ସରକାରୀ ଓକିଲ ଦେଲେ ୭୦ ହଜାର

ଅନୁଗୋଳ ଅଫିସ, ୩୦।୪- ଅନୁଗୋଳ କୋର୍ଟରେ କାର୍ଯ୍ୟରତ ସରକାରୀ ଓକିଲମାନେ କରୋନା ମୁକାବିଲା ପାଇଁ ସହଯୋଗର ହାତ ବଢ଼ାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଜିଲାପାଳଙ୍କ ଜରିଆରେ ୭୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସରକାରୀ ଓକିଲ ପି.ପି. ପ୍ରଦୀପ କୁମାର ଦାଶ, ଆଡିଶିନାଲ୍‌ ପି.ପି. ତାପସ ରଞ୍ଜନ ମିଶ୍ର ଓ ପ୍ରଦୀପ କୁମାର ଭୂତିଆଙ୍କ ସହ ଆସିଷ୍ଟାଣ୍ଟ ପି.ପି. ପ୍ରକାଶ ମହାପାତ୍ର ଏବଂ ସ୍ବରୂପ କୁମାର ସିଂହ ଏହି ସହାୟତା ରାଶି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ରାଷ୍ଟ୍ରୀୟ ଲୋକ ଅଦାଲତ: ଚେକ ବାଉନ୍ସ ମାମଲାରେ …

କେସିଙ୍ଗା,୯।୫(ତୁମେଶ୍ୱର ସାହୁ,): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅଦାଲତ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅଧ୍ୟକ୍ଷା ଦୀପ୍ତି ସେଠଙ୍କ ନେତୃତ୍ୱରେ…

ଘାଇରେ ଭାସୁଛି ମୃତଦେହ: ଚନ୍ଦ୍ରଗିରିରେ ଚାଞ୍ଚଲ୍ୟ

ମୋହନା,୯।୫( ମନ୍ମଥ ମିଶ୍ର ): ଅଜଣା ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଶଗଡ଼ା…

ଭଗ୍ନାବସ୍ଥାରେ ପଡ଼ିରହିଛି ବୌଦ୍ଧ ମୂର୍ତ୍ତି: ସୌନ୍ଦର୍ଯ୍ୟକରଣ ପୁନରୁଦ୍ଧାର ଅପେକ୍ଷାରେ ଛତ୍ରପୁର ପୌରପରିଷଦ

ଛତ୍ରପୁର,୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରମୁଖ ସହର ତଥା ସଦରମହକୁମା ଛତ୍ରପୁରଠାରେ ଦୀର୍ଘବର୍ଷ ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିଲା ଅନେକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ। ୨୦୧୩ ‘ଫାଇଲିନ’ ମହାବାତ୍ୟା…

ବିପୁଳ ପରିମାଣର ଗଞ୍ଜେଇ ଜବତ: ଏକାବେଳକେ ସ୍ବାମୀଙ୍କ ସହ ୨ ସ୍ତ୍ରୀଙ୍କୁ ମାଡ଼ିବସିଲା ପୋଲିସ…

ପଦ୍ମପୁର ,୮।୫ (ପ୍ରଦୀପ୍ତ ଦାଶ ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଜଗଦଳପୁର ଥାନା ପୋଲିସକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଗତ ୪ଦିନ…

ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ, ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ/ଛେନାପଦୀ,୯ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ ଏବଂ ଧମକ ଦେବା ଘଟଣାରେ ପୋଲିସ ଶନିବାର ଜଣକୁ ଗିରଫ କରିଛି l…

ଭଞ୍ଜନଗରରେ ଜାତୀୟ ଲୋକ ଅଦାଲତ: ୧୯୮ ମାମଲାର ସମାଧାନ, ଆଦାୟ ହେଲା ଏତିକି ଟଙ୍କା…

ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପରିସରରେ ଶନିବାର ଚଳିତ ବର୍ଷର ଦ୍ୱିତୀୟ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗରର ଅତିରିକ୍ତ ଜିଲା…

ବାଣନଇରେ ପିଇବାକୁ ନାହିଁ ପାଣି; ରାସ୍ତାରୋକୋ କହିଲେ ମହିଳା, ବୋରୱେଲ ଖୋଳିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ

ପୁରୁଷୋତ୍ତମପୁର,୯।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଗ୍ରାମ୍ଯ ଜଳଯୋଗାଣ ବିଭାଗୀୟ ଅଧିକାରୀଙ୍କ ଖେଳ ଲୋକଙ୍କ ପାଇଁ କାଳ ସାଜିଛି । ଫଳରେ ବଡଖରିଡା ପଞ୍ଚାୟତର ବାଣନଇରେ…

ଜାହାଜରୁ ତେଲ ନେଇ ସମୁଦ୍ରରେ ଯାଉଥିଲା ଡଙ୍ଗା, ଧରିଲା ପାଟ୍ରୋଲିଂ ପୋଲିସ, ଡଙ୍ଗାରୁ ଡେଇଁ…

ପାରାଦୀପ,୯ା୫(ଶରତ ରାଉତ): ପାରାଦୀପ ସାମୁଦ୍ରିକ ଥାନା ପୋଲିସ ଶନିବାର ଏକ ଚୋରା ତେଲ ଡଙ୍ଗା ଜବତ କରିଛି। ଉକ୍ତ ଡଙ୍ଗାରେ ପ୍ରାୟ ୫ ହଜାରରୁ ଅଧିକ ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri