସମୁଦ୍ରରେ ବୁଡାଇବା ପୂର୍ବରୁ ବିମାନଟିକୁ ସ୍ବତନ୍ତ୍ର ଭାବେ ତିଆରି କରାଯିବ। ଏଥିରେ ପରିବେଶ ଅନୁକୂଳ ଜିନିଷ ବ୍ୟବହାର କରାଯିବା ସହ ଏହାର ଡାଇଓ୍ବିଙ୍ଗ ସାଇଟରେ ବାହାରିନ ମୋତିର ବ୍ୟବସାୟ ମଧ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସୌରମଣ୍ଡଳ ନବଗ୍ରହରେ ସାମିଲ୍‌ ହେଲା ପ୍ଲୁଟୋ

ଓ୍ବାଶିଂଟନ,୨୯।୮: ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ପୁଣିଥରେ ନବଗ୍ରହ ତାଲିକାରେ ପ୍ଲୁଟୋକୁ ସାମିଲ୍‌ କରାଯାଇଛି। ପୂର୍ବରୁ ୨୦୦୬ରେ ଏହା ସୌରମଣ୍ଡଳର ଗ୍ରହ ନୁହେଁ...

ପାଲେଷ୍ଟାଇନ୍‌ ସପକ୍ଷରେ ରାଲି ବେଳେ ବିସ୍ଫୋରଣ

ଇସ୍‌ଲାମାବାଦ,୨୧ା୫: ପାକିସ୍ତାନର ବେଲୁଚିସ୍ତାନରେ ଶୁକ୍ରବାର ପାଲେଷ୍ଟାଇନ୍‌ ସପକ୍ଷରେ ରାଲି କରାଯାଉଥିବା ବେଳେ ବିସ୍ଫୋରଣ ଘଟିଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ...

ପାକ୍‌ରେ ହିନ୍ଦୁ ମନ୍ଦିର ଭାଙ୍ଗିଲେ

ନୂଆଦିଲ୍ଲୀ, ୧୨।୧୦: ପାକିସ୍ତାନର ଦକ୍ଷିଣ ପୂର୍ବ ସିନ୍ଧ୍‌ ପ୍ରଦେଶର ବାଡିନ୍‌ ଜିଲା କାରିଓ ଘନ୍‌ଓ୍ବାରରେ ଥିବା ଏକ ହିନ୍ଦୁ ମନ୍ଦିରକୁ ଦୁର୍ବୃତ୍ତମାନେ ଭାଙ୍ଗିଦେଇଛନ୍ତି। ଏହାକୁ ନେଇ...

ପାକିସ୍ତାନରେ ସୁରକ୍ଷିତ ନୁହେଁ ଚତୁର୍ଥ ସ୍ତମ୍ଭ: ୬ବର୍ଷରେ କାର୍ଯ୍ୟରତ ୩୩ ଗଣମାଧ୍ୟମ ପ୍ରତିନିଧିଙ୍କୁ କରାଯାଇଛି ହତ୍ୟା

ଇସଲାମାବାଦ୍‌,୨୪।୧୧: ପାକିସ୍ତାନର ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ସୁରକ୍ଷିତ ନୁହେଁ। ଗତ ୬ ବର୍ଷରେ ଏଠାରେ କାର୍ଯ୍ୟରତ ୩୩ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା...

ୟୁରୋପରେ ବିଗୁଡ଼ୁଛି କରୋନା ସ୍ଥିତି

ମାଡ୍ରିଡ୍‌, ୧୭।୩: ପ୍ରାଣଘାତୀ କରୋନା ଭାଇରସ୍‌ ବିଶ୍ୱବ୍ୟାପୀ ଆତଙ୍କ ଖେଳାଇ ଥିବାବେଳେ ୟୁରୋପରେ ଏହା ସର୍ବାଧିକ ପ୍ରଭାବ ବିସ୍ତାର କରିଛି। ସ୍ପେନ୍‌ରେ ଗତ ୨୪ ଘଣ୍ଟା...

ମୋଦିଙ୍କ ସହ ସେଲ୍‌ଫି ନେଇ ଟୁଇଟ୍‌ କଲେ ଅଷ୍ଟ୍ରେଲିୟା ପ୍ରଧାନମନ୍ତ୍ରୀ

ଓସାକା,୨୯।୬: ଜି ୨୦ ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନର ଓସାକାରେ ପହଞ୍ଚିଛନ୍ତି। ଶୁକ୍ରବାର ପ୍ରଥମ ଦିନରେ ସେଠାରେ ବିଭିନ୍ନ ଦେଶର ବଡ ବଡ...

କରୋନା: ୨୪ ଘଣ୍ଟାରେ ୭୫ ମୃତ

ବେଜିଂ/ନୂଆଦିଲ୍ଲୀ,୫-୨: ସାରା ବିଶ୍ୱକୁ ଘାରିଛି କରୋନା ଭାଇରସ୍‌ ଆତଙ୍କ। ଚାଇନାର ଉହାନ ସହରରୁ ଏହା ବ୍ୟାପି ୨୫ ଦେଶକୁ କବଳିତ କଲାଣି। ଏଥିସହ ଚାଇନାରେ କେବଳ...

ମଧ୍ୟପ୍ରାଚ୍ୟକୁ ଟପୁଛି ଆଫ୍ରିକା

ଲଣ୍ଡନ,୫ା୧୨: ସହେଲ ଅଞ୍ଚଳରେ ସ୍ଥିରତା ଆଣିବା ପାଇଁ ଜାତିସଂଘର ୧୫,୦୦୦ ବହୁରାଷ୍ଟ୍ରୀୟ ସୈନ୍ୟଙ୍କ ନେତୃତ୍ୱ ନେଉଛି ଫ୍ରାନ୍ସ। ଅପରେଶନ ନ୍ୟୁକମ୍ବେ ନାମରେ ଚାଲିଥିବା ଏହି ୩...

Advertisement


Archives

Model This Week