ସମ୍ପର୍କ ବିଚ୍ଛେଦ ପୂର୍ବରୁ ଦେଇଥାଏ କିଛି ସଙ୍କେତ: ଜାଣନ୍ତୁ ସେ ସମ୍ପର୍କରେ…

ପାର୍ଟନରଙ୍କ ମଧ୍ୟରେ ପ୍ରାୟ ସମୟ ଛୋଟବଡ଼ କଥାକୁ ନେଇ ଝଗଡା ହୋଇଥାଏ। ପରେ ପୁଣି ଏହାର ସମାଧାନ କରି ସେମାନେ ପୂର୍ବ ପରି ମିଶିଥା’ନ୍ତି। ମାତ୍ର ସବୁ ସମୟରେ ଏହା ଭାବିବା ଭୁଲ, ଯେଉଁଠି ଏହି ଛୋଟଛୋଟ ମନୋମାଳିନ୍ୟରେ ସମ୍ପର୍କ ଭାଙ୍ଗିବାର ଆଶଙ୍କା ଦେଖାଯାଇଥାଏ। ତେବେ ଏହିସବୁ ଘଟଣାରେ କେତେକ ସଙ୍କେତ ଅଛି, ଯାହା ସୂଚାଏ ଆପଣଙ୍କ ପାର୍ଟନର ଆପଣଙ୍କଠାରୁ ଦୂରେଇ ଯାଉଛନ୍ତି ବୋଲି।

ପ୍ରଥମ, ଯଦି ପାର୍ଟନର ଆପଣଙ୍କୁ କଥା ଶେୟାର ନ କରନ୍ତି। ସମସ୍ତେ ସେମାନଙ୍କ ପାର୍ଟନରଙ୍କୁ ଅଧିକ ନିଜର ଭାବିଥାନ୍ତି। ସବୁ କଥା ସେମାନଙ୍କୁ କହୁଥିବା ବେଳେ ସମ୍ପର୍କ ବିଚ୍ଛେଦ ପୂର୍ବରୁ ଏହିସବୁ କଥା କହିବା ବନ୍ଦ କରି ଦେଇଥାଆନ୍ତି।

ଯଦି ପ୍ରତିଟି କଥାରେ ଉଭୟଙ୍କ ମଧ୍ୟରେ ଝଗଡା ହୁଏ ଏବଂ ସମାଧାନର ନାଁ ନିଏ, ତେବ ଜାଣନ୍ତୁ ସମ୍ପର୍କର ଶେଷ ସମୟ ଚାଲିଲାଣି।

ଅନେକ ସମୟରେ ସମ୍ପର୍କ ବିଚ୍ଛେଦ କଥା ଉଠିବା ପରେ ମଧ୍ୟ ଯଦି ପାର୍ଟନରଙ୍କୁ ଏ ସମ୍ପର୍କରେ କୌଣସି ଭାବନା କିମ୍ବା ପଶ୍ଚାତ୍ତାପ ନ ଆସେ, ତେବେ ଜାଣନ୍ତୁ ତାହା ଖୁବ୍‌ କମ୍‌ ଦିନ।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri