Posted inଖେଳ

ସମ୍ପର୍କୀୟ ଭଉଣୀଙ୍କୁ ଉଠାଇ ନେଇ ବିବାହ କରିଥିଲେ ଏହି କ୍ରିକେଟର୍‌

ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ତଥା ଷ୍ଟାର କ୍ରିକେଟର ସହିଦ ଆଫ୍ରିଦି ନିକଟରେ ୫ମ ଥର ପାଇଁ ବାପା ହୋଇଛନ୍ତି। ତାଙ୍କ ପତ୍ନୀ ପୁଣିଥରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ପୂର୍ବରୁ ମଧ୍ୟ ଆଫ୍ରିଦିଙ୍କର ୪ଟି ଝିଅ ଥିଲେ। ଏବେ ତାଙ୍କ ଘରକୁ ଆଉ ଜଣେ କନ୍ୟା ସନ୍ତାନ ଆସିଛନ୍ତି। ୫ମ କନ୍ୟା ସନ୍ତାନର ବାପା ହେବା ପରେ ଆଫ୍ରିଦି ନିଜେ ତାଙ୍କ ସମସ୍ତ ଝିଅମାନଙ୍କ ସହ ଉଠାଇଥିବା ଫଟୋକୁ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଫଟୋ ପୋଷ୍ଟ କରି ଆଫ୍ରିଦି ନିଜକୁ ଆଉ ଏକ କନ୍ୟା ସନ୍ତାନର ବାପା ହୋଇଥିବାରୁ ଧନ୍ୟ ମନେ କରିଛନ୍ତି। ଆଫ୍ରିଦିଙ୍କ ୪ କନ୍ୟା ସନ୍ତାନଙ୍କ ନାଁ ହେଉଛି ଆକସା, ଆନଶା, ଅଜୱା ଓ ଆସମରା। ଏହି ସବୁ ନାଁ ଆଫ୍ରିଦି ତାଙ୍କ ଫ୍ୟାନମାନଙ୍କ ଠାରୁ ବୁଝି ରଖିଛନ୍ତି। ଏବେ ଏହି ପରମ୍ପରାକୁ ଆଗକୁ ନେବା ପାଇଁ ସେ ଫ୍ୟାନମାନଙ୍କୁ ହିଁ ତାଙ୍କ ୫ମ କନ୍ୟା ସନ୍ତାନର ନାଁ କ’ଣ ରହିବ, ସେକଥା ପଚାରିଛନ୍ତି। ଆଫ୍ରିଦି ଏହି ପୋଷ୍ଟ କରିବା ପରେ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।
କିନ୍ତୁ ଜାଣିଛନ୍ତି ଆଫ୍ରିଦ୍‌ ନିଜ ସମ୍ପର୍କୀୟ ଭଉଣୀ ନାଦିଆଙ୍କୁ ଉଠାଇ ନେଇ ବିବାହ କରିଥିଲେ। ବିବାହ ପରେ ଉଭୟଙ୍କ ପରିବାର ତାଙ୍କ ଗ୍ରହଣ କରିଥିଲେ। ଆଫ୍ରିଦି ପାକିସ୍ତାନ ପାଇଁ ୨୭ଟି ଟେଷ୍ଟ, ୩୯୮ ଦିନିକିଆ ଓ ୯୯ଟି ଟି-୨୦ ମ୍ୟାଚ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri