Posted inଜାତୀୟ

ସମ୍ବର ହ୍ରଦରୁ ହଜାରେରୁ ଅଧିକ ପକ୍ଷୀଙ୍କ ମୃତଦେହ ଉଦ୍ଧାର

ଜୟପୁର,୧୨।୧୧: ରାଜସ୍ଥାନରେ ଥିବା ସମ୍ବର ହ୍ରଦରୁ ହଜାରେରୁ ଅଧିକ ପକ୍ଷୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ଏଥିରେ କେତେକ ବିଦେଶୀ ପକ୍ଷୀ ମଧ୍ୟ ରହିଥିବା କୁହାଯାଉଛି। ହ୍ରଦର ଜଳ ଦୂଷିତ ହେବା ଅବା କୌଣସି ଭୁତାଣୁ ଜନିତ ରୋଗରୁ ପକ୍ଷୀଙ୍କ ମୃତ୍ୟୁ ହୋଇଥିବା ସହକାରୀ ବନ୍ୟ ସଂରକ୍ଷକ ସଞ୍ଜୟ କୌଶିକ୍‌ ସୂଚନା ଦେଇଛନ୍ତି। ଏତେ ସଂଖ୍ୟକ ପକ୍ଷୀଙ୍କ ମୃତ୍ୟୁ ନେଇ ବନ୍ୟ ବିଭାଗର ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାପଟେନଙ୍କ ପାକିସ୍ତାନି ବନ୍ଧୁଙ୍କୁ ନେଇ ବଢୁଛି କଳହ

ଚଣ୍ଡିଗଡ଼,୨୩ ।୧୦: ପଞ୍ଜାବ କଂଗ୍ରେସରେ କଳହ ଥମିବାର ନାଁ ନେଉନି । କ୍ୟାପଟେନ-ସିଦ୍ଧୁଙ୍କ ମଧ୍ୟରେ ଆରମ୍ଭ ହୋଇଥିବା କଳହ ଏବେ ଅରୁସା ଆଲମଙ୍କ ପାଖରେ ପହଞ୍ଚିଲାଣି...

ଆଜି ବିବାହ କରିବେ ଟିନା ଡାବି

ଜୟପୁର,୨୦।୪: ଚର୍ଚ୍ଚିତ ଆଇଏଏସ ଅଫିସର ଟିନା ଡାବି ଏବଂ ଡ. ପ୍ରଦୀପ ଗାୱାଣ୍ଡେ ସହ ଆଜି ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଜୟପୁରରେ ଏକ...

‘ଏବେ ଓଓ୍ବାଇସି ପଢ଼ିବେ ହନୁମାନ ଚାଳିଶା’

ନୂଆଦିଲ୍ଲୀ,୫ା୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ ଜେ୍‌ରିଓ୍ବାଲ ଏବେ ହନୁମାନ ଚାଳିଶା ପାଠ କରିବା ଆରମ୍ଭ କରିଦେଇଛନ୍ତି। ଆଗକୁ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ମଧ୍ୟ ହନୁମାନ...

ମୁଖ୍ୟମନ୍ତ୍ରୀ ଯୋଗୀ ଲାପଟପ୍‌ ଚଳାଇ ପାରୁନାହାନ୍ତି, ଶୁଣିଛି ଫୋନ୍‌ ବ୍ୟବହାର ବି ଆସେନା: ଅଖିଳେଶ

ନୂଆଦିଲ୍ଲୀ,୧୩।୧୧: ୟୁପିରେ ଯୋଗୀ ସରକାର ନୁହେଁ ବରଂ ‘ଯୋଗ୍ୟ ସରକାର’ର ଆବଶ୍ୟକତା ରହିଛି। ଯିଏ ଲାପଟପ୍‌ କିପରି ପରିଚାଳନା କରୁଥିବ, ଇଣ୍ଟରନେଟ୍‌ ପରିଚାଳନା କରୁଥିବ। ହେଲେ...

୧୦ କୋଟି ଭାରତୀୟ ନେଇନାହାନ୍ତି ଦ୍ୱିତୀୟ ଡୋଜ୍‌ କରୋନା ଟିକା

ନୂଆଦିଲ୍ଲୀ,୨୦ା୧୦: ଗୋଟିଏ ପଟେ ଦେଶରେ ଟିକାକରଣ ସଂଖ୍ୟା ୯୯ କୋଟି ଅତିକ୍ରମ କରିଥିବା ବେଳେ ଅନ୍ୟପଟେ ଅଧିକାଂଶ ଲୋକ ଆଜି ପର୍ଯ୍ୟନ୍ତ କରୋନା ଟିକାର ଦ୍ୱିତୀୟ...

‘ସ୍ବାଧୀନତା ସମୟରେ ମୋଦି ପ୍ରଧାନମନ୍ତ୍ରୀ ଥିଲେ, କରତାରପୁର କରିଡର୍‌ ଭାରତରେ ଥାନ୍ତା’

ଚଣ୍ଡିଗଡ,୧୭।୨:ପଞ୍ଜାବ ବିଧାନସଭା ନିର୍ବାଚନ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଫିରୋଜପୁରରେ ଏକ ନିର୍ବାଚନ ରାଲିରେ ଶାହା କହିଛନ୍ତି, ଯଦି...

ଗାଜିପୁର ବର୍ଡରରେ ରାତାରାତି ୧୨ସ୍ତରୀୟ ବ୍ୟାରିକେଡିଂ: ଏନ୍‌ଏଚ୍‌-୨୪ ବନ୍ଦ

ନୂଆଦିଲ୍ଲୀ,୩୧।୧: କୃଷି ଆଇନକୁ ବିରୋଧ କରି ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ୨ମାସରୁ ଅଧିକ ଦିନ ଧରି ଆନ୍ଦୋଳନ ଜାରି ରହିଛି। ଗାଜିପୁର ବର୍ଡରରେ ଆନ୍ଦୋଳନକାରୀଙ୍କ...

ଦ୍ରୌପଦୀଙ୍କୁ ନେଇ ଭାଜପା-କଂଗ୍ରେସ କାଦୁଆ ଫିଙ୍ଗା…

ନୂଆଦିଲ୍ଲୀ, ୧୩।୭ :କଂଗ୍ରେସ ନେତା ତଥା ମୁଖପାତ୍ର ଅଜୟ କୁମାର ଏକ ବିବାଦ ଆରମ୍ଭ କରି କହିଛନ୍ତି ଯେ, ‘ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦ୍ରୀ ମୁର୍ମୁ...

Advertisement
Archives

Model This Week