‘ସମ୍ପର୍କ ରଥ’ ଉଦ୍‌ଘାଟିତ: ମୋ ସରକାର କାର୍ଯ୍ୟକ୍ରମର କରିବ ପ୍ରଚାର

ଭବାନୀପାଟଣା,୧୮।୧(ଡି.ଏନ୍‌.ଏ.): ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଥୁଆମୂଳରାମପୁର, ଭବାନୀପାଟଣା କଳାହାଣ୍ଡି ଆନୁକୂଲ୍ୟରେ ‘ମୋ ସରକାର’ ପ୍ରଚାର ନିମନ୍ତେ ୨ଟି ‘ସମ୍ପର୍କ ରଥ’ଉଦ୍‌ଘାଟିତ ହୋଇଛି। ଏହି ଉସତ୍ବରେ ଏସ୍‌ସି ଏସ୍‌ଟି ବିଭାଗର ଅତିରିକ୍ତ ସଚିବ ରଘୁମଣି ଗମାଙ୍ଗ, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ପ୍ରକଳ୍ପ ପ୍ରଶାସକ ବିରଞ୍ଚତ୍ ନାରାୟଣ ଦରୱାନ ପ୍ରମୁଖ ଉପସ୍ଥିତ ଥାଇ ‘ସମ୍ପର୍କ ରଥ’ର ଶୁଭାରମ୍ଭ କରିଥିଲେ। ଉସତ୍ବରେ ଆଇଟିଡିଏର ପ୍ରୋଜେକ୍ଟ ମ୍ୟାନେଜର ଅବିନାଶ ମହାନ୍ତି ଉପସ୍ଥିତ ଥିଲେ। ମୋ ସରକାର କାର୍ଯ୍ୟକ୍ରମରେ ଆସନ୍ତା ଫେବୃୟାରୀ ୧୪ ଏବଂ ୧୯ରେ ଥୁ.ରାମପୁର ଏବଂ ଲାଞ୍ଜିଗଡ଼ ବ୍ଲକ ମହକୁମାଠାରେ ସମ୍ପର୍କ ଶିବିର ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri