ସମ୍ବଲପୁରରେ ମନଇଚ୍ଛା ଗଡୁଛି ଗାଡ଼ିମୋଟର

ସମ୍ବଲପୁର, ୩୧।୩ (ବ୍ୟୁରୋ)- କରୋନା ଭୂତାଣୁ ପ୍ରତିଷେଧକ ଭାବେ ଜନତା କର୍ଫ୍ୟୁ ଓ ପରେ ୨୧ ଦିନ ଲକ୍‌ ଡାଉନ କରାଯାଇଛି । ମଙ୍ଗଳବାର ସପ୍ତମ ଦିନରେ ପହଞ୍ଚତ୍ଛି ଲକ୍‌ ଡାଉନ। କିନ୍ତୁ ସମ୍ବଲପୁର ସହରରେ ଗାଡିମୋଟର ବେଧଡ଼କ ଭାବେ ଗଡ଼ୁଛି। ଜିଲା ପୋଲିସ ମଧ୍ୟ ଜନସାଧାରଣଙ୍କ ସହ ଯୁକ୍ତିତର୍କ କରି ନ ପାରି ହାତ ଟେକି ଦେଇଛି। ହେଲମେଟ ଓ ମାସ୍କ ବ୍ୟବହାର ନ କରି ଜନସାଧରଣ ବେଧଡକ ଭାବେ ଯାତାୟତ କରୁଛନ୍ତି । ତେବେ ଏ ନେଇ ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ, ଲକ୍‌ ଡାଉନ ଲାଗି ଘରେ ରହିବାକୁ ଲୋକଙ୍କୁ କୁହାଯାଉଛି, କିନ୍ତୁ ସେମାନେ ଓଲଟା ଯୁକ୍ତିତର୍କ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ: ଓ୍ବାର୍ଡସଭ୍ୟା ମୃତ, ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୪।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡୁଲୁରୀ ଅଞ୍ଚଳରେ ଗୁରୁବାର ଏକ ଅଘଟଣ ଘଟିଛି। ଗଛ ପଡ଼ିଯିବାରୁ ଅଟୋରେ ଯାଉଥିବା ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ...

ରାୟଗଡ଼ା ଜିଲା ମତ୍ସ୍ୟ କାର୍ଯ୍ୟାଳୟ: କର୍ମଚାରୀ ଅଭାବ, ସଫଳ ହେଉନି ଯୋଜନା

ରାୟଗଡ଼ା ଅଫିସ, ୪।୨- ରାଜ୍ୟ ସରକାର ମତ୍ସ୍ୟଚାଷୀଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ମତ୍ସ୍ୟ ପୋଖରୀ ଯୋଜନା, ମତ୍ସ୍ୟଜୀବୀ ପରିବାରର ପିଲାଙ୍କ ପାଇଁ ମେଧାବୃତ୍ତି ବ୍ୟବସ୍ଥା...

ବାଛରିକୁ ପିଟିପିଟି ମାରିଦେଲେ, ଯୁବକ ଗିରଫ

ବଇଣ୍ଡା,୯।୫(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ତଲେଇପଥର ଗ୍ରାମର ନଥିଲା ଭୋଇଙ୍କ ଏକ ବାଛୁରିକୁ ଶୁକ୍ରବାର ରାତିରେ କଟକ ଜିଲା ମାହାଙ୍ଗା ଥାନା ନିଆଳି ଗ୍ରାମର ଅମରେଶ୍ୱର...

ମୃତକଙ୍କ ସାଥୀ ପାଲଟିଛନ୍ତି ମହମ୍ମଦ ନୁହ

କେନ୍ଦ୍ରାପଡ଼ା ଅଫିସ,୩ା୧: କେନ୍ଦ୍ରାପଡ଼ା ସହର ଫକୀରାବାଦ ଗ୍ରାମର ମହମ୍ମଦ ନୁହ। ବୟସ ୬୬। ୧୬ ବର୍ଷ ଧରି ନିଃସ୍ବାର୍ଥପର ଭାବେ ନିଜ ସମ୍ପ୍ରଦାୟ ମୃତକଙ୍କ ସାଥୀ...

ଜନବସତିରେ ପଶିଲା ବାର୍‌ହା : ଲୋକେ ଆତଙ୍କିତ

ଉଦଳା,୨୮ା୫ (ଡି.ଏନ.ଏ) – ବନ୍ୟଜନ୍ତୁଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିିଛି ଜଙ୍ଗଲ। ଯାହାଫଳରେ ବିଭିନ୍ନ ସମୟରେ ସେମାନେ ଜନବସତି ମୁହଁ। ହେଉଛନ୍ତି। ମୟୂରଭଞ୍ଜ ଜିଲା ଉଦଳା ଏନଏସି...

ପ୍ରସାଦ ହିଁ ପାଉଣା

ଢେଙ୍କାନାଳ ଅଫିସ, ୧୮।୬ (ରତନ ନାୟାର):  ଭାବର ଠାକୁର ସେ। ଭକ୍ତର ଭଗବାନ ବି। ଭାଗ୍ୟରେ ଥିଲେ ମିଳେ ବିଶ୍ୱନିୟନ୍ତାଙ୍କ ସେବା କରିବାର ସୁଯୋଗ। ରସିକରାଜଙ୍କ...

ବୈତରଣୀ ନଦୀବନ୍ଧ ମରଣଯନ୍ତା

ପାଣିକୋଇଲି,୧୮ା୪(ଡି.ଏନ.ଏ.): କୋରେଇ ବ୍ଲକ ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ସମ୍ପୂର୍ଣ୍ଣ ବୈତରଣୀ ନଦୀବନ୍ଧ କଡ଼ରେ ଅବସ୍ଥିତ। ତେବେ ବାଲିଗାଡ଼ି ଚଳାଚଳ ଫଳରେ ବନ୍ୟା ସମୟରେ ନଦୀବନ୍ଧ ଭାଙ୍ଗିବାର...

ଖୋର୍ଦ୍ଧାରୁ ବାଂଲାଦେଶକୁ ଗୋଚାଲାଣ

ଖୋର୍ଦ୍ଧା ଅଫିସ,୧୬ା୧୨: ଖୋର୍ଦ୍ଧା ଜିଲାରେ ବେଧଡ଼କ ଭାବେ ଗୋଚାଲାଣ ଚାଲିଛି। ଖୋର୍ଦ୍ଧା, ସଦର, ଜଙ୍କିଆ, ବେଗୁନିଆ, ବୋଲଗଡ଼ ଓ ଟାଙ୍ଗୀ ଅଞ୍ଚଳରୁ ଦୈନିକ ୧୬ ଓ...

Advertisement
Archives

Model This Week