Posted inଜାତୀୟ

ସମ୍ପର୍କୀୟଙ୍କ ଅଭିଯୋଗ: ୭ଲକ୍ଷ ଟଙ୍କା ଖର୍ଚ୍ଚ କରିବା ପରେ ଆଉ ଟଙ୍କା ନ ଥିବା ଜାଣି ଜୀବିତଙ୍କୁ ମୃତ ଘୋଷଣା କଲେ ଡାକ୍ତର

ଲକ୍ଷ୍ନୌ,୨।୭: ଡାକ୍ତର ଜଣେ ରୋଗୀଙ୍କୁ ମୃତ ଘୋଷଣା କରିବା ପରେ ସମ୍ପର୍କୀୟମାନେ ମୃତଦେହ ସଂସ୍କାର କରିବାକୁ ନେବା ପୂର୍ବରୁ ଘଟିଲା ଆଶ୍ଚର୍ଯ୍ୟ ଜନକ ଘଟଣା। ମୃତ ଘୋଷିତ ବ୍ୟକ୍ତିଙ୍କ ହାତ ଗୋଡ ଚାଲୁଥିବା ଲକ୍ଷ୍ୟ କରିଥିଲେ ତାଙ୍କର ଜଣେ ସମ୍ପର୍କୀୟ ଆଉ ଏହା ଜାଣିବା ପରେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ସେ ଭେଣ୍ଟିଲେଟରରେ ଥିବା ଜଣାପଡିଛି। ତାଙ୍କର ବ୍ରେନ୍‌ ଏପର୍ଯ୍ୟନ୍ତ ଡେଡ୍‌ ହୋଇନି ବୋଲି ଏବେ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି। ସୂଚନାଯୋଗ୍ୟ, ମହମ୍ମଦ ଫାରୁକ ନାମକ ଜଣେ ଯୁବକ ଜୁନ୍‌ ୨୧ରେ ଦୁର୍ଘଟଣାର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଚିକିତ୍ସା ଲାଗି ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ଚାଲିଥିବା ସମୟରେ ଗତ ସୋମବାର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଫାରୁକଙ୍କ ଭାଇ ମହମ୍ମଦ ଇରଫାନ୍‌ କହିଛନ୍ତି ଉକ୍ତ ଘରୋଇ ହସ୍ପିଟାଲରେ ସେମାନେ ଚିକିତ୍ସା ବାବଦକୁ ପ୍ରାୟ ୭ ଲକ୍ଷ ଟଙ୍କା ଦେଇଛନ୍ତି। ହେଲେ ଧୀରେ ଧୀରେ ଟଙ୍କା ସରିଯିବା କଥା ଡାକ୍ତର ଜାଣିବା ପରେ ସୋମବାର ଫାରୁକଙ୍କୁ ମୃତ ଘୋଷଣା କରିଥିବା ଭାଇ ଇରଫାନ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri