ସମ୍ବଲପୁର-ସୋନପୁର ସୀମାକୁ ସିଲ୍‌ କଲା ଧମା ପୋଲିସ

ଧମା, ୧।୪ (ଡି.ଏନ.ଏ.)-ରାଜ୍ୟ ସରକାରଙ୍କ କୋଭିଡ- ୧୯ ସୁରକ୍ଷା କଡାକଡିକୁ ନେଇ କରାଯାଇଥିବା ନିଷ୍ପତ୍ତି ପରେ ସମସ୍ତ ରାଜ୍ୟ ଓ ଜିଲା ସୀମାକୁ ସିଲ କରାଯାଇଛି । କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଓ କୋଭିଡ- ୧୯ ତଥା ମେଡିକାଲ ସେବା ଛଡା ଅନ୍ୟ କୌଣସି ଦୁଇଚକିଆ ଓ ଚାରିଚକିଆ ଯାନକୁ ଛଡା ନ ଯିବାକୁ କଡା ତାଗିଦ କରାଯାଇଛି । ଏହି ପରିପ୍ରେକ୍ଷୀରେ ସୋନପୁର- ସମ୍ବଲପୁର ୧୫ ନମ୍ବର ରାଜ୍ୟ ରାଜପଥର ଲରାସରା ସୀମାଠାରେ ବ୍ୟାରିକେଡ୍‌ ଦେଇ ରାସ୍ତା ବନ୍ଦ କରାଯାଇଛି । ଏଠାରେ ସମ୍ବଲପୁର ରିଜର୍ଭ ପୋଲିସର ୪ଜଣ, ଦେଓଗାଁ ହାଇସ୍କୁଲ ଓ ୟୁପି ସ୍କୁଲର ୮ଜଣ କର୍ମଚାରୀଙ୍କ ସହ ଧମା ବନ ବିଭାଗର ୨ଜଣ କର୍ମଚାରୀଙ୍କୁ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତ ଶିଶୁର ମୃତଦେହକୁ ଝୁଣି ଖାଉଛି କୁକୁର, ବିଚଳିତ କରୁଛି ଦୃଶ୍ୟ

ବଲାଙ୍ଗୀର ଅଫିସ, ୭।୧୦- ବଲାଙ୍ଗୀର ସହରରେ ଗୁରୁବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଏକ ନବଜାତ ଶିଶୁର ମୃତଦେହକୁ ବୁଲା କୁକୁର ପାଟିରେ...

‘ଗାନ୍ଧିଜୀଙ୍କ ଅହିଂସା ଆନ୍ଦୋଳନ ଏକ ଅମୋଘ ଅସ୍ତ୍ର ଥିଲା’

ଛତ୍ରପୁର,୨ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମରେ ଜିଲାସ୍ତରୀୟ ୧୫୪ ତମ ଜାତିରଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ୍‌ ବାହାଦୂରଶାସ୍ତ୍ରୀଙ୍କ ୧୧୯ତମ ଜୟନ୍ତୀ ଜିଲା ସୂଚନା ଓ...

ନିମ୍ନମାନର ଖାଦ୍ୟକୁ ନା

ଢେଙ୍କାନାଳ ଅଫିସ, ୨୮।୯: ପାର୍ବଣ ଋତୁ ହେଉଛି ବ୍ୟବସାୟର ସମୟ। ବ୍ୟବସାୟୀମାନେ ଏହି ଦୁଇମାସକୁ କରିଥାଆନ୍ତ ଅପେକ୍ଷା। ଅଧିକ ଲାଭ ମନାଭାବ ହେଉ କି ସଚେତନତାର...

ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୩ା୨(ସ୍ବ.ପ୍ର.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କେନ୍ଦୁଝର ଗସ୍ତରେ ଆସିବେ। ଏହି ଅବସରରେ ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନାର ଲୋକାର୍ପଣ କରିବା ସହ ଅନ୍ୟାନ୍ୟ...

ରାସ୍ତାରେ ପଡ଼ିଲା ଗଛ, ଅଟକି ରହିଲା ଗାଡ଼ି

ପାଟଣା,୧୪।୮(ସ୍ବ.ପ୍ର.): ଲଗାଣ ବର୍ଷାରେ ୨୨୦ ନମ୍ବର ଜାତୀୟ ରାଜପଥ ପାଟଣା- କରଞ୍ଜିଆ ରାସ୍ତାର ସାହାରପଡ଼ା ଉଦୟପୁର ଛକ ନିକଟରେ ଏକ ଗଛ ପଡ଼ିଯାଇଛି। ଗଛଟି ଶନିବାର...

ବାପାଙ୍କୁ ଘାରିଛି ପୁଅକୁ ଡାକ୍ତର କରିବା ଚିନ୍ତା

ରାଜକନିକା,୧।୬(ଡି.ଏନ.ଏ.): ସବୁ ଛାତ୍ରୀଛାତ୍ର ନିଜ ଲକ୍ଷ୍ୟ ପୂରଣ କରିବା ପାଇଁ ଦିନରାତି ଏକାଠି କରି ଦିଅନ୍ତି। ସେମାନେ କଠିନ ପରିଶ୍ରମ କରି ଭବିଷ୍ୟତ ପାଇଁ ବହୁ...

ବ୍ରହ୍ମପୁର ମହାନଗର ନିଗମ : ବିଲ୍‌ଡିଂ ଟିକସ ବାବଦ ବକେୟା ୬.୫୩ କୋଟି

ବ୍ରହ୍ମପୁର ଅଫିସ,୨୧ା୬- ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ର ୨୦୧୮-୧୯ ଆର୍ଥିକ ବର୍ଷ ସୁଦ୍ଧା ଆଦାୟ ହୋଇପାରିନି ହୋଲଡିଂ (ଘର) ଟିକସ ବାବଦ ୬ କୋଟି ୫୩...

ମାଲକାନଗିରି: ତୃତୀୟ ରାଉଣ୍ଡରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରେ ତୃତୀୟ ରାଉଣ୍ଡ ଗଣତିରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ତୃତୀୟ ରାଉଣ୍ଡ ସୁଦ୍ଧା ଆଦିତ୍ୟ ମାଢ଼ି...

Advertisement
Archives

Model This Week