Posted inଜାତୀୟ

ସରକାରଙ୍କ ସମାଲୋଚନା କରୁଥିବା ଲୋକଙ୍କୁ କୁହାଯାଉଛି ରାଷ୍ଟ୍ର ବିରୋଧୀ: ଶବାନା ଆଜ୍‌ମୀ

ଇନ୍ଦୋର,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଅଭିନେତ୍ରୀ ଶବାନା ଆଜ୍‌ମୀ ପୁଣି ଥରେ ଟାର୍ଗେଟ୍‌ କରିଛନ୍ତି। ଇନ୍ଦୋରରେ ଆୟୋଜିତ ଏକ ସଭାରେ ଯୋଗଦେଇ କହିଛନ୍ତି ଯେ, ସମ୍ପ୍ରତି ସରକାରଙ୍କ ସମାଲୋଚନା କରୁଥିବା ଲୋକଙ୍କୁ ରାଷ୍ଟ୍ର ବିରୋଧୀ କୁହାଯାଉଛି। ଗଣତାନ୍ତ୍ରିକ ଦେଶରେ ଶାସକ ଏବଂ ବିରୋଧୀ ରହିବା ନିଶ୍ଚିତ। ବିରୋଧୀ ସରକାରଙ୍କ ଦୋଷ ଦୁର୍ବଳତା ପ୍ରକାଶ କରିବା ସାଧାରଣ କଥା। ମାତ୍ର ଏବେ ଏଭଳି ହେଉନାହିଁ। ସରକାରଙ୍କ ସମାଲୋଚନା କରିବା ପୂର୍ବରୁ ଏବେ ଚିନ୍ତା କରିବାକୁ ପଡୁଛି। ଏହା ଦେଶର ହିତ ପାଇଁ କେବେ ମଧ୍ୟ ଅନୁକୁଳ ନୁହେଁ ବୋଲି ଶାବନା କହିଛନ୍ତି। ସୂଚନାଯୋଗ୍ୟ, ଏହି ସଭାରେ କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍‌ବିଜୟ ସିଂ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଚିଡିଆଖାନାରେ ଫିଲ୍ମ ଦୃଶ୍ୟ: ସିଂହ ସାମ୍ନାକୁ ଡେଇଁଲେ ଯୁବକ

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଚିଡିଆଖାନା ବୁଲି ଯାଇଥିବା ଜଣେ ଯୁବକଙ୍କ ଅଜବ ବ୍ୟବହାର ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଯୁବକ ଜଣକ ସେଠାରେ...

ମା’ କାଳୀଙ୍କ ପୂଜା କରି ନିର୍ଭୟା ଦୋଷୀଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବି: ପବନ କୁମାର

ନୂଆଦିଲ୍ଲୀ,୧୩।୧୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଯୁବକଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବା ପାଇଁ ପ୍ରସ୍ତୁତି ଚାଲିଛି। ଉତ୍ତର ପ୍ରଦେଶର ମୀରଟ ଜେଲରେ...

ବିମୁଦ୍ରୀକରଣ ପରଠାରୁ ବିଗିଡିଛି ଦେଶର ଅର୍ଥବ୍ୟବସ୍ଥା: ରାହୁଲ

ନୂଆଦିଲ୍ଲୀ,୧।୯: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଜିଡିପି ବିକାଶ ଦରରେ ହୋଇଥିବା ପତନକୁ ଦେଖି ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ରାହୁଲ କହିଛନ୍ତି...

ବିକାଶ ଦୁବେଙ୍କ ଅପରାଧ ଦୁନିଆ ଛାଡ଼ିବାକୁ ଚାହୁଁଥିଲେ ଅମର, ଜାଣନ୍ତୁ ଏହାର କାରଣ

ଲକ୍ଷ୍ନୌ,୧୨ା୭: ଉତ୍ତରପ୍ରଦେଶର କାନପୁର ଏନ୍‌କାଉଣ୍ଟରର ମୁଖ୍ୟ ଅଭିଯୁକ୍ତ ବିକାଶ ଦୁବେଙ୍କ ଡାହାଣ ହାତ ଥିଲେ ସାର୍ପ ସୁଟର ଅମର ଦୁବେ। ବର୍ତ୍ତମାନ ଦୁହିଁଙ୍କ ମୃତ୍ୟୁ ପରେ...

ସରକାର ପ୍ରବାସୀ ଶ୍ରମିକଙ୍କ ମୃତଦେହ ନ ଗଣିଲେ ବି ମୃତ୍ୟୁ ତ ଆସିଲା: ରାହୁଲ

ନୂଆଦିଲ୍ଲୀ, ୧୫।୯: ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ନେଇ ବିରୋଧୀ ଶାସକ ଦଳଙ୍କୁ ଘେରିଛନ୍ତି। ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ନେଇ କୌଣସି...

‘ସଂରକ୍ଷଣ ବଦଳାଇବାକୁ ଚାହୁଁନାହାନ୍ତି ସରକାର’

ନୂଆଦିଲ୍ଲୀ,୨୪ା୪(ପି.ଟି.): ସଂରକ୍ଷଣ ସୁବିଧା ପାଇଆସୁଥିବା ଜାତି ତାଲିକାର ନା ସମୀକ୍ଷା କରାଯାଉଛି, ନା ସଂରକ୍ଷଣ ବ୍ୟବସ୍ଥାର ଅନ୍ତ ହେଉଛି। ଏହାକୁ ନେଇ ଦେଶରେ ସୃଷ୍ଟି ହୋଇଥିବା...

ରାମ ରାଜ୍ୟ ସ୍ବପ୍ନ ଦେଖାଇ ମୋଦି ନିର୍ମାଣ କରୁଛନ୍ତି ରାବଣ ରାଜ୍ୟ: ସିଦ୍ଧାରମେୟା

ବେଙ୍ଗାଲୁରୁ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେକ୍‌ ଇନ୍‌ ଇଣ୍ଡିଆ ଏବଂ ରାମ ରାଜ୍ୟର ସ୍ବପ୍ନ ଦେଖାଇ ପ୍ରକୃତପକ୍ଷେ ରାବଣ ରାଜ୍ୟର ନିର୍ମାଣ କରୁଛନ୍ତି ବୋଲି କର୍ନାଟକର...

କଲାମଙ୍କ ନାଁରେ ଦିଆଯାଉଥିବା ପୁରସ୍କାରର ନାଁ ପରିବର୍ତ୍ତନ କଲେ ଆନ୍ଧ୍ର ସରକାର

ଅମରାବତି,୫।୧୧: ଆନ୍ଧ୍ର ପ୍ରଦେଶର ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡି ସରକାର ଡ. ଏପିଜେ ଅବଦୁଲ କଲାମ ପ୍ରତିଭା ପୁରସ୍କାରର ନାଁ ପରିବର୍ତ୍ତନ କରିଛନ୍ତି। ଏହାକୁ ଓ୍ବାଇଏସ୍‌ଆର୍‌...

Coronavirus Update


Archives

Model This Week

Why Dharitri