ସମ୍ବଲପୁର ପୋଲିସର ଅଭିନବ ପଦକ୍ଷେପ: ମହିଳାଙ୍କ ସୁରକ୍ଷା ପାଇଁ ମହିଳା ପିସିଆର୍‌ ଭ୍ୟାନ୍‌, ବାଇକ୍‌ର ଶୁଭାରମ୍ଭ

ସମ୍ବଲପୁର, ୧୮।୧୨ (ବ୍ୟୁରୋ)- ସମ୍ବଲପୁର ଜିଲାପାଳ ମହିଳାଙ୍କ ସୁରକ୍ଷା ପାଇଁ ଆଉ ଏକ ପଦକ୍ଷେପ ଗ୍ରହଣ କରିଛ। ଅତ୍ୟାଧୁନିକ ବ୍ୟବସ୍ଥା ଥିବା ସ୍ବତନ୍ତ୍ର ମହିଳା ପିସିଆର୍‌ ଭ୍ୟାନ୍‌, ବାଇକ୍‌ର ଶୁଭାରମ୍ଭ କରାଯାଇଛି। ଉତ୍ତରାଞ୍ଚଳ ପୋଲିସ ଡିଆଇଜି ହିମାଂଶୁ ଲାଲ ବୁଧବାର ଏହାର ଶୁଭାରମ୍ଭ କରିଛନ୍ତି । ଏହି ପିସିଆର୍‌ରେ କେବଳ ମହିଳା ପୋଲିସ କର୍ମଚାରୀ ନିୟୋଜିତ ରହିବେ। ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ସମ୍ବେଦନଶୀଳ ସ୍ଥାନରେ କାର୍ଯ୍ୟ କରିବେ। ଏହି ପିସିଆର୍‌ରେ ଜିପିଆର୍‌ଏସ୍‌ ସୁବିଧା ରହିଛି । ପୋଲିସ କଣ୍ଟ୍ରୋଲ ରୁମ୍‌ରୁ ଏହାକୁ ନିୟନ୍ତ୍ରଣ କରାଯିବ। ଏହାସହ ଏକ ହ୍ବାଟ୍ସଆପ୍‌ ନମ୍ବର ଦିଆଯାଇଛି । ଏଥିରେ ଯେକୌଣସି ସ୍ଥାନରେ ଅସୁବିଧାରେ ଥିଲେ ମହିଳାମାନେ ମେସେଜ୍‌ କରି ଜଣାଇପାରିବେ। ସଙ୍ଗେ ସଙ୍ଗେ ସେମାନଙ୍କୁ ପୋଲିସ ସୁବିଧା ଯୋଗାଇ ଦିଆଯିବ ବୋଲି ସମ୍ବଲପୁର ଏସ୍‌ପି କନୱର ବିଶାଳ ସିଂ ସୂଚନା ଦେଇଛନ୍ତି । ଏହି ଅବସରରେ ଜିଲାର ବିଭିନ୍ନ ଥାନାଧିକାରୀ ଉପସ୍ଥିତ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍ଗାଲୋର ଫେରନ୍ତା ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୩ା୯- କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଞ୍ଚଳରେ ବାଙ୍ଗାଲୋରରୁ ଫେରିଥିବା ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ କାଶିନିପଦର ପଞ୍ଚାୟତ ତଳପଡା ଗ୍ରାମର...

ରାୟଗଡ଼ା ଜଳାର୍ଣ୍ଣବ: ଲଗାଣ ବର୍ଷାରେ ଧୋଇଗଲା ରେଲଓ୍ବେ ଟ୍ରାକ

ରାୟଗଡା ଅଫିସ/ମୁନିଗୁଡ଼ା/ଅମ୍ବାଦଳା, ୭।୮(ଡି.ଏନ୍‌.ଏ.): ଗତ ୪୦ ଘଣ୍ଟାରୁ ଅଧିକ ସମୟ ଧରି ଲଗାଣ ବର୍ଷା ଯୋଗୁ ରାୟଗଡ଼ାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ସବୁଠୁ...

ଭୁବନେଶ୍ୱର ଦେଇ ବିଶାଖାପାଟଣାରୁ ଆଲ୍ଲାହାବାଦ ଆଉଏକ ସ୍ପେଶାଲ ଟ୍ରେନ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ବିଶାଖାପାଟଣାରୁ ଆଲ୍ଲାହାବାଦକୁ ଆଉ ଏକ ସ୍ବତନ୍ତ୍ର ଟ୍ରେନ ଭାୟା ଭୁବନେଶ୍ୱର ଦେଇ ଚଳାଚଳ ଆରମ୍ଭ କରିଛି। ଶୀତ ଋତୁ ଓ ପୂଜା ସମୟରେ...

ବ୍ରାହ୍ମଣୀ ନଦୀଶଯ୍ୟାରୁ ବେଆଇନ ମାଟି ଉଠାଣ

ପଟ୍ଟାମୁଣ୍ଡାଇ,୯ା୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳ ଦେଇ ଯାଇଥିବା ବ୍ରାହ୍ମଣୀ ନଦୀ ଶଯ୍ୟାରୁ ବେଆଇନ ଭାବେ ଦୈନିକ ଶହ ଶହ ଟ୍ରିପ୍‌ ବାଲି ଉଠାଇ ନେଇ...

ନିର୍ବାଚନ ସରିଲା, ତେଲ ଦର ବଢ଼ିଲା

ଭୁବନେଶ୍ୱର,(ବ୍ୟୁରୋ) ନୂଆଦିଲ୍ଲୀ,୫ା୫: ଦେଶବାସୀ ଯାହା ଆଶଙ୍କା କରୁଥିଲେ ତାହା ବର୍ତ୍ତମାନ ସତ ହୋଇଛି। ପଶ୍ଚିମବଙ୍ଗ ସମେତ ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ...

ଭାରିଯାନ କବଳରେ ୫୨୦ ନମ୍ବର ଜାତୀୟ ରାଜପଥ

ବଡବିଲ,୯।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ଖଣିସମ୍‌ୃଦ୍ଧ ଯୋଡା-ବଡବିଲ ଅଞ୍ଚଳ ଦେଇ ଯାଇଥିବା ୫୨୦ ନମ୍ବର ଜାତୀୟ ରାଜପଥ, ରାଜ୍ୟ ରାଜପଥ ଓ ବିଭିନ୍ନ ରାସ୍ତା ଉପରେ ଭାରିଯାନ ରଖାଯାଉଥିବା...

ଏସ୍‌ଆଇଟିର ଗିରଫଦାରି ପରେ ଅନେକ ପ୍ରଶ୍ନ

ନୟାଗଡ଼ ଅଫିସ,୨୨।୧୨: ପରୀ ଅପହରଣ ଓ ହତ୍ୟା ଘଟଣାରେ ଏସ୍‌ଆଇଟି ଜଣେ ଛାତ୍ରଙ୍କୁ ଗିରଫ କରିବା ପରେ ସାଧାରଣରେ ନାନା ପ୍ରଶ୍ନ ଉଠିଛି। ସାଢ଼େ ୪...

ଘରେ ପହଞ୍ଚିବ ମାଇଗ୍ରେଶନ ସାର୍ଟିଫିକେଟ

ସମ୍ବଲପୁର,୨୭ା୧୦(ବ୍ୟୁରୋ): ମାଇଗ୍ରେଶନ ସାର୍ଟିଫିକେଟ ପାଇଁ ଛାତ୍ରୀଛାତ୍ରଙ୍କୁ ଆଉ ବିଶ୍ୱବିଦ୍ୟାଳୟ ଆସି ଧାଡ଼ିରେ ଛିଡା ହୋଇ ଆବେଦନ କରିବାକୁ ପଡ଼ିବ ନାହିଁ। ଅନ୍‌ଲାଇନରେ ଆବେଦନ କରିବା ପରେ...

Advertisement
Archives

Model This Week