ସମ୍‌ଝୋତା ଏକ୍ସପ୍ରେସ୍‌ ଚଳାଚଳ ବନ୍ଦ କଲା ପାକିସ୍ତାନ

ଲାହୋର, ୮।୮: ପାକିସ୍ତାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ପ୍ରତିକ୍ରିୟାଶୀଳ ହୋଇ ଉଠିଛି। ବୁଧବାର ଭାରତ ସହିତ କୂଟନୈତିକ ତଥା ବ୍ୟବସାୟିକ ସମ୍ପର୍କ ଛିନ୍ନ କରିବା ପରେ ଗୁରୁବାର ପାକିସ୍ତାନ ଦୁଇ ଦେଶ ମଧ୍ୟରେ ଚଳାଚଳ କରୁଥିବା ସମ୍‌ଝୋତା ଏକ୍ସପ୍ରେସ୍‌କୁ ବନ୍ଦ କରିଦେଇଛି। ସମ୍‌ଝୋତା ଏକ୍ସପ୍ରେସ୍‌ ଦିଲ୍ଲୀରୁ ଅଟାରି ମଧ୍ୟରେ ସପ୍ତାହରେ ୨ଥର ସୋମବାର ଏବଂ ଗୁରୁବାର ଚଳାଚଳ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନାଟୋ ଆମକୁ ଗ୍ରହଣ କରିବ କି ନା ଖୋଲାଖୋଲି ଭାବେ କହୁ: ଜେଲେନ୍‌ସ୍କି

କ୍ୱିଭ୍‌,୨୨ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ଏକ ମାସ ପୂରଣ ହେବାକୁ ଯାଉଛି । ଏବେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ଏକ ବୟାନ ଚର୍ଚ୍ଚାକୁ ଆସିଛି...

ରାଷ୍ଟ୍ରପତିଙ୍କୁ ୧୦ ଦିନ ଧରି ହାକୁଟି, ହସ୍ପିଟାଲରେ ଭର୍ତ୍ତି…

ରିଓ ଡି ଜେନେରିଓ,୧୫।୭: ବ୍ରାଜିଲ୍‌ର ରାଷ୍ଟ୍ରପତି ଜେୟର ବୋଲସୋନାରୋଙ୍କୁ ଗତ ୧୦ ଦିନ ଧରି ହାକୁଟି ଆସୁଛି। ହାକୁଟି ବନ୍ଦ ନ ହେବାରୁ ତାଙ୍କୁ ଚିକିତ୍ସା...

ଆଫଗାନିସ୍ତାନ ଉପରେ ଭାରତର ନଜର

ନୂଆଦିଲ୍ଲୀ/ ଦୋହା, ୧।୩(ପି.ଟି.): ତାଲିବାନ୍‌ ସହ ଐତିହାସିକ ଶାନ୍ତିଚୁକ୍ତି ସ୍ବାକ୍ଷର ପରେ ଆଫଗାନିସ୍ତାନରୁ ବିଦେଶୀ ସେନା ପ୍ରତ୍ୟାହାର ହେବା ନିଶ୍ଚିତ ହୋଇଛି। ଦୀର୍ଘ ୧୮ ବର୍ଷର...

ତାଲିବାନ୍‌ କବ୍‌ଜାରେ ଆଫଗାନ ସୈନ୍ୟଙ୍କ ୭୦୦ ଟ୍ରକ୍‌

କାବୁଲ, ୬।୭: ତାଲିବାନ ଉଗ୍ରପନ୍ଥୀମାନେ ଗତ ମାସରେ ଆଫଗାନିସ୍ତାନ ସୈନ୍ୟବାହିନୀର ପ୍ରାୟ ୭୦୦ ଟ୍ରକ୍‌ ଓ ଅନ୍ୟ ସାମରିକ ଯାନ କବ୍‌ଜା କରିଥିବା ଜଣାପଡ଼ିଛି। ତାଲିବାନ...

ଶେଷରେ ବାଇଡେନ୍‌ଙ୍କ ବିଜୟରେ ଲାଗିଲା ମୋହର: ୨୦ରେ ଶପଥ ଗ୍ରହଣ

ଓ୍ବାଶିଂଟନ୍‌,୭।୧: ବହୁ ବାଦବିବାଦ ଏବଂ ହିଂସାକାଣ୍ଡ ପରେ ଶେଷରେ ଆମେରିକା କଂଗ୍ରେସ ଜୋ ବାଇଡେନ୍‌ଙ୍କ ବିଜୟରେ ମୋହର ମାରିଛି। ଆମେରିକା ସଂସଦ ଗୁରୁବାର ବାଇଡେନଙ୍କ ବିଜୟକୁ...

ନେପାଳରେ ଆର୍ଥିକ ସଙ୍କଟ

କାଠମାଣ୍ଡୁ,୧୧।୪ (ପି.ଟି.): ଶ୍ରୀଲଙ୍କା, ପାକିସ୍ତାନ ପରେ ଏବେ ଭାରତର ଅନ୍ୟତମ ପଡ଼ୋଶୀ ନେପାଳ ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଛି। ସେଠାରେ ନଗଦ ମୁଦ୍ରା ସଙ୍କଟ ଏବଂ...

ଡୋନ୍‌ବାସ୍‌ର ସ୍ବାଧୀନତା ମୂଳ ଲକ୍ଷ୍ୟ: ମସ୍କୋ

ମସ୍କୋ, ୩୦ା୩: ରୁଷିଆ-ୟୁକ୍ରେନ୍‌ ଶାନ୍ତି ଆଲୋଚନାରେ କିଭ୍‌ ଏବଂ ଚେର୍ନିହିଭ୍‌ ସହରରେ ସାମରିକ ଗତିବିଧି କମାଇବା ନିମନ୍ତେ ମସ୍କୋ ନିଷ୍ପତ୍ତି ନେଇଥିଲେ ହେଁ ପୂର୍ବ ୟୁକ୍ରେନ୍‌ର...

ମିଳିଲା ନରଭକ୍ଷୀ ଡାଇନାସୋର ଜୀବାଶ୍ମ…

ବ୍ରାଜିଲ୍‌ର ଦକ୍ଷିଣ ଅଞ୍ଚଳରୁ ଏକ ନରଭକ୍ଷୀ ଡାଇନାସୋର ଜୀବାଶ୍ମ ମିଳିଛି। ଏହି ପ୍ରଜାତିର ଡାଇନାସୋର ୨୩ କୋଟି ବର୍ଷ ତଳେ ପୃଥିବୀରେ ବାସ କରୁଥିଲା ବୋଲି...

Advertisement
Archives

Model This Week