ସମ୍ବଲପୁରରେ ବନ୍ଦ ପାଳନ

ସମ୍ବଲପୁର, ୮।୧(ବ୍ୟୁରୋ): ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି॥ ସମ୍ବଲପୁର ଜିଲାରେ ଏହି ବନ୍ଦ ପାଳନର ପଡିଛି। ଅଇଁଠାପାଲି, ଧନୁପାଲି, ଚାରଭାଟି, ଗୋଶାଳା ଛକ ପ୍ରଭୃତି ସ୍ଥାନରେ ଟ୍ରେଡ ୟୁନିୟନର କର୍ମକର୍ତ୍ତାମାନେ ପିକେଟିଂ କରି ବନ୍ଦ କରିଛନ୍ତି। ଫଳରେ ଦୋକାନ ବଜାର ସବୁ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଜ୍ଜ୍ୱଳ ଆଲୋକ ପାଇଁ ହାତୀ ବାଟବଣା

କେନ୍ଦୁଝର,୨୪।୫(ସ୍ବ.ପ୍ର.) ହାତୀମାନଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ଜଙ୍ଗଲାଞ୍ଚଳ ଦେଇ ଯାଇଥିବା ରାଜପଥ ଓ ଜାତୀୟ ରାଜପଥରେ ସୂଚନା ଫଳକ...

ଇତିହାସ ଦର୍ପଣ ସଦୃଶ: ଧର୍ମେନ୍ଦ୍ର

ସମ୍ବଲପୁର,୨୪ା୧(ବ୍ୟୁରୋ):ଇତିହାସ ଦର୍ପଣ ଭଳି, ଯେଉଁଥିରେ ପରାକ୍ରମ, ସଂଗ୍ରାମୀ, ପରମ୍ପରା, ସଂସ୍କୃତି ଆଦି ବିଷୟରେ ଜାଣିବାକୁ ମିଳିଥାଏ। ଇତିହାସ ବିନା ଭବିଷ୍ୟତ ପରିକଳ୍ପନା କରାଯାଇ ପାରିବ ନାହିଁ।...

ବାଇକ୍‌ ଲୁଟ ଘଟଣା, ପୁଣି ଜଣେ ଅଭିଯୁକ୍ତ ଗିରଫ

ବଡ଼ବିଲ, ୨୭ା୪(ସ୍ବ.ପ୍ର.)-ବାଇକ୍‌ ଚୋରି ଘଟଣାରେ କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଆଉ ଜଣେ ଅଭିଯୁକ୍ତଙ୍କୁ ରବିବାର ସୟାବାଲି ଅଞ୍ଚଳରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ...

ଟିପ୍ପର ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜାତୀୟ ରାଜପଥ ଅବରୋଧ

ଟିପ୍ପର ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜାତୀୟ ରାଜପଥ ଅବରୋଧ ଧର୍ମଶାଳା/ଜେନାପୁର,୧୩।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ...

ଗରିବ ହିତାଧିକାରୀଙ୍କୁ ମିଳୁନି ଚାଉଳ: ତଦନ୍ତ ଦାବି

ବାଲିଗୁଡା,୨୮।୫(ଡି.ଏନ.ଏ.)-ଲକଡାଉନ ବେଳେ କେହି ବି ଯେମିତି ଅନାହାରରେ ନ ରହିବେ ତାକୁ ଆଖି ଆଗରେ ରଖି କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ସମସ୍ତେ...

ବିଚ୍ଛିନ୍ନ ହେଲା ଜଟଣୀ-ପୁରୀ ରାସ୍ତା

ଖୋର୍ଦ୍ଧା ଅଫିସ/ ଜଟଣୀ(ଡି.ଏନ.ଏ)୩୧ା୮: ମହାନଦୀ ବନ୍ୟାଜଳ ଦୟା ନଦୀରେ ପ୍ରବେଶ କରିବା ପରେ ସ୍ଥିତି ସଙ୍ଗିନ ହୋଇଛି। ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକର ରାଜୁଆ ଓ...

କାମିନୀଙ୍କୁ ବରଣମାଳା ପିନ୍ଧାଇଲେ ଚନ୍ଦନେଶ୍ୱର

ଭୋଗରାଇ,୧୧।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କପର୍ବ ୪ ଅର୍ଘ୍ୟ ରବିବାର ଶେଷ ହୋଇଛି। ଦେବାଧିଦେବ ଚନ୍ଦନେଶ୍ୱରଜୀଉ ଏହି...

ହୋଟେଲରେ ବସି ଖାଇ ପାରିବେନି ଗ୍ରାହକ

ଟିଟିଲାଗଡ଼, ୧୨।୪: ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୌରାଞ୍ଚଳରେ ମଙ୍ଗଳବାରଠାରୁ ଉପଖଣ୍ଡରେ ଥିବା ଜଳଖିଆ ଦୋକାନ, ରେଷ୍ଟୁରାଣ୍ଟ ଓ ହୋଟେଲରେ...

Advertisement
Archives

Model This Week