Posted inଜାତୀୟ

ସରକାରୀ ଅଧିକାରୀଙ୍କୁ ବ୍ୟାଟରେ ପିଟିଲେ ବିଧାୟକ

ଇନ୍ଦୋର, ୨୬।୬: ଭାଜପା ମହାସଚିବ ତଥା ପଶ୍ଚିମବଙ୍ଗରେ ଦଳର ସଫଳାର ସୁତ୍ରଧର କୈଳାସ ବିଜୟବର୍ଗୀୟଙ୍କ ପୁଅ ଆକାଶ ବିଜୟବର୍ଗୀୟ ସରକାରୀ ଅଧିକାରୀଙ୍କୁ ମାରପିଟ କରୁଥିବାର ଏକ ଭିଡିଓ ଭାଇରାଲ ହୋଇଛି। କ୍ରିକେଟ ବ୍ୟାଟରେ ଆକାଶ ଜଣେ ନିଗମ ଅଧିକାରୀଙ୍କୁ ମାଡ଼ ମାରୁଥିବା ଭିଡିଓରେ ଦେଖିବାକୁ ମିଳିଛି। ଇନ୍ଦୋରରେ ନିଗମ ଅଧିକାରୀମାନେ ଜଣେ ଓକିଲଙ୍କ କୋଠାକୁ ଭାଙ୍ଗିବାକୁ ଆସିଥିଲାବେଳେ ଆକାଶ ସେମାନଙ୍କ ସହ ଯୁକ୍ତିତର୍କ କରିବା ସହ ମାରପିଟ୍‌ କରିଥିଲେ। ସୂଚନାଯୋଗ୍ୟ, ଆକାଶ ଇନ୍ଦୋର-୩ ବିଧାନସଭା ଆସନରୁ ବିଧାୟକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ପି ସହ ମେଣ୍ଟ ଚାହାନ୍ତି ମମତା

ଲକ୍ଷ୍ନୌ, ୧୩।୯(ଆଇଏଏନ୍‌ଏସ୍‌): ଆସନ୍ତାବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସମାଜବାଦୀ ପାର୍ଟି ସହ ମେଣ୍ଟ କରିବାକୁ ଲକ୍ଷ୍ୟ ରଖିଛି।...

ଚନ୍ଦ୍ରୟାନ-୨ର ପରୀକ୍ଷଣ ପାଇଁ ଧାର୍ଯ୍ୟ ହେଲା ତାରିଖ

ଶ୍ରୀହରିକୋଟା,୧୮।୭: ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଗତ ଜୁଲାଇ ୧୫ରେ ଚନ୍ଦ୍ରୟାନ-୨ର ଉତ୍‌କ୍ଷେପଣ କରାଯିବାକୁ ସମସ୍ତ ପ୍ରସ୍ତୁତି ସରିଥିଲା। ହେଲେ ଶେଷ...

ଚାଇନାକୁ ଚେତାବନୀ ଦେଲେ ରାଜନାଥ

ନୂଆଦିଲ୍ଲୀ,୫।୭: ପୂର୍ବ ଲଦ୍ଦାଖର ଗଲଓ୍ବାନ ଘାଟିରେ ଭାତର-ଚାଇନା ମଧ୍ୟରେ ଲାଗି ରହିଥିବା ସୀମା ବିବାଦ ବେଳକୁ ବେଳ ବଢିବାରେ ଲାଗିଛି। ଏହାକୁ ନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ...

ସୋସିଆଲ ମିଡିଆରେ ଅଧିକ ଟୁଇଟ୍‌ କରିଥିବା ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ରହିଛି ଏହି ୩ ନେତାଙ୍କ ନାମ

ଓ୍ବାଶିଂଟନ,୧୦ା୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌, ପରବର୍ତ୍ତୀ ରାଷ୍ଟ୍ରପତି ଜୋ ବାଇଡେନଙ୍କ ସମେତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ସାଧାରଣ ଲୋକଙ୍କୁ ଟୁଇଟ୍‌...

ହତ୍ୟାର ଭୟ ଦେଖାଇ ବିରୋଧ କରୁଥିବା ଲୋକଙ୍କୁ ଚୁପ୍‌ କରାଯାଇ ପାରିବ ନାହିଁ…

ନୂଆଦିଲ୍ଲୀ,୭।୧୦: ହତ୍ୟାର ଭୟ ଦେଖାଇ କିମ୍ବା ହତ୍ୟା କରି ବିରୋଧ କରୁଥିବା ଲୋକଙ୍କୁ ଚୁପ୍‌ କରାଯାଇ ପାରିବ ନାହିଁ। ଲକ୍ଷ୍ମୀପୁର ହିଂସା ଘଟଣାରେ ଭାଜପା ଏମ୍‌ପି...

ସମଝୌତା ଏକ୍ସପ୍ରେସ୍‌କୁ ସୀମାରେ ଅଟକାଇଲା ପାକ୍‌

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୯।୮:ଭାରତ ଓ ପାକିସ୍ତାନ ମଧ୍ୟରେ ଚଳାଚଳ କରୁଥିବା ସମଝୌତା ଏକ୍ସପ୍ରେସ୍‌ ଟ୍ରେନ୍‌ ସେବାକୁ ଇସ୍‌ଲାମାବାଦ ବାତିଲ କରିଦେଇଥିବା ଏହାର ରେଳମନ୍ତ୍ରୀ ଶେଖ୍‌ ରଶିଦ୍‌ ଗୁରୁବାର ଘୋଷଣା...

ଜି-୨୦ ଶିଖର ସମ୍ମିଳନୀ: ଦିଲ୍ଲୀ ସୁରକ୍ଷା ଛାଉଣୀରେ ପରିଣତ…

ନୂଆଦିଲ୍ଲୀ,୨୬।୮ : ରାଜଧାନୀ ଦିଲ୍ଲୀରେ ଜି -୨୦ ଶିଖର ସମ୍ମିଳନୀ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ବିମାନ ବନ୍ଦରରୁ ସଭା ସ୍ଥଳ ପର୍ଯ୍ୟନ୍ତ କଡା ସୁରକ୍ଷା...

୪ ମହଲାରୁ ଖସିଲା ଲିଫ୍ଟ: ବର୍ତ୍ତିଲେ ଅଜିତ ପାଓ୍ବାର

ନୂଆଦିଲ୍ଲୀ,୧୬।୧ : ଏନ୍‌ସିପି ନେତା ଅଜିତ ପାଓ୍ବାର ଶନିବାର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପୁଣେର ଏକ ହସ୍ପିଟାଲ ବିଲ୍ଡିଂ ଉଦ୍‌ଘାଟନ କରିବାକୁ ପାଓ୍ବାର ଯାଇଥିଲେ। ସେ...

Advertisement
Archives

Model This Week