ସମ୍ବଲପୁର ରେଳ ମଣ୍ଡଳ ଅଫିସରେ ହାଣ୍ଡ ଫ୍ରି ସାନିଟାଇଜର ମେଶିନ୍‌ ବସିଲା

ସମ୍ବଲପୁର,୨।୫(ବ୍ୟୁରୋ):ମହାମାରୀ କୋଭିଡ- ୧୯ ସଂକ୍ରମଣକୁ ରୋକିବା ନେଇ ସମ୍ବଲପୁର ରେଳ ମଣ୍ଡଳ ପ୍ରବନ୍ଧକ ଅଫିସରେ ବିବିଧ କାର୍ଯ୍ୟକ୍ରମ ହାତକୁ ନେଇଛି । ଏହି କ୍ରମରେ ଶନିବାର ୨ଟି ହାଣ୍ଡ ଫ୍ରି ସାନିଟାଇଜର ଡିସପେନ୍ସର ସ୍ଥାପନ କରାଯାଇଛି । ସମ୍ବଲପୁର ମଣ୍ଡଳ ଯାନ୍ତ୍ରିକ ବିଭାଗ ଦ୍ୱାରା ନୂଆ ଭାବେ ଏହାକୁ ତିଆରି କରାଯାଇଛି । ଏହାଦ୍ୱାରା ଅଫିସକୁ ଆସୁଥିବା କର୍ମଚାରୀ, ଅଧିକାରୀମାନେ ହାତ ନ ଲଗାଇ ଗୋଡରେ ଏହାକୁ ବ୍ୟବହାର କରିପାରିବେ, ଯଦ୍ୱାରା ଜୀବାଣୁ ମୁକ୍ତ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri