Posted inଫୁରସତ

ସମ୍ପର୍କକୁ ସୃଦୃଢ଼ କରିବାକୁ ଚାହୁଁଛନ୍ତି କି.. କରନ୍ତୁ ଏଭଳି କିଛି..

ପାଖରେ ରହିଲେ ଭଲପାଇବା ବଢ଼ିବା ସହ ସମ୍ପର୍କ ଦୃଢ଼ ହୁଏ ବୋଲି କୁହାଯାଏ। ଦମ୍ପତିଙ୍କ କ୍ଷେତ୍ରରେ ମଧ୍ୟ ଏହି ଉକ୍ତିଟି ଲାଗୁ ହୋଇଥାଏ। ମାତ୍ର ଏହା ଭୂଲ ପ୍ରମାଣିତ ହେବାରେ ଲାଗିଲାଣି। ପାର୍ଟନର କାର୍ଯ୍ୟବ୍ୟସ୍ତତା କାରଣରୁ ଅନେକ ସମୟ ବାହାରେ ରହିଥାନ୍ତି। ଏ ନେଇ ଉଭୟଙ୍କ ମଧ୍ୟରେ ନିବିଡ଼ତା ବଢ଼ିଥାଏ। ଯେତେବେଳେ ସେମାନେ ଏକାଠି ହୋଇଥାନ୍ତି, ଏହି ଘଟଣା ତାଙ୍କୁ ସେତେବେଳେ ଜଣାପଡ଼ିଥାଏ । ମାତ୍ର ଏହି ଦୂରତା ୫ ଦିନରୁ ଅଧିକ ହେବା ଉଚିତ ନୁହେଁ ବୋଲି ଏକ ଗବେଷଣାରୁ ଏହା ଜଣାପଡ଼ିଛି।
ୟୁକେର ଟ୍ରାଭେଲଜ୍‌ ହୋଟେଲ୍‌ରେ କରାଯାଇଥିବା ଏହି ଗବେଷଣାରେ ୨୦୦୦ ଲୋକ ଅଂଶଗ୍ରହଣ କରିଥିଲେ। ଯେଉଁମାନେ କାର୍ଯ୍ୟବ୍ୟସ୍ତତା ନେଇ ସେମାନଙ୍କ ପାର୍ଟନରଙ୍କଠାରୁ ଦୂରରେ ଅଛନ୍ତି ସେମାନେ ଖୁସି ଅଛନ୍ତି ବୋଲି ଏଥିରୁ ଜଣାପଡ଼ିଛି। ହୋଟେଲରେ ଆକାଉଣ୍ଟ ଦାୟିତ୍ୱ ସମ୍ଭାଳୁଥିବା ରିଚାର୍ଡସ୍କୋଟ୍‌ (୩୫) ବିଭିନ୍ନ କାମ ପାଇଁ ବାହାରକୁ ଯାଇଥାନ୍ତି। ସେ କହିଛନ୍ତି ଜଣେ ଜଣଙ୍କ ଠାରୁ ଦୂରରେ ରହିବା ଜରୁରୀ ହୋଇଥାଏ। ଏପରି କରିବା ଫଳରେ ଜଣଙ୍କୁ ଅନ୍ୟକଜଣଙ୍କ ମହତ୍ତ୍ୱ ଅନୁଭବ ହୋଇଥାଏ। ସେମାନେ ଘରକୁ ଆସିବା ପରେ ତାଙ୍କୁ ସ୍ବାଗତ କରାଯାଉଥିବା ନେଇ ସେମାନେ ଅଧିକ ଖୁସିଥାନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri