ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘର ବନ୍ଦ ପାଳନ

ଦେବଗଡ଼,୨୬।୯(ଡି.ଏନ୍‌.ଏ.) : ଦେବଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ପଞ୍ଚିମ ଓଡ଼ିଶା ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଗୁରୁବାର ସମସ୍ତ ସରକାରୀ, ବେସରକାରୀ, କୋର୍ଟ କଚେରୀ, ବ୍ୟାଙ୍କ ପିକେଟିଂ କରି ବନ୍ଦ କରାଯାଇଛି। ଏହି ବନ୍ଦରେ ଶିକ୍ଷାନୁଷ୍ଠାନ,ସ୍ବାସ୍ଥ୍ୟ, ଗମନାଗମନ,ବ୍ୟବସାୟ ପ୍ରତିଷ୍ଠାନକୁ ବାଦ୍‌ ଦିଆଯାଇଛି। ସଂଘର ସହାଭାପତି ରାଜୀବଲୋଚନ ପ୍ରଧାନଙ୍କ ନେତୃତ୍ୱରେ ସକାଳ ୧୦ଟାରୁ ଏହି ବନ୍ଦ ପାଳନ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ସଂଘର ସମ୍ପାଦକ ତରଣୀକାନ୍ତ ଦାଶ, ଉପସଭାପତି ବିକାଶ ପ୍ରଧାନ, ସହ ସମ୍ପାଦକ ଟିକେଶ୍ୱର୍‌ ଧଳ, କୋଷାଧ୍ୟକ୍ଷ ରାଜକିଶୋର ପ୍ରଧାନ, ମନୋଜ ପାଢ଼ୀ, ଦିଲୀପ ଗୁରୁ, ସଞ୍ଜୀବ ପ୍ରଧାନ, କ୍ଷେତ୍ରବାସୀ ମେହେର, ସଚ୍ଚିକାନ୍ତ ଦାଶ, ଶ୍ରୀବସ୍ୟ ମିଶ୍ରଙ୍କ ସମେତ ଅନ୍ୟ ଓକିଲମାନେ ସାମିଲ ଅଛନ୍ତି। ଆସନ୍ତା୨୭ ଓ ୩୦ ତାରିଖରେ ମଧ୍ୟ ବନ୍ଦ ପାଳନ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ରେଙ୍ଗାଳି ଡ୍ୟାମର୍‌ ୯ ନମ୍ବର ଗେଟ୍‌

କଣିହାଁ,୨୬।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀନଦୀର ରେଙ୍ଗାଳି ଡ୍ୟାମ୍‌ର ଗୋଟିଏ ଗେଟ୍‌ ଶନିବାର ଖୋଲାଯାଇଛି। ଜଳସ୍ତର ବୃଦ୍ଧି ଯୋଗୁ ପୂର୍ବାହ୍ନ ୯ଟା ୩୦ ମିନିଟ୍‌ରେ...

କୋଭିଡ୍‌ ନିୟମ ନମାନି ଭୋଜି, ସଙ୍ଗରୋଧ କେନ୍ଦ୍ରରେ ବଣ୍ଟାହେଲା ଖାଦ୍ୟ

ଦିଗପହଣ୍ଡି,୧ା୭(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ କୋଟିନଡା ପଞ୍ଚାୟତ ସିଦ୍ଧଖଣ୍ଡି ଗ୍ରାମରେ ମଙ୍ଗଳବାର ସରକାରଙ୍କ କୋଭିଡ-୧୯ ନିୟମ ଉଲ୍ଲଂଘନ କରି ବିବାହ ଭୋଜି ଚାଲିଥିବାବେଳେ ତହସିଲ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌...

ମାଟ୍ରିକ ପ୍ରଶ୍ନପତ୍ରରେ ତ୍ରୁଟି: ସେଟ୍‌ ‘ବି’ ରେ ସେଟ୍‌ ‘ଏ’ର ପ୍ରଶ୍ନ

ବରଗଡ଼ ଅଫିସ,୧୮ା୩: ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା(ଏଚ୍‌ଏସ୍‌ସି) ଅର୍ଥାତ୍‌ ମାଟ୍ରିକ ପରୀକ୍ଷାର ଶନିବାର ହୋଇଥିବା ସାମାଜିକ ବିଜ୍ଞାନ (ଇତିହାସ, ଭୂଗୋଳ)...

ପଥରରେ ଛେଚି ଯୁବକଙ୍କୁ ହତ୍ୟା, ହତ୍ୟାକାରୀ ଅଟକ

ବ୍ରହ୍ମପୁର ଅଫିସ,୫।୧୦: ବଡବଜାର ଥାନା ଅନ୍ତର୍ଗତ ପ୍ରେମନଗର ମୁଖ୍ୟ ରାସ୍ତାରେ ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ରାତିରେ ପଥରରେ ଛେଚି ହତ୍ୟା କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ...

ରଙ୍ଗହୀନ ଢେଙ୍କାନାଳ ରେଳଷ୍ଟେଶନ

ଢେଙ୍କାନାଳ ଅଫିସ, ୭।୨(ରତନ ନାୟାର): ପ୍ରତିବର୍ଷ ଆସୁଛି ରେଳବଜେଟ। ଓଡ଼ିଶା ଭାଗରେ ଦାବିଠାରୁ ଅଧିକ ଟଙ୍କା ପଡ଼ିଥିବା କହି କେନ୍ଦ୍ର ଦେଖାଉଛି ଗୋଲାପୀ ଚିତ୍ର। ଏହାକୁ...

ଉପନିର୍ବାଚନରେ ଗାଡ଼ି ନିୟୋଜିତ କଲେନି: ୧୪ ଗାଡ଼ି ମାଲିକଙ୍କୁ ନୋଟିସ

ଭଦ୍ରକ ଅଫିସ,୨୯।୧୦: ଧାମନଗର ଉପନିର୍ବାଚନ ପାଇଁ ଗାଡ଼ି ନିୟୋଜିତ ନ କରିବାରୁ ୧୪ ଗାଡ଼ି ମାଲିକଙ୍କୁ କାରଣଦର୍ଶାଅ ନୋଟିସ ଜାରି ହୋଇଛି। ସନ୍ତୋଷଜନକ ଉତ୍ତର ନ...

ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ଅଭିଯୋଗ

ବାଲିକୁଦା,୧୧।୨(ସ୍ବ.ପ୍ର.): ବନ୍ଦର ସାମୁଦ୍ରିକ ଥାନା ଅଧୀନ ଫୁଲୁପାଟଣା ଗ୍ରାମର ସୁଜିତ ବେହେରାଙ୍କ ସ୍ତ୍ରୀ ଟୁକୁନିଙ୍କ ମୃତଦେହ ତାଙ୍କ ଶୋଇବା ଘରୁ ଶନିବାର ରାତିରେ ଜବତ ହୋଇଛି।...

ସିଲ୍‌ ହେଲା ୨ ସିନେମା ହଲ୍‌

ରାୟଗଡ଼ା ଅଫିସ,୯ା୪: କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ସିନେମା ହଲ୍‌ ପରିସରରେ ଦର୍ଶକଙ୍କ ପ୍ରବଳ ଭିଡ଼ ଯୋଗୁ ରାୟଗଡ଼ାସ୍ଥିତ ଅଶୋକ ସିନେମା ହଲ୍‌ ଏବଂ ଉଦୟ ପ୍ଲାଜାକୁ...

Advertisement
Archives

Model This Week