Posted inଜାତୀୟ

ସମ୍ବିଧାନ ଆଧାରିତ କବିତା ଲେଖି ସମ୍ମାନିତ ହେଲେ ଆଇପିଏସ୍‌ ଅଫିସର

ନୂଆଦିଲ୍ଲୀ, ୩୧।୮: ଦିଲ୍ଲୀ ପୋଲିସ ସ୍ପେଶାଲ କମିଶନର ସୁନିଲ କୁମାର ଗୌତମ ସମ୍ବିଧାନ ଆଧାରିତ କବିତା ସଂକଳନ ‘ସମ୍ବିଧାନ କାବ୍ୟ’ ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ସମ୍ମାନିତ ହୋଇଛନ୍ତି। ପୂର୍ବରୁ ସେ ପୁଡୁଚେରିର ପୋଲିସ ମହାନିର୍ଦ୍ଦେଶକ ଥିଲେ। ବୁଧବାର ‘ପୋଲିସ ରିସର୍ଚ୍ଚ ଆଣ୍ଡ ଡେଭଲପ୍‌ମେଣ୍ଟ ବ୍ୟୁରୋ’ର ୪୯ତମ ପ୍ରତିଷ୍ଠା ଦିବସରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ତାଙ୍କୁ ସମ୍ମାନିତ କରାଯାଇଛି।
ଗୌତମ ଜଣେ ପୋଲିସ ଅଫିସର ହୋଇଥିଲେ ହେଁ ସେ ଭାରତୀୟ ସମ୍ବିଧାନକୁ ଆଧାର କରି ହିନ୍ଦୀରେ ଅନେକ କବିତା ଲେଖିଛନ୍ତି। ଏହା ଭବିଷ୍ୟତ ପିଢ଼ି ପାଇଁ ଖୁବ୍‌ ଉପଯୋଗୀ ହେବ ବୋଲି ମନେକରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଚକ୍‌ମା ଦେଲା ଟିଡିପି: ଫସରଫାଟିଲା ରଣନୀତି

ନୂଆଦିଲ୍ଲୀ,୧୯।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଆଶାବାଦୀ ଥିଲେ ଯେ ସରକାରଙ୍କ ସବୁଠୁ ବଡ ସହଯୋଗୀ ଟିଡିପି ବାଚସ୍ପତି ପଦବୀ ପାଇଁ ଦାବି କରିବେ। ବାଚସ୍ପତି ପଦ...

ଆଇସକ୍ରିମ୍‌ରୁ ବାହାରିଥିବା କଟା ଆଙ୍ଗୁଠି କାହାର ଥିଲା? ମୁମ୍ବାଇ ପୋଲିସ କଲା ଖୁଲାସା

ମୁମ୍ବାଇ: ମହାରାଷ୍ଟ୍ରର ମୁମ୍ବାଇରେ ଜୁନ ୧୩ରେ ଆଇସ୍‌କ୍ରିମରୁ ମଣିଷର କଟା ଆଙ୍ଗୁଠି ବାହାରିବା ଘଟଣା ସାମ୍ନାକୁ ଆସିଥିଲା। ଏହା ଅନେକଙ୍କୁ ଚକିତ କରିଥିବା ବେଳେ ପୋଲିସ...

ଅଯୋଧ୍ୟା ରାମ ମନ୍ଦିର ସୁରକ୍ଷାରେ ନିୟୋଜିତ ଯବାନଙ୍କୁ ଗୁଳି

ନୂଆଦିଲ୍ଲୀ, ୧୯।୬: ଅଯୋଧ୍ୟା ରାମ ମନ୍ଦିରର ସୁରକ୍ଷାରେ ନିୟୋଜିତ ଥିବା ସ୍ପେଶାଲ ସିକ୍ୟୁରିଟି ଫୋର୍ସର ଜଣେ ଯବାନଙ୍କର ସନ୍ଦିଗ୍ଧ ଅବସ୍ଥାରେ ଗୁଳି ଲାଗିବାରୁ ମୃତ୍ୟୁ ହୋଇଛି...

ଯେ କୌଣସି ସମୟରେ ଭାଙ୍ଗି ପାରେ ମୋଦି ସରକାର, ତାଙ୍କର ଅନେକ ନେତା ରହିଛନ୍ତି ଆମ ସମ୍ପପର୍କରେ: ରାହୁଲ

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ବିଦେଶୀ ଗଣମାଧ୍ୟମ ସହିତ କଥାବାର୍ତ୍ତା କରୁଥିବାବେଳେ ଏକ ଛୋଟ ଭୁଲ ଯୋଗୁଁ ମୋଦି ସରକାର ଭାଙ୍ଗିଯାଇ ପାରନ୍ତି ବୋଲି...

ପ୍ରବଳ ବର୍ଷା, ୨୬ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୧୯।୬: ଭାରତର କିଛି ରାଜ୍ୟରେ ହିଟ୍‌ୱେଭ୍‌ ଜାରି ରହିଥିବା ବେଳେ ଆଉ ଏକ ରାଜ୍ୟରେ ଲାଗି ରହିଥିବା ବର୍ଷା ସରକାରଙ୍କ ଚିନ୍ତା ବଢ଼ାଇଛି ।...

ଏହିକଥା ପାଇଁ ପିଲାଦିନେ ମାଆଙ୍କୁ ବିରକ୍ତି କରାଉଥିଲେ ରାହୁଲ, ଜେଲ୍‌ରେ ଥାଇ ନେହେରୁ ଦେଇଥିଲେ ନାଁ, ଜାଣନ୍ତୁ ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ….

ନୂଆଦିଲ୍ଲୀ,୧୯।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ଦଳର ଏମପି ରାହୁଲ ଗାନ୍ଧୀଙ୍କ ଆଜି ଜନ୍ମଦିନ। ସେ ୫୪ ବର୍ଷ ବୟସରେ ପାଦ ଥାପିଛନ୍ତି। ୧୯୭୦ ଜୁନ...

କାର୍ଯ୍ୟକ୍ରମ ସୂଚୀ ବାହାରକୁ ଯାଇ ସିଗରା ଷ୍ଟାଡିୟମ ପହଞ୍ଚିଲେ ମୋଦି

ନୂଆଦିଲ୍ଲୀ,୧୯।୬: ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସଂସଦ ନିର୍ବାଚନମଣ୍ଡଳୀ ବାରାଣାସୀ ଗସ୍ତରେ ଥିଲେ। କାଶୀ ବିଶ୍ୱନାଥ ମନ୍ଦିରରେ ପୂଜା କରିବା ପରେ ପ୍ରଧାନମନ୍ତ୍ରୀ ବନାରସ...

‘ଅଗ୍ନିର ଜ୍ୱଳନ ଜ୍ଞାନକୁ ନଷ୍ଟ କରିପାରିବ ନାହିଁ…’, ନାଳନ୍ଦା ବିନାଶକୁ ମନେପକାଇଲେ ମୋଦି

ରାଜଗିର,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ବିହାରର ରାଜଗିରର ନାଲନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ନାଲନ୍ଦାଙ୍କ ବିନାଶକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri