ସମ୍ବଲପୁର ଗସ୍ତରେ ପୋଲିସ ଡିଜି: ଅପରାଧ ନିୟନ୍ତ୍ରଣ, ୫-ଟି କାର୍ଯ୍ୟକାରିତା ନେଇ ସମୀକ୍ଷା

ସମ୍ବଲପୁର,୬।୨(ବ୍ୟୁରୋ)-ପୋଲିସ ଡିଜି ଅଭୟ ଗୁରୁବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସିଛନ୍ତି। ଏହି ଅବସରରେ ଉତ୍ତରାଞ୍ଚଳ ଡିଭିଜନ ଜିଲାର ଏସ୍‌ପିମାନଙ୍କୁ ନେଇ ସେ ସମୀକ୍ଷା ବୈଠକ କରିଥିଲେ। ସାଇବର ଅପରାଧ, ନିଶା ଦ୍ରବ୍ୟ ଚୋରା ଚାଲାଣ ରୋକିବା, ରାଜ୍ୟ ବାହାରକୁ ଆସୁଥିବା ଅପରାଧୀଙ୍କୁ ନିୟନ୍ତ୍ରଣ କରିବା ଆଦି ଦିଗରେ ସେ ଆଲୋଚନା କରିଥିଲେ। ଏଥିସହ ୫-ଟି କିଭଳିି ଭାବେ କାର୍ଯ୍ୟକାରୀ ହେଉଛି ସେ ନେଇ ସମୀକ୍ଷା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କିଲୋ ୬ ଟଙ୍କାରେ ଶିକ୍ଷୟିତ୍ରୀ ବିକିଲେ ସ୍କୁଲ ବହି

ପାଟପୁର,୨୨ା୧୨-ଗଞ୍ଜାମ ଜିଲା ପାଟପୁର ଗ୍ରାମ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ବହିକୁ ଜଣେ ଶିକ୍ଷୟିତ୍ରୀ ୬ଟଙ୍କା କିଲୋରେ ବିକ୍ରି କରିଥିବା ଶନିବାର ଅଭିଯୋଗ ହୋଇଛି।...

ଅଧିକାରୀଙ୍କ ସମ୍ମୁଖରେ ସହକର୍ମୀ ଶିକ୍ଷକଙ୍କୁ ମାଡ଼ ମାରିଲେ ଶିକ୍ଷୟିତ୍ରୀ

କାଲିମେଳା,୧ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଟିଗଲ ପଞ୍ଚାୟତର ଏମ୍‌ପିଭି-୬୫ ଅପ୍‌ଗ୍ରେଡ୍‌ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟର ଦୁଇ...

ନନ୍ଦନକାନନ ଟିକେଟ କାଉଣ୍ଟର ବନ୍ଦ: ହଟହଟା ପର୍ଯ୍ୟଟକ

ଭୁବନେଶ୍ୱର,୭।୧(ବ୍ୟୁରୋ): ନନ୍ଦନକାନନ ଟିକେଟ କାଉଣ୍ଟରକୁ ବନ୍ଦ କରିଦିଆଯାଇଛି। ସରକାରଙ୍କ ନୂଆ କୋଭିଡ ନିୟମ ଅନୁଯାୟୀ, ଶୁକ୍ରବାରଠାରୁ ଫେବୃୟାରୀ ପହିଲା ପର୍ଯ୍ୟନ୍ତ ନନ୍ଦନକାନନ ଟିକେଟ କାଉଣ୍ଟର ବନ୍ଦ...

ଲୋକସେବା ଭବନର କନ୍‌ଭେନଶନ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର,୧୫-୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଲୋକସେବା ଭବନ ପରିସରରେ ନବନିର୍ମିତ ଅତ୍ୟାଧୁନିକ କନ୍‌ଭେନ୍‌ଶନ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। ୫୧୮୦ ବର୍ଗମିଟର ପରିମିତ ଅଞ୍ଚଳରେ ପ୍ରତିଷ୍ଠିତ ଏହି...

ପ୍ରଥମ ରିପୋର୍ଟ କାର୍ଡ ଦେବେ ମନ୍ତ୍ରୀ

ଭୁବନେଶ୍ୱର,୬ା୭(ବ୍ୟୁରୋ): ବିଜେଡି ଶାସନର ପଞ୍ଚମ ପାଳି ଆରମ୍ଭ ହୋଇଛି। ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ପାଳନ କରିବାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ରାଷ୍ଟ୍ରପତିଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ଲଗାତର ପଞ୍ଚମଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ...

ପାଟକୁରା ବିଧାନସଭା ନିର୍ବାଚନ: ଇଭିଏମ୍‌ରେ ୧୦ ପ୍ରାର୍ଥୀଙ୍କ ଭାଗ୍ୟ

କେନ୍ଦ୍ରାପଡା ଅଫିସ, ୨୧।୭: କେନ୍ଦ୍ରାପଡା ଜିଲାର ପାଟକୁରା ବିଧାନସଭା ଆସନ ପାଇଁ ଶନିବାର ମତଦାନ ଶେଷ ହୋଇଛି । ଏଥିସହିତ ଇଭିଏମ୍‌ରେ ୧୦ ପ୍ରାର୍ଥୀଙ୍କ ଭାଗ୍ୟ...

ପୋଲିସ ମେଡାଲ ଘୋଷଣା: ସାହସିକତା, ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୨୯ଜଣଙ୍କୁ ମିଳିବ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଶନିବାର ପୋଲିସ ମେଡାଲ ଘୋଷଣା କରାଯାଇଛି। ତିନୋଟି ବର୍ଗରେ ଓଡ଼ିଶାରୁ ମୋଟ ୨୯ଜଣ ପାଇବେ ମେଡାଲ। ସାହସିକତା ପାଇଁ...

Advertisement
Archives

Model This Week